ଜ୍ଞାନ ଜ୍ୟୋତି ଶିକ୍ଷା ମନ୍ଦିରରେ ବିବେକାନନ୍ଦ ଜୟନ୍ତୀ
ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡ଼ାସିଂହା ଜ୍ଞାନ ଜ୍ୟୋତି ତପୋବନ ଶିକ୍ଷା ମନ୍ଦିରରେ ସ୍ୱାମୀ ବିବେକାନନ୍ଦଙ୍କ ୧୬୩ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଫକୀର ସାହୁ ସ୍ୱାମୀ ବିବେକାନନ୍ଦଙ୍କ ଫଟୋ ଚିତ୍ରରେ!-->…
Read More...
Read More...