Daily Archives

ଜାତୀୟ ସଡକ ସୁରକ୍ଷା ମାସ–୨୦୨୬ର ଉଦଯାପନୀ ସମାରୋହ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଞ୍ଚଳିକ ପରିବହନ କର୍ତ୍ତୃପକ୍ଷ କଳାହାଣ୍ଡି ଏବଂ ଜିଲ୍ଲା ସଡକ ସୁରକ୍ଷା କମିଟି କଳାହାଣ୍ଡିଙ୍କ ସଂଯୁକ୍ତ ଆୟୋଜନରେ ଜାତୀୟ ସଡକ ସୁରକ୍ଷା ମାସ–୨୦୨୬ର ସମାପନ ସମାରୋହ ଆଜି ଭବାନୀପାଟଣା ସରକାରୀ ମହିଳା ମହାବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ତୁଷୁରାରେ ତୋଷାଳୀ ମହୋତ୍ସବ ଉଦଘାଟିତ

ଗଣତନ୍ତ୍ର ଥିଲେ ବି ରାଜତନ୍ତ୍ର ପାଇଁ ଅବହେଳିତ ପଶ୍ଚିମ ଓଡ଼ିଶା : ନରସିଂହ ତୁଷୁରା, (ଖୁସିରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ତୁଷୁରା ବାଳକ ହାଇସ୍କୁଲ ପଡ଼ିଆ ଠାରେ ପଞ୍ଚମ ବର୍ଷରେ ତୋଷାଳୀ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି । ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ଦଳର ବରିଷ୍ଠ ନେତା…
Read More...

କଣ୍ଟାବାଞ୍ଜିରେ ନିଖିଳ ଉତ୍କଳ ଶୁଣ୍ଢି ସମାଜର ସାଧାରଣ ବୈଠକ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଓମକାର ମଲ ଠାରେ ନିଖିଲ ଉତ୍କଳ ବଲାଙ୍ଗିର ଜିଲ୍ଲା ଶୁଣ୍ଢୀ ସମାଜର ସାଧାରଣ ବୈଠକ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଙ୍ଗୋମୁଣ୍ଡାର ପୂର୍ବତନ ଜିଲ୍ଲା ପରିଷଦ ସଦସ୍ୟ ଉଦ୍ଧବ ବେହେରାଙ୍କ ନେତୃତ୍ୱରେ ସଭା…
Read More...

କୁଡାସିଂହା ନୋଡାଲ ୟୁ.ପି. ସ୍କୁଲର ବାର୍ଷିକ ଉତ୍ସବ ପାଳନ

ଦେଓଗାଁ, (ମନୀଷ କୁମାର ସାହୁ) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ କୁଡାସିଂହା ସ୍ଥିତ ତିଲକରାମ ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ଦିନ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପୁଷ୍ପାଞ୍ଜଳି ସୁନାଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି…
Read More...

ଅଧ୍ୟାପକ ନବକୃଷ୍ଣ ମିଶ୍ରଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ବାଣିଜ୍ୟ ବିଭାଗ ମୁଖ୍ୟ ଅଧ୍ୟାପକ ନବକୃଷ୍ଣ ମିଶ୍ରଙ୍କ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ସଭାର ପ୍ରାରମ୍ଭରେ ଅଧ୍ୟାପକ ଡ. ସରୋଜ କୁମାର ନାଏକ ଅତିଥି ମାନଙ୍କୁ ମଞ୍ଚ…
Read More...

ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାରଙ୍କୁ ପାଇକମାଲରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ନୂଆପଡାରୁ ପଦ୍ମପୁର ନୂଆପାଲି ନବପ୍ରଭାତ ଗୁରୁକୁଳ ଆଶ୍ରମର ରୌପ୍ୟ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସିଥିବା ସମୟରେ ପାଇକମାଲ ଛକ ଠାରେରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ବିଜେପି…
Read More...

ଦେବଗଡ଼ ଜିଲ୍ଲାର ପର୍ଯ୍ୟଟନ ଓ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ମୁକ୍ତ ନେଇ ସଚେତନତା

ରାଉରକେଲା/ଦେବଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓ ଦେବଗଡ଼ ବନଖଣ୍ଡ ପକ୍ଷରୁ ଜିଲ୍ଲାର ପର୍ଯ୍ୟଟନ ଓ ପିକନିକ୍ ସ୍ଥଳକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଆଜି ଆୟୋଜିତ ହୋଇଥିଲା । ଏସ୍‌ପିସିବିର ରାଉରକେଲା ଆଞ୍ଚଳିକ ଅଧିକାରୀ ଡ଼.…
Read More...

ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବୋର୍ଡ ପରୀକ୍ଷା ପାଇଁ ପ୍ରସ୍ତୁତି ତାଲିମ ଶିବିର ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ତୁଷୁରା କ୍ଲଷ୍ଟରର ସରକାରୀ ପ୍ରାଥମିକ ବିଦ୍ୟାଳୟ ଖର୍ଡାଠାରେ ସପ୍ତମ ମାସିକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚମ ଓ ଅଷ୍ଟମ ଶ୍ରେଣୀର ବୋର୍ଡ ପରୀକ୍ଷା ଉପରେ…
Read More...

କପିଲାଭଟା ଗ୍ରାମ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ୨୦ ତମ ବାର୍ଷିକ ଉତ୍ସବ

ଶିକ୍ଷାର ବିକାଶ ହେଲେ ଆମର ବିକାଶ ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଶିକ୍ଷାର ବିକାଶ ହେଲେ ଆମେ ବିକଶିତ ହେବା । ଶିକ୍ଷାକୁ ଗୁରୁତ୍ୱ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ଯୋଜନା କରୁଛନ୍ତି । ଶିକ୍ଷାର ବିକାଶ ପାଇଁ ବହୁ ଅର୍ଥ ଯୋଗାଇ…
Read More...

ସ୍ମାର୍ଟ ପାର୍କରେ ସଞ୍ଜ ନଇଁଲେ ଭୂତ ଭୟ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସଞ୍ଜ ନଇଁଲେ ସ୍ମାର୍ଟ ପାର୍କରେ ବାହାରୁଛି ଭୂତ । ଏହି କଥା ଆମେ କହୁ ନାହୁଁ ଏହା କହୁଛନ୍ତି ସ୍ମାର୍ଟ ପାର୍କକୁ ବୁଲିବାକୁ ଯାଉଥିବା ଛୋଟ ଛୋଟ ଛୁଆମାନେ । ସତରେ କଣ ଭୂତ ବାହାରୁଛି ଏ ନେଇ ଆମେ ସେଠାରେ ପହଞ୍ଚିବା ସହ କରିଥିଲୁ ତର୍ଜମା ।…
Read More...