Daily Archives

ବିଜେପି ବୋରିଆ ମଣ୍ଡଳ ତରଫରୁ ରକ୍ତଦାନ ଶିବିର

କେସିଙ୍ଗା, (ପ୍ରୀତେଶ ପଟେଲ) : ରକ୍ତ ଦାନ ମହତ୍ ଦାନ । କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଶିରୋଲ ଗ୍ରାମରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଓ ରାଷ୍ଟ୍ରୀୟ ଯୁବଦିବସରେ ଶିରୋଲ ପଞ୍ଚାୟତ ସ୍ଥିତ କଲ୍ୟାଣ ମଣ୍ଡପଠାରେ ଭାରତୀୟ ଜନତା ଯୁବମୋର୍ଚ୍ଚା ବୋରିଆ ମଣ୍ଡଳ ତରଫରୁ ରକ୍ତଦାନ ଶିବିର
Read More...

ଏକତା ମହୋତ୍ସବରେ ସୁନ୍ଦରଗଡ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ତରଫରୁ ଯୋଗ ମାଧ୍ୟମରେ ଜନତାଙ୍କୁ ସଚେତନ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ଇସ୍ପାତ କାରଖାନା ଆନୁକୂଲ୍ୟରେ ଏକତା ମହୋତ୍ସବ ୨୦୨୬ ପାଳନ କରାଯାଇଥିଲା । ଏହି ଉପଲକ୍ଷେ ଆମ ସଂଗଠନ ସହିତ ବିଭିନ୍ନ ସଙ୍ଗଠନ ତରଫରୁ ବିବିଧ କାର୍ଯ୍ୟକ୍ରମ ଅନୁଷ୍ଠିତ କରିବା ପାଇଁ କାରଖାନା କର୍ତ୍ତୃପକ୍ଷ ଆମନ୍ତ୍ରଣ କରିଥିଲେ । ସଂଗଠନର ସହ ରାଜ୍ୟ
Read More...

ଯୁବ ହଷ୍ଟେଲର ୪୭ ତମ ବାର୍ଷିକ ଉତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ଭାରତୀୟ ଯୁବ ହଷ୍ଟେଲ, ରାଉରକେଲା ଶାଖାର ୪୭ ତମ ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସଭାପତି ପ୍ରତାପ କୁମାର ସ୍ୱାଇଁଙ୍କ ସଭାପତିତ୍ୱ, ଅନିଲ କୁମାର ମଲ୍ଲିକ ଓ ମୋନାଲିସା ଗୌଡଙ୍କ ସଂଯୋଜନାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଆର୍‌ଏସ୍‌ପିର
Read More...

ବଡ଼ ବିମାନ ଦୁର୍ଘଟଣା ପରେ ସମସ୍ତେ ସୁରକ୍ଷିତ ଏହା ଅବିଶ୍ୱସନୀୟ : ରାଜ୍ୟ ପରିବହନ ମନ୍ତ୍ରୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସମ୍ପ୍ରତି ଭୁବନେଶ୍ୱରରୁ ରାଉରକେଲା ଆସୁଥିବା ଇଣ୍ଡିଆ ୱାନ୍ ଏୟାର ବିମାନ ଦୁର୍ଘଟଣାରେ ସମସ୍ତ ଯାତ୍ରୀ ଆହତ ହୋଇ ବଞ୍ଚିଯାଇଥିବାରୁ ରବିବାର ଓଡ଼ିଶା ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଆଶ୍ୱସ୍ତି ପ୍ରକାଶ କରିଛନ୍ତି । ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ
Read More...

