Daily Archives

ପରଲୋକରେ ସାମ୍ବାଦିକ ରାମକୁମାର ଅଗ୍ରୱାଲ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବରିଷ୍ଠ ସାମ୍ବାଦିକ ରାମକୁମାର ଆଗ୍ରୱାଲଙ୍କ ୭୯ ବର୍ଷ ବୟସରେ ପରଲୋକ ଘଟିଛି । ଦୀର୍ଘ ଦିନ ହେବ ସେ ଅସୁସ୍ଥତା ଦେଇ ଗତି କରୁଥିଲେ । ଶୁକ୍ରବାର ଅପରାହ୍ନ ୪. ୩୦ ସମୟରେ ତାଙ୍କର ଦେହାନ୍ତ ଘଟିଥିଲା । ଶେଷ ସମୟରେ ପତ୍ନୀ ସନ୍ତୋଷ, ବହୁ ନୈନା, ନାତି ଓଁମ୍‌ଙ୍କ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଗଜବନ୍ଧଠାରେ ବିଦ୍ୟାରମ୍ଭ ସଂସ୍କାର କାର୍ଯ୍ୟକ୍ରମ ପ୍ରଧାନ ଆଚାର୍ଯ୍ୟ କିଶୋର ଚନ୍ଦ୍ର ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ମାଘ ମାସ ଶୁକ୍ଳ ପଞ୍ଚମୀ ଦିନ ସରସ୍ଵତୀ ପୂଜାରେ ଶିଶୁ ଭାଇ ଭଉଣୀ, ଅଭିଭାବିକା ଓ
Read More...

ଆସନ୍ତା ୩ ଫେବୃଆରୀରେ ବାଲେଶ୍ୱର ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି

ଫକୀର ମୋହନ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗଦେବେ ବାଲେଶ୍ୱର : ମହାମହିମ ରାଷ୍ଟ୍ରପତିଙ୍କ ବାଲେଶ୍ୱର ଗସ୍ତ ପୂର୍ବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଫେବୃଆରୀ ୩ ତାରିଖରେ ମହାମହିମ ରାଷ୍ଟ୍ରପତି ମହୋଦୟ।ଙ୍କ ଫକୀର ମୋହନ ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଯୋଗଦାନ
Read More...

ନେତାଜୀ ଜୟନ୍ତୀ ସମାରୋହ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ୱାଧୀନତା ସଂଗ୍ରାମର ଆପୋଷହୀନ ଧାରାର ବଳିଷ୍ଠତମ ଅଭିବ୍ୟକ୍ତି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜୟନ୍ତୀ ଉପଲକ୍ଷେ ଏଆଇଡ଼ିଏସଓ ବଲାଙ୍ଗିର ଜିଲ୍ଲା କମିଟି ଉଦ୍ୟୋଗରେ ନେତାଜୀ ଜୟନ୍ତୀ ସମାରୋହ ନେତାଜୀଙ୍କ ପ୍ରତିମୂର୍ତ୍ତି ପାଦ ଦେଶରେ ଅନୁଷ୍ଠିତ
Read More...

ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ଶୁକ୍ରବାର ସରସ୍ଵତୀ ପୂଜା ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନିରୁଦ୍ଧ ପଣ୍ଡା ପୂଜା କାର୍ଯ୍ୟ ସମ୍ପାଦନା କରିଥିଲେ ଓ ଶିଶୁମାନଙ୍କୁ
Read More...

ପାଇକମାଲରେ ଲଜ୍ଜା : ଅସଦାଚରଣ ସହ ନାବାଳିକାଙ୍କୁ ମାର୍‌ପିଟ୍‌ ଅଭିଯୋଗରେ ଜଣେ ଶିକ୍ଷକ ପକ୍‌ସୋ କୋର୍ଟରେ ହାଜର

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲରେ ଏକ ଲଜ୍ଜା ଜନକ ଘଟଣା ଘଟିଛି । ଜନୈକ ପିଇଟି ଶିକ୍ଷକ ଜଣେ ନାବାଳିକାଙ୍କୁ ସ୍କୁଲ ବାରଣ୍ଡାରେ ଗଣ୍ଡା ଝିଅ ବୋଲି କହି ଅସଦାଚରଣ ସହ ମାର୍‌ପିଟ୍‌ କରିଥିବା ନେଇ ପୀଡିତାର ବଡଭାଇ କମଳ ତାଣ୍ଡି (୨୫) ପିତା -ମହିତ
Read More...

ଗୋଇମୁଣ୍ଡ ମା’ ବସ୍ତ୍ରେନ କ୍ରିକେଟ ପ୍ରତିଯୋଗିତା ଫାଇନାଲରେ କୁମୁଡ଼ାକୁ ହରାଇ ଝରିଆଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ଗ୍ରାମ ଖେଳପଡ଼ିଆଠାରେ ୟଙ୍ଗଷ୍ଟାର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଚାଲିଥିବା ମା' ବସ୍ତ୍ରେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଝରିଆଲ ଏବଂ କୁମୁଡା ଦଳ ମଧ୍ୟରେ
Read More...

ବାଙ୍କେଲ ଗ୍ରାମରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ପଞ୍ଚାୟତ ସଦର ମହକୁମାଠାରେ ଗ୍ରାମର ବୀର ସୁରେନ୍ଦ୍ର ସାଏ କ୍ଲବ୍ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ
Read More...

ପ୍ରଶାସନ ପକ୍ଷରୁ ଏକତା ପଦଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣରୁ ଏହା ଆରମ୍ଭ ହୋଇ ନଳିନୀ ଛକ, ବସଷ୍ଟାଣ୍ଡ, ବିଜୁ ପଟ୍ଟନାୟକ ଛକ,
Read More...

ବଲାଙ୍ଗିର ଲୋକ ଉତ୍ସବ ଲୋକ ନାଟକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଦେଉଳ ଗାଁ ଶ୍ରୀରାମଜୀ କଳାପରିଷଦ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ୨୩ ତମ ବଲାଙ୍ଗିର ଲୋକ ଉତ୍ସବ ୨୦୨୬ ଗତ ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିଥିବାବେଳେ ଆଜି ୨୩ ତାରିଖ ଜିଲ୍ଲା ସ୍ତରୀୟ ଲୋକ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉପଖଣ୍ଡ ସ୍ତରରୁ ଉତିନ୍ନ ହୋଇ ଆସିଥିବା ବିଭିନ୍ନ ଦଳ ଏଥିରେ ଅଂଶଗ୍ରହଣ
Read More...