ବୟୋଜ୍ୟେଷ୍ଠ ବ୍ୟବସାୟୀ ବନମାଳୀ ପୃଷ୍ଟିଙ୍କ ପରଲୋକ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଘୁଷୁରାମୁଣ୍ଡା ଗ୍ରାମର ବୟୋଜ୍ୟେଷ୍ଠ ବ୍ୟବସାୟୀ ବନମାଳୀ ପୃଷ୍ଟି (୮୬)ଙ୍କ ଶୁକ୍ରବାର ରାତିରେ ପରଲୋକ ହୋଇଯାଇଛି । ସେ ଦୀର୍ଘ ଦିନରୁ ଶାରୀରିକ ଅସୁସ୍ଥତା ଯୋଗୁଁ ଶଯ୍ୟାଶାୟୀ ଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ବଡପୁଅ!-->…
Read More...
Read More...