ବଲାଙ୍ଗିରରେ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ୧୬ ତମ ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ କୋଶଳ କଳା ମଣ୍ଡଳ ପରିସରରୁ ଏକ ସଚେତନତା ରାଲିର ଆୟୋଜନ କରାଯାଇଥିଲା । ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଡ଼. ବିଜୟାନନ୍ଦ ସେଠୀ ପତାକା ଦେଖାଇ!-->…
Read More...
Read More...