Daily Archives

ସେଞ୍ଚୁରିଅନ ବିଶ୍ୱବିଦ୍ୟାଳୟ ପରିସରରେ ନର୍ସିଂ ଛାତ୍ରଛାତ୍ରୀଙ୍କର ଶପଥ ଗ୍ରହଣ ସମାରୋହ ହ୍ୟୁମାନ ଆଇକ୍ୟୁ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ସେଞ୍ଚୁରିଅନ ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠାନର ନର୍ସିଂ ବିଭାଗର ଛାତ୍ରଛାତ୍ରୀ ମାନଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମଟିର ମୂଳ ସ୍ଲୋଗାନ ଥିଲା, CARING WITH COMPASSION AND HEALING WITH DEDICATION. ଉତ୍ସବଟି
Read More...

ବଲାଙ୍ଗିର ବିକାଶ ଭେଲି ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତା-୧୦/୦୧/୨୦୨୬ ରିଖରେ ବିକାଶ ଭେଲି ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ଆଡମ୍ବରରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ପ୍ରମୋଦ କୁମାର ମିଶ୍ର, ବରିଷ୍ଠ ଆଇନଜୀବି ଓ ସମାଜସେବୀ ମୁଖ୍ୟଅତିଥି ଭାବରେ ଓ ସାମ୍ବାଦିକ ମନରଞ୍ଜନ ଯୋଶୀ ମୁଖ୍ୟବକ୍ତା ଭାବରେ ଯୋଗଦେଇ
Read More...

ଝୋଟି ଏବଂ ଉଚ୍ଚ ବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଚଳିତ ଜାନୁଆରୀ ମାସରେ ଶେଷ ସପ୍ତାହରେ ଆୟୋଜିତ ହେଉଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୯ ଏବଂ ୨୦ତମ
Read More...

ଖବର କାଗଜ ବିତରକ ମାନଙ୍କୁ କମ୍ବଳ ବଣ୍ଟନ

ନୟାଗଡ଼, (କେପିଏନ୍‌ଏସ୍‌) : ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଂଘ ଏବଂ ନୟାଗଡ଼ ରୋଟାରୀ କ୍ଲବ ଏକ୍ସିଲେନ୍ସିର ମିଳିତ ଆନୁକୂଲ୍ୟରେ ଜିଲ୍ଲା ସଦର ମହକୁମାରେ କାର୍ଯ୍ୟରତ ଖବର କାଗଜ ବିତରକ ମାନଙ୍କୁ ପୁରୁଣା ସହର ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିର ସମ୍ମୁଖ ପ୍ରାଙ୍ଗଣରେ ଆଜି ଅପରାହ୍ନରେ କମ୍ବଳ ବଣ୍ଟନ
Read More...

ବିବେକାନନ୍ଦ ଯୁବସମାଜ ପକ୍ଷରୁ ଜାତୀୟ ଯୁବ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ସଂଗଠନ ସ୍ୱାମୀ ବିବେକାନନ୍ଦ ଯୁବ ସମାଜ ପକ୍ଷରୁ ଛତ୍ରପୁର ସ୍ଥିତ ଅନସ୍ଲୋ ହାଇସ୍କୁଲରେ ଅବସ୍ଥିତ ସ୍ୱାମୀ ବିବେକାନନ୍ଦଙ୍କ ପ୍ରତିମୂର୍ତ୍ତି ପରିସରରେ ସ୍ୱାମୀ ବିବେକାନନ୍ଦଙ୍କ ଜୟନ୍ତୀ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି
Read More...

ବୁଦ୍ଧଦେବ ମହାବିଦ୍ୟାଳୟ ଦହିତାର ରୌପ୍ୟ ଜୟନ୍ତୀ ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ନିକଟସ୍ଥ ବୁଦ୍ଧଦେବ ମେହେର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦହିତାର ରୌପ୍ୟ ଜୟନ୍ତୀ ସମାରୋହରର ଉଦଯାପନୀ ଦିବସରେ କେନ୍ଦ୍ରାପଡ଼ା ସାଂସଦ ତଥା ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା ମୁଖ୍ୟ ଅତିଥି ଭାବରେଯୋଗଦାନ କରିଥିଲେ । ମହା ବିଦ୍ୟାଳୟ
Read More...

ପୁନେରେ ପ୍ରବାସୀ ଓଡ଼ିଆଙ୍କ ପୁଷ୍‌ପୁନି ଭେଟ୍‌ଘାଟ୍‌

ପଦ୍ମପୁର, (ନିରୋଜ କୁମାର ପାଣୀ) : ମହାରାଷ୍ଟ୍ର ପୁନା ସହରରେ ବସବାସ କରୁଥିବା ପ୍ରବାସୀ ଓଡିଆ ମାନଙ୍କ ପଞ୍ଜୀକୃତ ଭେଟ୍‌ଘାଟ୍‌ କଲ୍ଚରାଲ ଏସୋସିଏସନ୍ (ବିସିଏ) ତରଫରୁ ପୁନେର ଜୁନିଅର ଷ୍ଟାଫ କ୍ଲବ୍, ଖଡକି ଠାରେ ରବିବାର ପୁଷ୍‌ପୁନି ଭେଟ୍‌ଘାଟ୍‌ ପାଳନ ହୋଇଯାଇଛି । ଏହି ଉତ୍ସବରେ ୩୦୦ରୁ
Read More...

ଜାତୀୟ ଯୁବ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ପରିସରରେ ୟୁଥ୍ ରେଡକ୍ରସ ଓ ରେଡ୍ ରିବନ୍ କ୍ଲବର ମିଳିତ ଆନୁକୂଲ୍ୟରେ ଜାତୀୟ ଯୁବ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସମସ୍ତ ପ୍ରାଧ୍ୟାପକ, ପ୍ରାଧ୍ୟାପିକା, ଅଧ୍ୟାପକ, ଅଧ୍ୟାପିକା,
Read More...

ଚାଉଳ ଚୋରି ଅଭିଯୋଗ : ଖଡ଼ିଆଳ ଥାନାରେ ମାମଲା ରୁଜୁ, ୩ ଅଭିଯୁକ୍ତ ଗିରଫ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନାରେ ଏକ ଚାଉଳ ଚୋରି ମାମଲା ରୁଜୁ ହୋଇଥିବା ଜଣାପଡ଼ିଛି । ରାୟପୁର ନିବାସୀ ଗୋବିନ୍ଦ ପ୍ରସାଦ ଜିନ୍ଦଲଙ୍କ ଟ୍ରାନ୍ସପୋର୍ଟ ସଂସ୍ଥାର ଏକ ଟ୍ରକରୁ ଚାଉଳ ଚୋରି ହୋଇଥିବା ନେଇ ଅଭିଯୋଗ ଆସିଥିଲା । ୩୦ ଡିସେମ୍ବରରେ ଟ୍ରକ ନମ୍ବର ସିଜି
Read More...

ଅଇଁଲାସାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସମଲେଇ ଚୁଆଁ କ୍ଲଷ୍ଟର ଅନ୍ତର୍ଗତ ଅଇଁଲାସାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ଜୟ ପ୍ରକାଶ ସେଟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସରପଞ୍ଚ ବିଭୁଦତ୍ତ
Read More...