Daily Archives

ମୋହନଗିରି ଠାରେ ରାଜ୍ୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ

ଧବଳେଶ୍ୱର କପ୍ ମୋହନଗିରି ଚତୁର୍ଥ ଦିନରେ ସୁନ୍ଦରଗଡ ବିଜୟୀ ମ. ରାମପୁର, (ପିକେସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗିରି ଗ୍ରାମ ଠାରେ ଚାଲିଥିବା ୨୧ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଧବଳେଶ୍ୱର କପ୍‌ ର ଚତୁର୍ଥ ଦିବସରେ କ୍ରିକେଟ ମ୍ୟାଚ୍ ସୁନ୍ଦରଗଡ଼ ଏଵଂ
Read More...

ରେଞ୍ଜର ବିନୟ କୁମାର ବିଶି ନିଲମ୍ବିତ

-ହାତୀ ମୃତ୍ୟୁ ଲୁଚାଇବାକୁ ଜିଲ୍ଲା ପାର୍‌ : ନିଜ ଗାଁରେ ପୋତିଥିଲେ ରେଞ୍ଜର କେସିଙ୍ଗା, (ପ୍ରୀତେଶ ପଟେଲ) : କନ୍ଧମାଳ ବାଲିଗୁଡା ବନଖଣ୍ଡ ଅନ୍ତର୍ଗତ ବେଲଘର ବନାଞ୍ଚଳରେ ହାତୀ ମୃତ୍ୟୁକୁ ନେଇ ବଡ଼ ଖୁଲାସା ହୋଇଛି । ମୃତ ହାତୀର ଅବଶେଷ କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଳକର ତହସୀର ଗ୍ରାମ
Read More...

ଦକ୍ଷିଣାଞ୍ଚଳ ଦଳିତ, ଆଦିବାସୀ, ପଛୁଆବର୍ଗ, ବିକାଶ ମଞ୍ଚ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରାଜ୍ୟ ସରକାରଙ୍କ ଦଳିତ, ଆଦିବାସୀ, ପଛୁଆ ବର୍ଗ ଓ ଶ୍ରମିକଙ୍କ ଅଧିକାରକୁ ପ୍ରାଥମିକତା ଦେବା ଦାବିରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଜନପ୍ରତିବାଦ ନାମରେ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଗଞ୍ଜାମ ଜିଲ୍ଲାର ବିଭିନ୍ନ ଗଣ
Read More...

ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛଅ ଜଣ ଯବାନଙ୍କ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛଅ ଜଣ ଯବାନଙ୍କ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଧୁମାଭଟା ସରପଞ୍ଚ ବନମାଳୀ ନାଏକ, ନୋଡାଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମହେନ୍ଦ୍ର କୁମାର ଭୋଇ, ଧୁମାଭଟା
Read More...

ଛତ୍ରପୁରର ଅଗ୍ରଣୀ ଅନୁଷ୍ଠାନ ଜଗନ୍ନାଥ ଡ୍ରାମା କ୍ରିଏସନର ପ୍ରଥମ ବାର୍ଷିକ ଉତ୍ସବ ସମାହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରର ଅନ୍ୟତମ ଅଗ୍ରଣୀ ସାଂସ୍କୃତିକ ସଂଗଠନ ଜଗନ୍ନାଥ ଡ୍ରାମା କ୍ରିଏସନର ପ୍ରଥମ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ଛତ୍ରପୁର ଏନ.ଏ.ସି. କଲ୍ୟାଣ ମଣ୍ଡପର ଅବସ୍ଥିତ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ ବିଦ୍ଭବ
Read More...

ବାର୍ଷିକ ଉତ୍ସବ ଓ ପୁରସ୍କାର ଵିତରଣୀ ସଭା ଅନୁଷ୍ଠିତ

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ଵର ଜିଲ୍ଲା ଖଇରା ବ୍ଲକ ଅନ୍ତରା ମହତୀପୁର ବାଇଧର ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ଵିତରଣୀ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଶୋକ କୁମାର ମାହୁନ୍ତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ
Read More...

୨୩ତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କୋଶଳ କଳା ମଣ୍ଡପରେ ଆୟୋଜିତ ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା ଖୁବ୍ ସୁନ୍ଦର ଭାବେ ଆୟୋଜିତ ହୋଇଥିଲା । ଗୁରୁବାର ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୁରୁଣା
Read More...

ଜାତୀୟ ମତଦାତା ଦିବସ ଉପଲକ୍ଷେ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମତଦାତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ଆଗାମୀ ଜାନୁୟାରୀ ୨୫ ଦିନ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ମତଦାତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ରାଜେଶ ମିଶ୍ରଙ୍କ ସ୍ମୃତିସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ଯୁବ କଂଗ୍ରେସ କୋଷାଧ୍ୟକ୍ଷ ରାଜେଶ ମିଶ୍ରଙ୍କ ବିୟୋଗରେ ସୋନପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ କସ୍ତୁରୀ ହୋଟେଲ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅୟୋଜନ କରାଯାଇଥିଲା । ପୂର୍ବତନ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ବିନୋଦ
Read More...

ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ୍ : ବଲାଙ୍ଗିରକୁ ହରାଇ ଫାଇନାଲରେ ଭୁବନେଶ୍ୱର ବାପୁଜୀ କ୍ଲବ୍

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ଆସୋସିଏସନ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ ହୋଇଯାଇଛି । ପ୍ରଥମେ ଟସ୍‌ଜିଣି ବାପୁଜୀ କ୍ଲବ୍ ଫିଲ୍ଡିଂ ନିଷ୍ପତି ନେଇଥିଲେ । ବଲାଙ୍ଗିର ଓ୍ୱାଇଏସସିସି
Read More...