Daily Archives

ଗୋଷ୍ଠୀ ସାଧନ କର୍ମୀ ନବୀନ କୁମାର ସାହୁଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ(ବିଇଓ)ରେ କାର୍ଯ୍ୟରତ ଗୋଷ୍ଠୀ ସାଧନ କର୍ମୀ ନବୀନ କୁମାର ସାହୁ ଆଜି ଜାନୁୟାରୀ ୩୧ତାରିଖ ଦିନ ନିଜ ଚାକିରି ଜୀବନରୁ ଅବସର ଗ୍ରହଣ କରିଥିବାରୁ ତାଙ୍କୁ କାର୍ଯ୍ୟାଳୟରେ
Read More...

ରାଉରକେଲା କଲେଜ, ରାଉରକେଲାର ବାର୍ଷିକ ନାଟ୍ୟ ମହୋତ୍ସବ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର :୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଏବଂ ରାଉରକେଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ବାର୍ଷିକ ନାଟ୍ୟ ମହୋତ୍ସବ କଲେଜ ନାଟ୍ୟ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି । କଲେଜର ଅଧ୍ୟକ୍ଷ ଡଃ ରବୀନ୍ଦ୍ର କୁମାର ଜେନାଙ୍କ ଅଧ୍ୟକ୍ଷତାରେ
Read More...

ସତ୍ୟସାଇ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓରାମପଡା ପ୍ରଶାନ୍ତି ବିହାର ସ୍ଥିତ ସତ୍ୟସାଇ ବିଦ୍ୟା ମନ୍ଦିରର ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟା ମନ୍ଦିରର ଅଧ୍ୟକ୍ଷା ମନୁଜା ମିଶ୍ରଙ୍କ ଅଧ୍ୟକ୍ଷତା, ସମ୍ପାଦକ ଭଗବାନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନ ଓ ବରିଷ୍ଠ
Read More...

ଓଡ଼ିଶା ଲେଖିକା ସଂସଦ ସୁନ୍ଦରଗଡ ଶାଖାର ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ଲେଖିକା ସଂସଦ ସୁନ୍ଦରଗଡ ଶାଖା ରାଉରକେଲା ତରଫରୁ ୧୬ତମ ବାର୍ଷିକୋତ୍ସବ ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଡା ଗୀତାଞ୍ଜଳି ପତ୍ରୀଙ୍କ ସଭାପତିତ୍ୱ, ସମ୍ପାଦିକା ସ୍ନେହଲତା ନାୟକଙ୍କ ଆବାହକତ୍ୱ ଓ ମଞ୍ଜୁଳା କୁମାରୀ
Read More...

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ : ସହରରେ ପୋଲିସର ଫ୍ଲାଗ ମାର୍ଚ୍ଚ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତାକାଲି ଫେବୃୟାରୀ ୧ ରବିବାର ଦିନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ଚୁଡାନ୍ତ ହୋଇଛି । ଏହି ଅବସରରେ ସେ ୧୦.୩୦ଟାରେ ରାମେଶ୍ୱର ଷ୍ଟାଡିୟମ୍ ନିକଟସ୍ଥ ହେଲିପ୍ୟାଡରେ ପହଞ୍ଚିବା ପରେ ସେଠାରୁ ପ୍ରଥମେ
Read More...

କନଗାଁ କ୍ଲଷ୍ଟରର ମାସିକ ବୈଠକ ଅନୁଷ୍ଠିତ

ବରଗଡ଼, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ କ୍ଲଷ୍ଟରର ସପ୍ତମ ମାସିକ ବୈଠକ ବାଦିପାଲି ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ସିଆର୍‌ସିସି କେଦାରନାଥ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ କ୍ଲଷ୍ଟରର ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ
Read More...

କେସିଙ୍ଗା ସହରରେ ହିନ୍ଦୁ ସମାଜର ବିଶାଳ ସମ୍ମିଳନୀ

କେସିଙ୍ଗା, (ପ୍ରୀତେଶ ପଟେଲ) : କେସିଙ୍ଗା ସହରରେ ଜଗନ୍ନାଥ ସ୍କୋୟାର ଠାରେ ଆର୍‌ଏସ୍‌ଏସ୍‌ର ଶହେବର୍ଷ ପୂର୍ତ୍ତି ଉପଲକ୍ଷେ ଏକ ବିଶାଳ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ସମ୍ମିଳନୀରେ କେସିଙ୍ଗା ସହର ତଥା ଆଖପାଖ ଅଞ୍ଚଳର ସମଗ୍ର ହିନ୍ଦୁ ଧର୍ମର ଭାଇ ଓ ଭଉଣୀମାନେ ଏକତ୍ରିତ ହୋଇ ଘୃତଯଜ୍ଞ,
Read More...

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମାବର୍ତ୍ତନ ଉତ୍ସବ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସମାବର୍ତ୍ତନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା ସମିତି ଉପ ସଭାପତି ମୁକୁନ୍ଦ ନାରାୟଣ ସିଂହଦେଓଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ପରିଚାଳନା
Read More...

ଝରଣୀପାଲି ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦଯାପିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଇନ୍ଦିରା ଗାନ୍ଧୀ ଉଚ୍ଚ ବିଦ୍ୟାଳୟ, ଝରଣୀପାଲି ଠାରେ ବାର୍ଷିକ କ୍ରୀଡ଼ା ଉଦଯାପିତ ହୋଇଯାଇଛି । ଉଦଯାପନି ତଥା ପୁରସ୍କାର ବିତରଣୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଝରଣୀପାଲି ସରପଞ୍ଚ ସୁନୀତା ସାହୁ ଯୋଗ ଦେଇ କୃତୀ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ ପୂର୍ବକ
Read More...

ଆମ ପୋଲିସ ସମିତି ବୈଠକ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ଥାନା ଅଭ୍ୟର୍ଥନା ପ୍ରକୋଷ୍ଠରେ ଆମ ପୋଲିସ ସମିତିର ପ୍ରଥମ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଇଆଇସି ସିପୋରା ସାଏରା ଲୁଗୁନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟତଃ ଟ୍ରାଫିକ ସମସ୍ୟା, ଅନିୟନ୍ତ୍ରିତ ଗାଡ଼ିଚାଳନା, ନିଶା
Read More...