Daily Archives

ସାଧାରଣତନ୍ତ୍ର ଦିବସ ଦିଲ୍ଲୀ ଠାରେ ଯୋଗଦେଲେ ବଲାଙ୍ଗିରର ୭ କଳାକାର

ଚନ୍ଦନଭାଟୀ, (ରାଜେଶ ଦଣ୍ଡସେନା) : ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ମିର୍ଦ୍ଧାପାଲି ପଞ୍ଚାୟତ କଅଗାଁ ଗ୍ରାମର ୭ ଜଣ କଳାକାର ୭୭ତମ ସାଧାରଣତନ୍ତ୍ର ଦିବସ ଦିଲ୍ଲୀ ଠାରେ ବନ୍ଦେ ମାତରମ୍ ପ୍ୟାରେଡ୍ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ
Read More...

ବେହେରାପାଲି ବସନ୍ତ ମହୋତ୍ସବ ଉଦଯାପିତ

ବରଗଡ଼, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ପଞ୍ଚାୟତ ବେହେରାପାଲି ଠାରେ ସରସ୍ୱତୀ ପୂଜା ଦିନ ଠାରୁ ଆରମ୍ଭ ହୋଇ ତିନି ଦିନ ଧରି ଅନୁଷ୍ଠିତ ହୋଇଥିବା ବସନ୍ତ ମହୋତ୍ସବ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି । ପ୍ରଥମ ଦିନ କଳସ ଯାତ୍ରା ସହ ସରସ୍ୱତୀ ପୂଜା ଆରମ୍ଭ ହୋଇଥିଲା ।
Read More...

ଗଞ୍ଜାମ ଜିଲ୍ଲାସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ରିଜର୍ଭ ପୋଲିସ୍ ପ୍ୟାରେଡ଼ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ଏହି ଜାତୀୟ ଦିବସରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍
Read More...

ମିଡିଆକିଆରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ମିଡିଆକିଆ କ୍ଲଷ୍ଟର ସିଆରସିସି ଫିଲିପ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ
Read More...

ମଣ୍ଡଳ ସ୍ତରୀୟ ବିଶାଳ ହିନ୍ଦୁ ସମ୍ମିଳନୀ : ସନାତନ ଧର୍ମୀୟ, ସଂସ୍କୃତିର ସୁରକ୍ଷା ଲାଗି ଆହ୍ୱାନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ରାମେଶ୍ୱର ମନ୍ଦିର ପରିସରରେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ (ଆର୍‌ଏସ୍ଏସ୍) ପକ୍ଷରୁ ମଣ୍ଡଳ ସ୍ତରୀୟ ବିଶାଳ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସାମୁହିକ ହନୁମାନ ଚାଳିଶା ପାଠ ସହ ଗାୟତ୍ରୀ
Read More...

ଓଡ଼ିଶା ରାଜ୍ୟ ଦଲିଲ ଲେଖକ ଓ ମୋହରିର ସଂଘ ତରଫରୁ ଭିନ୍ନକ୍ଷମ ଶିଶୁଙ୍କୁ ଶୀତ ବସ୍ତ୍ର ବଣ୍ଟନ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତି ଦ୍ଵାରା ପରିଚାଳିତ ରେଡ୍‌କ୍ରସ ଦୃଷ୍ଟିହୀନ ବିଦ୍ୟାଳୟର ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ବନବିହାର ନିମନ୍ତେ ଭଞ୍ଜନଗର ସ୍ଥିତ ଫରେଷ୍ଟ ପାର୍କ
Read More...

୭୭ତମ ସାଧାରଣତନ୍ତ୍ର ଦିବସରେ ଦୃଷ୍ଟିବାଧିତ ଛାତ୍ରଛାତ୍ରୀଙ୍କ ଗୌରବାନ୍ୱିତ ବିଜୟ

ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ୭୭ତମ ସାଧାରଣତନ୍ତ୍ର ଦିବସ - ୨୦୨୬ ମହା ଆଡ଼ମ୍ବରରେ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ସ୍ଥାନୀୟ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଅଂଶଗ୍ରହଣ କରିଥିଲେ
Read More...

ବାଲିଗୁଡାରେ କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ବାଲିଗୁଡା ଉପଜିଲ୍ଲାପାଳଙ୍କ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୋଟ ୭୭ଟି ଅଭିଯୋଗ ଆସିଥିବା ବେଳେ ସେଥିମଧ୍ୟରୁ ୫୩ଟି ବ୍ୟକ୍ତିଗତ ଓ ୨୪ଟି ସାମୂହିକ ଅଭିଯୋଗ ରହିଥିଲା । ଏହି ଅଭିଯୋଗ
Read More...

ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ପବ୍ଲିକ୍ ସ୍କୁଲର ୪୧ତମ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ସଂସଦୀୟ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଜୀବନ ଯାପନ ଏଆଇ
Read More...

ମୁରିବାହାଲ ରେଞ୍ଜରୁ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଉଦ୍ଧାର

ଜଙ୍ଗଲ ବିଭାଗ ପକ୍ଷରୁ ତନାଘନା ତଦନ୍ତ ଜାରି ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଜଇଁତରା ସେକ୍ସନ ଜାମଲିସର ଗ୍ରାମ ଜଙ୍ଗଲ ମଧ୍ୟରେ ଥିବା ପାହାଡ ତଳୁ ଏକ ଗୁରୁତର ଅସୁସ୍ଥ ମାଇ ହାତୀର ମୃତଦେହ ଜଙ୍ଗଲ ବିଭାଗ ପକ୍ଷରୁ ଉଦ୍ଧାର କରାଯାଇଛି । ପୂର୍ବ
Read More...