Daily Archives

ମହାବନ୍ଦକୁ ଓବିସି ମଞ୍ଚର ସମର୍ଥନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡିଶାର କୃଷକମାନଙ୍କ ପ୍ରତି କ୍ରମାଗତ ଭାବେ ସରକାରଙ୍କ ଅଣଦେଖା ଭାବ ଯୋଗୁଁ ଚାଷୀମାନେ ଏ ଯାବତ ଚଳିତ ଖରିବ ଋତୁର ଉତ୍ପାଦିତ ଧାନ ବିକି ପାରି ନାହାନ୍ତି । ତେଣୁ ସେମାନେ ଆର୍ଥିକ ସଙ୍କଟର ସାମାନା କରୁଛନ୍ତି । ଏହା ଉପରେ କୃଷିମନ୍ତ୍ରୀଙ୍କ ତାତ୍ସଲ୍ୟ ବୟାନ
Read More...

କନ୍ଦେଇ ଗାଁରୁ ମହିଳା ନିଖୋଜ

ତୁରେକେଲା, (ପିତାମ୍ବର ଦୀପ) : ତୁରେକେଲା ବ୍ଲକ ଅନ୍ତର୍ଗତ କନ୍ଦେଇ ଗାଁରୁ ଜଣେ ମହିଳା ନିଖୋଜ ହୋଇଥିବା ଅଭିଯୋଗ ହୋଇଛି । ନିଖୋଜ ମହିଳାଙ୍କ ନାମ ସୁଷମା ଦୀପ (୩୬) ହୋଇଥିବା ବେଳେ ସେ ଗୁରୁବାରୁ ଦୀପଙ୍କ ସ୍ତ୍ରୀ ବୋଲି ଜଣାପଡ଼ିଛି । କିଛିଦିନ ତଳେ ସେ ଘରୁ ବାହାରିଥିବା ବେଳେ ଆଉ ଘରକୁ ଫେରି
Read More...

ପଖନମୁଣ୍ଡାରେ ସାଧାରଣତନ୍ତ୍ର ଦିବସ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଳକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭୭ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ତତ୍ତ୍ୱାବଧାନରେ ବିଦ୍ୟାଳୟ ପ୍ରାଙ୍ଗଣରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି
Read More...

ମହାବୀର କଲେଜରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ମହାବୀର ଯୁକ୍ତ ୨ କଲେଜ ରେ ଛାତ୍ର ଛାତ୍ରୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କ ଦ୍ଵାରା ବହୁ ଧୁମ୍‌ଧାମ୍‌ରେ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ କଲେଜର ଅଧ୍ୟକ୍ଷ ବିଜୟ କୁମାର ହୋତା ମୁଖ୍ୟ ଅତିଥି ଭାବେ ପତାକା ଉତ୍ତୋଳନ କରିଥିବା
Read More...

ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ତୁଷୁରା, (କେପିଏନ୍‌ଏସ୍‌) : ତୁଷୁରା ଏନ୍‌ଏସି ଅଧିନସ୍ଥ ସରକାରୀ ବାଳକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁଷୁରା ଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ଡ. ହେମନ୍ତ କୁମାର ଦାଶ ଜାତୀୟ ପତାକା ଉତ୍ତୋଳନ କରି ସମବେତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲରେ ୭୭ତମ ଗଣତନ୍ତ୍ର ଦିବସ ପାଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ପରିସରରେ ୭୭ତମ ଗଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ବିରେନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକାକୁ ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ଅଧ୍ୟକ୍ଷ
Read More...

ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ରେ ରତାଖଣ୍ଡିକୁ ହରାଇ ସେମିଫାଇନାଲରେ ପ୍ରବେଶ କଲା ଲାଠିତରା ଦଳ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି ୨୦୨୬ ସଫଳତାର ସହ ଚାଲିଛି । ପ୍ରତିଯୋଗିତାର ଚତୁର୍ଥ ଦିବସର ମ୍ୟାଚଗୁଡ଼ିକ ଦର୍ଶକମାନଙ୍କ ମଧ୍ୟରେ ବେଶ ଉତ୍ସାହ ସୃଷ୍ଟି
Read More...