କଲଚରାଲ ଏକାଡ଼େମୀ, ରାଉରକେଲା ଆୟୋଜିତ “୩୮ତମ ଲୋକନାଟକ ମହୋତ୍ସବ”ର ଉଦ୍‌ଯାପନୀ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : କଲଚରାଲ ଏକାଡ଼େମୀର ଆୟୋଜିତ “୩୮ତମ ଲୋକନାଟକ ମହୋତ୍ସବ"ର ଉଦ୍‌ଯାପନୀ ସନ୍ଧ୍ୟାର ରଙ୍ଗକର୍ମୀ, ରାଉରକେଲା ନାଟ୍ୟ ସଂସ୍ଥା ପ୍ରଦର୍ଶନୀମୂଳକ ନାଟକ– ‘ମାସୁଲ’କୁ ଉଦ୍‌ଘାଟନ କରିଥିଲେ ବିଚାରକ ଦ୍ୱୟ ଅବଦୁଲ ଜମାଲ ଖାଁ ଓ ଶିବଲାଲ୍ ସାଗର । ଏହାପରେ ପୁରସ୍କାର
Read More...

ବିଜମରା ଉଚ୍ଚ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିଜମରା ଉଚ୍ଚ ବିଦ୍ୟାଳୟରେ ପିଏମଶ୍ରୀ ଉତ୍ସବ ଭାରତ ସରକାରଙ୍କ ନୂତନ ଶିକ୍ଷାନୀତି ଶିକ୍ଷାର ମାନ ବୃଦ୍ଧି ପାଇଁ ଏକ ସୁନ୍ଦର ପ୍ରୟାସ । ସମଗ୍ର ଭାରତ ବର୍ଷରେ ୧୪ହଜାର ୫ ଶହ ସ୍କୁଲକୁ ପିଏମଶ୍ରୀ ମାନ୍ୟତା ଦିଆଯାଇଥିବା ପ୍ରଶଂସା ଯୋଗ୍ୟ । କଳାହାଣ୍ଡି
Read More...

କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ଉଦଯାପିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ମାଟିର ମହୋତ୍ସବ ୩ ଦିନ ଧରି ଚାଲିଥିବା କଣ୍ଟାବାଞ୍ଜି ମାଟିର ମହୋତ୍ସବ ଉଦଯାପିତ ହୋଇଯାଇଛି । କଣ୍ଟାବାଞ୍ଜି ମାଟିର ମହୋତ୍ସବ କମିଟିର ସଭାପତି ବ୍ରଜଶ୍ୟାମ ଗୁରୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

କୁର୍ଲୁବାହାଲ ମଧୁସୂଦନ ହୃଷୀକେଶ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପ୍ରତିଷ୍ଠାତା ସ୍ଵର୍ଗତ ମଧୁସୂଦନ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କୁର୍ଲୁବାହାଲ ଗ୍ରାମରେ ଥିବା ମଧୁସୂଦନ ହୃଷୀକେଶ ମେହେର ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରତିଷ୍ଠାତା ସ୍ୱର୍ଗତ ମଧୁସୂଦନ ମେହେରଙ୍କ ପ୍ରତିମୂର୍ତ୍ତି ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିବା କଣ୍ଟାବାଞ୍ଜି
Read More...

ମାକ୍ରିପଡ଼ାରେ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଉତ୍ସବ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ସ୍ୱାମୀ ବିବେକାନନ୍ଦ ସେବା ଟ୍ରଷ୍ଟ, ମାକ୍ରିପଡ଼ାର ସଭାପତି ସଦାନନ୍ଦ ବଞ୍ଛୋରଙ୍କ ଅଧ୍ୟକ୍ଷତାରେ ତଥା ବିଶେଷ ପରାମର୍ଶଦାତା ସନ୍ତ ଛତର, ସାଧୁଚନ୍ଦ୍ର ଛତର ଏବଂ ସିମାନ ଗୌଡ଼ଙ୍କ ପରାମର୍ଶରେ ମହାଉତ୍ସାହର ସହିତ ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ପାଳନ
Read More...

ଘୁଷୁରାମୁଣ୍ଡା ଗ୍ରାମରେ ଜିଲ୍ଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ମୁରିବାହାଲ ଓ ଘୁଷୁରାମୁଣ୍ଡା ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ୧୭ତମ ଜିଲ୍ଲାସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ସୋମବାର ସ୍ଥାନୀୟ ସ୍କୁଲ ଖେଳପଡ଼ିଆରେ ଅନୁଷ୍ଠିତ
Read More...