ଲଙ୍ଗଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ
ଡୁଙ୍ଗୁରିପାଲି, (କେପିଏନ୍ଏସ୍) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବେହେରାମାଲ କ୍ଲଷ୍ଟର ଅନ୍ତର୍ଗତ ଲଙ୍ଗଲକଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉତ୍ସବ ପ୍ରଧାନ ଶିକ୍ଷକ ସୁଦାମ ଖମାରୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସିଆରସିସି ସୁରେନ୍ଦ୍ର ରଥ!-->…
Read More...
Read More...