ମୋହନଗିରି ରାଜ୍ୟ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ସୁନ୍ଦରଗଡ ବିଜୟ
ମ.ରାମପୁର, (ପିକେସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ମୋହନଗୀରି ଠାରେ ଚାଲିଥିବା ୨୧ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଧବଳେଶ୍ୱର କପ୍ ର ପ୍ରଥମ ସେମି ଫାଇନାଲ ମ୍ୟାଚ ସୁନ୍ଦରଗଡ଼ ଏଵଂ କନ୍ଧମାଳ ଜିଲ୍ଲା ବାଲିଗୁଡା ଦଳ ମଧ୍ୟରେ ଖେଳ ଅନୁଷ୍ଠିତ ହୋଇଥିଲା । ଏହି ପ୍ରଥମ ସେମି!-->…
Read More...
Read More...