Monthly Archives

January 2026

ପ୍ରଗତି ଉତ୍କଳ ସଂଘର ମୋ ପ୍ରିୟ କବି ଓ କବିତା ଆସର

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ପକ୍ଷରୁ ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ନବବର୍ଷ ଉପଲକ୍ଷେ ଏକ ସାରସ୍ଵତ କବିତା " ମୋ ପ୍ରିୟ କବି ଓ କବିତା" ପାଠୋତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ଉପସଭାପତି ଡ. ପ୍ରଭାତ
Read More...

ଦ୍ୱିଦିବସୀୟ ଲେଡି ଲାୟନ ଶିଶୁ ମହୋତ୍ସବ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ): ସାମାଜିକ ଅନୁଷ୍ଠାନ ଲେଡି ଲାୟନ ପକ୍ଷରୁ ଝିରପାଣି ବିଜୟ କ୍ଲବ୍ ପଡିଆଠାରେ ଦ୍ୱିଦିବସୀୟ ଶିଶୁ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି ବନ୍ଦିତା ମାହତୋଙ୍କ ଅଧ୍ୟକ୍ଷତା, କବିତା ମାହାତୋ, ସମ୍ପାଦକ ସ୍ନେହଲତା ଗନ୍ତାଘରିଆ, ଧନମାୟା
Read More...

ଧାନ ପରବର୍ତ୍ତୀ ପଡିଆ ଜମିର ପରିଚାଳନା ସମ୍ବନ୍ଧୀୟ ତାଲିମ ଶିବିର

ଲୋଇସିଂହା, (ବିମଳେନ୍ଦୁ ସାହୁ) : କୃଷି ଓ କୃଷକ ସଶକ୍ତକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ତଥା ବଲାଙ୍ଗିର ଜିଲ୍ଲା କୃଷି ବିଭାଗ ଓ କାର୍ଯ୍ୟକାରୀ ସଂସ୍ଥା "ଆଦର୍ଶ"ର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ "ଆତ୍ମା" ଅଫିସ ସଭାଗୃହରେ ଧାନ ପରବର୍ତ୍ତୀ ପଡିଆ ଜମିର ପରିଚାଳନା ସମ୍ବନ୍ଧୀୟ ଏକ
Read More...

ସମାଜସେବୀ ଆନନ୍ଦ ଚନ୍ଦ୍ର ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ସମାଜସେବୀ ଆନନ୍ଦ ଚନ୍ଦ୍ର ମହାନ୍ତିଙ୍କ ବିୟୋଗରେ ସେକ୍ଟର ୬ ସ୍ଥିତ ଶାରଳା ସାଂସ୍କୃତିକ ପରିଷଦ ତରଫରୁ ନିଜସ୍ଵ ସଭାଗୃହରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ଆର୍ତ୍ତଭଞ୍ଜନ ମଲ୍ଲିକଙ୍କ ସଭାପତିତ୍ୱ ଓ ବରିଷ୍ଠ ଉପଦେଷ୍ଟା
Read More...

ପଦ୍ମପୁରର ବିଭିନ୍ନ ଅଦାଲତରେ ନୂତନ ସରକାରୀ ଓକିଲଙ୍କ କାର୍ଯ୍ୟରେ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲାର ପଦ୍ମପୁର ବିଭିନ୍ନ ଅଦାଲତରେ ନୂତନ ସରକାରୀ ଓକିଲ (ଲ ଅଫିସର) ଭାବେ ବରିଷ୍ଠ ଆଇନଜୀବୀ ରାମରତନ ପୁରୋହିତ ସ୍ପେଶାଲ ପବ୍ଲିକ ପ୍ରସିକ୍ୟୁଟର, ରାଜକିଶୋର ସାହୁ ଏସୋସିଏଟ ଲୟର, ଆନନ୍ଦ ପଣ୍ତା ଏଡିସିନା ଗମେଣ୍ଟ ପ୍ରସିକ୍ୟୁଟର ଭାବେ ଅତିରିକ୍ତ
Read More...

