Monthly Archives

January 2026

ସୁବର୍ଣ୍ଣପୁରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଜନ୍ମ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ସହରର ପଟାଭାଡି ଛକ ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀ ପାଳନ ଉପଲକ୍ଷେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)
Read More...

ସାମନ୍ତ ମହୋତ୍ସବ ଉଦ୍‌ଘାଟିତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବାଇପାସ ରାସ୍ତା ପାର୍ଶ୍ବସ୍ଥିତ ମହୋତ୍ସବ ପଡିଆରେ ପ୍ରଥମ ସାମନ୍ତ ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଏ ପରିପ୍ରେକ୍ଷୀରେ ଏକ ମଶାଲ ଶୋଭାଯାତ୍ରା ଖଣ୍ଡପଡ଼ା ସହର ପରିକ୍ରମା କରିବା ସହ ମହୋତ୍ସବ ସ୍ଥଳରେ
Read More...

ପାନୀୟ ଜଳର ସଂରକ୍ଷଣ ଓ ସଦୁପଯୋଗ ପାଇଁ ଆହ୍ୱାନ ଜଣାଇଲେ ମନ୍ତ୍ରୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପୃଥିବୀ ପୃଷ୍ଠରେ ମାତ୍ର ୩ ପ୍ରତିଶତ ପାନୀୟ ଜଳ ରହିଛି । ପାନୀୟ ଜଳ ପାଇଁ ହିଁ ଭବିଷ୍ୟତରେ ତୃତୀୟ ବିଶ୍ଵଯୁଦ୍ଧ ହେବାର ସମ୍ଭାବନା ରହିଛି । ସେହି ଜଳର ଆବଶ୍ୟକ ସଂରକ୍ଷଣ ଓ ସଦୁପଯୋଗ କରିବା ସହିତ ପିଇବା ପାଣିର ଅପଚୟ ରୋକିବା ଦିଗରେ ଆହୁରି ଜନସଚେତନତା
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଧନସିଂ ମାଝୀ, ସିଆରସିସି, ମାନ୍ଦଲା,
Read More...

ବାହାବଳପୁର ପଂଚାୟତରେ ୯କୋଟିରୁ ଉର୍ଦ୍ଧ୍ୱ ଟଙ୍କାରେ ଲୁଣାବନ୍ଧ ନିର୍ମାଣ ପାଇଁ ଶୁଭ ଦେଲେ ସଦର ବିଧାୟକ ମାନସ କୁମାର…

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାହାବଳପୁର ପଂଚାୟତର ଅଂଚଳବାସୀଙ୍କ ଦୀର୍ଘଦିନର ଦୁଃଖ ଦୂର ହେବାକୁ ଯାଉଛି । ବର୍ଷ ବର୍ଷ ଧରି ଲୁଣା ପାଣି ମାଡ଼ି ଯିବାର ଭୟ ମଧ୍ୟରେ କାଳାତିପାତ କରୁଥିବା ଜନସାଧାରଣଙ୍କ ଦାବିକୁ ଗୁରୁତ୍ୱ ଦେଇ
Read More...

ଓଡ଼ିଶା ଜଳ ସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାର ଶ୍ରେଷ୍ଠ ଚାଷୀ ସମ୍ମାନ

ଜୟପାଟଣା, (ଶେଷଦେବ ବେହେରା) : ଜଳ ସମ୍ପଦ ବିଭାଗ, ଓଡ଼ିଶା ସରକାରଙ୍କ ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଜୟପାଟଣା ସହରର ବରିଷ୍ଠ ଚାଷୀ ବିକ୍ରମ କୁମାର ଯୋଶୀଙ୍କୁ ଜିଲ୍ଲାର ଶ୍ରେଷ୍ଠ ଚାଷୀ ଭାବରେ ସମ୍ବର୍ଦ୍ଧିତ ହୋଇଥିବା ସୂଚନା ମିଳିଛି ।
Read More...

ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ରାଲି କରାଯାଇଥିଲା । ବେଟି ବଚାଓ ବେଟି ବଢାଓ, ପଢ଼େଙ୍ଗେ ହମ୍ ବଢେଙ୍ଗେ
Read More...

ନାରାୟନ୍‌ ପ୍ଲେ ସ୍କୁଲରେ ମହା ଆଡ଼ମ୍ବରରେ ମା’ ବାଗଦେବୀଙ୍କ ପୂଜା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ ମା' ସରସ୍ୱତୀଙ୍କ ଆରାଧନାର ଦିନ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ୱତୀ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ଏହି ଅବସରରେ ବଲାଙ୍ଗିର
Read More...

ମା’ ସୁନାମୁଖୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ମ. ରାମପୁର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ଖେଳ ପଡିଆଠାରେ ଚାଲିଥିବା ମା' ସୁନାମୁଖୀ ଏକାଦଶ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମିଫାଇନାଲରେ ମ୍ୟାଚ ସିଙ୍ଗପୁର ଓ ଯୁଗୀପଳା, ଦ୍ୱିତୀୟ ମ୍ୟାଚ
Read More...

ମହଖଣ୍ଡରେ ନିମ୍ନମାନର ରାସ୍ତା କାମ ଅଭିଯୋଗ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମହଖଣ୍ଡ ଅଞ୍ଚଳରେ ନିମ୍ନମାନର ରାସ୍ତା ନିର୍ମାଣର ଅଭିଯୋଗ ଆସିଛି । ଗ୍ରାମୀଣ ବିଭାଗ (ଆରଡି) ଏବଂ କାର୍ଯ୍ୟନିର୍ବାହୀ ଠିକାଦାର ମହଖଣ୍ଡରୁ ନାନ୍ଦୋଳ ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ପିଚୁ ରାସ୍ତାରେ ନିମ୍ନମାନର
Read More...