ବନଖଣ୍ଡ ପକ୍ଷରୁ କଲରାପତରିଆ ବାଘ ଛାଲ ଓ ଦୁଇଟି ସମ୍ବର ଶିଙ୍ଘ ଜବତ

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ଖଡ଼ିଆଳ ବନଖଣ୍ଡ ପକ୍ଷରୁ କଲରାପତରିଆ (ଚିତା) ବାଘ ଛାଲ ଓ ଦୁଇଟି ସମ୍ବର ଶିଙ୍ଘ ଜବତ ମାମଲାରେ ଛଅଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ବନ ବିଭାଗ । ଗୁରୁବାର ନୂଆପଡ଼ା ରେଞ୍ଜ ଅନ୍ତର୍ଗତ ପତାଳଘୁଟକୁରି ଗ୍ରାମର ମହେଶ ସାହୁ (୬୨)
Read More...

ପୌଷ ପୂର୍ଣ୍ଣିମା ପଶ୍ଚିମ ଓଡିଶାର ଏକ ଗଣପର୍ବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଷ୍‌ପୁନି ପଶ୍ଚିମ ଓଡିଶାର ଏକ ନିଆରା ପର୍ବ । ନୂଆଖାଇ ପରି ପୁଷ୍‌ପୁନି ମଧ୍ୟ ପଶ୍ଚିମ ଓଡିଶାର ଏକ କୃଷିଭିତ୍ତିକ ଗଣପର୍ବ ଅଟେ । ଏହି ଦିନ ଗାଁରୁ ସହର ସବୁଠାରେ ଘରେଘରେ ପିଠାମଣ୍ଡା ଭଳି ବିଭିନ୍ନ ସୁସ୍ୱାଦୁ ବ୍ୟଞ୍ଜନ ତିଆରି କରି ଲୋକେ ଏହି ପର୍ବକୁ ଅତି
Read More...

ଜିଲ୍ଲା ସାମ୍ୱାଦିକ ସଙ୍ଘର ବନ୍ଧୁମିଳନ କାର୍ଯ୍ୟକ୍ରମ

ରାୟଗଡା, (ଅକ୍ଷୟ କୁମାର ପିଡିସିକା) : ରାୟଗଡା ଜିଲ୍ଲା ସାମ୍ୱାଦିକ ସଙ୍ଘର ବନ୍ଧୁମିଳନ ଏବଂ ସାଧାରଣ ପରିଷଦ ବୈଠକ କାର୍ଯ୍ୟକ୍ରମ ସ୍ଥାନୀୟ ହଲୁଆତୋଟା ଠାରେ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଡ. ବାଦଲ କୁମାରଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପ୍ରଥମେ ସଂଘର ସାଧାରଣ
Read More...

ବଲାଙ୍ଗିର-ସୋନପୁର ଜାତୀୟ ରାଜପଥରେ ଅଘଟଣ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଡ୍ୟୁଟି ସାରି ଘରକୁ ଫେରୁଥିଲେ । ବାଟରେ ମୃତ୍ୟୁର ଫାସ ଧରି ଛକି ବସିଥିଲା କାଳ । ଏଭଳି ଏକ ଘଟଣା ସାରା ବଲାଙ୍ଗିରକୁ ଆଜି ଦୋହଲାଇ ଦେଇଛି । ବଲାଙ୍ଗିର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥର ମଲମଣ୍ଡା-ରଣ୍ଡା ଗାଁ ମଝିରେ ଗତ ବିଳମ୍ବିତ ରାତିରେ ଏକ ଦୁର୍ଘଟଣା
Read More...

ଟିକିରି ସାପ୍ତାହିକ ହାଟରେ ଶୁଖିଲା ଗଛ ପଡି ଯୁବକ ମୃତ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : କାଶୀପୁର ବ୍ଲକ ଟିକିରି ସାପ୍ତାହିକ ହାଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ରାସ୍ତାକଡ଼ରେ ଥିବା ଏକ ଶୁଖିଲା ଆମ୍ବଗଛର ଡାଳ ପଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଉଛନ୍ତି କାଶୀପୁର ବ୍ଲକ ବାଙ୍କାମ୍ବ ପଞ୍ଚାୟତ ଅନ୍ତର୍ଗତ ଫୁଲଜବା
Read More...