Monthly Archives

January 2026

ସୁବର୍ଣ୍ଣପୁରରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଜନ୍ମ ଜୟନ୍ତୀ ପାଳିତ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ସହରର ପଟାଭାଡି ଛକ ସ୍ଥିତ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀ ପାଳନ ଉପଲକ୍ଷେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ)…
Read More...

ସାମନ୍ତ ମହୋତ୍ସବ ଉଦ୍‌ଘାଟିତ

ନୟାଗଡ, (କେପିଏନ୍‌ଏସ୍‌) : ନୟାଗଡ ଜିଲ୍ଲା ଖଣ୍ଡପଡ଼ା ବାଇପାସ ରାସ୍ତା ପାର୍ଶ୍ବସ୍ଥିତ ମହୋତ୍ସବ ପଡିଆରେ ପ୍ରଥମ ସାମନ୍ତ ମହୋତ୍ସବ ଶୁକ୍ରବାର ସନ୍ଧ୍ୟାରେ ଉଦଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଏ ପରିପ୍ରେକ୍ଷୀରେ ଏକ ମଶାଲ ଶୋଭାଯାତ୍ରା ଖଣ୍ଡପଡ଼ା ସହର ପରିକ୍ରମା କରିବା ସହ ମହୋତ୍ସବ ସ୍ଥଳରେ…
Read More...

ପାନୀୟ ଜଳର ସଂରକ୍ଷଣ ଓ ସଦୁପଯୋଗ ପାଇଁ ଆହ୍ୱାନ ଜଣାଇଲେ ମନ୍ତ୍ରୀ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ପୃଥିବୀ ପୃଷ୍ଠରେ ମାତ୍ର ୩ ପ୍ରତିଶତ ପାନୀୟ ଜଳ ରହିଛି । ପାନୀୟ ଜଳ ପାଇଁ ହିଁ ଭବିଷ୍ୟତରେ ତୃତୀୟ ବିଶ୍ଵଯୁଦ୍ଧ ହେବାର ସମ୍ଭାବନା ରହିଛି । ସେହି ଜଳର ଆବଶ୍ୟକ ସଂରକ୍ଷଣ ଓ ସଦୁପଯୋଗ କରିବା ସହିତ ପିଇବା ପାଣିର ଅପଚୟ ରୋକିବା ଦିଗରେ ଆହୁରି ଜନସଚେତନତା…
Read More...

ପଖନମୁଣ୍ଡା ବିଦ୍ୟାଳୟରେ ଜୟନ୍ତୀ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ପଖନମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନେତାଜୀ ସୁବାସ ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହରିଶଙ୍କର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଧନସିଂ ମାଝୀ, ସିଆରସିସି, ମାନ୍ଦଲା,…
Read More...

ବାହାବଳପୁର ପଂଚାୟତରେ ୯କୋଟିରୁ ଉର୍ଦ୍ଧ୍ୱ ଟଙ୍କାରେ ଲୁଣାବନ୍ଧ ନିର୍ମାଣ ପାଇଁ ଶୁଭ ଦେଲେ ସଦର ବିଧାୟକ ମାନସ କୁମାର…

ବାଲେଶ୍ୱର, (କେପିଏନ୍‌ଏସ୍‌) : ବାଲେଶ୍ୱର ଜିଲ୍ଲାର ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାହାବଳପୁର ପଂଚାୟତର ଅଂଚଳବାସୀଙ୍କ ଦୀର୍ଘଦିନର ଦୁଃଖ ଦୂର ହେବାକୁ ଯାଉଛି । ବର୍ଷ ବର୍ଷ ଧରି ଲୁଣା ପାଣି ମାଡ଼ି ଯିବାର ଭୟ ମଧ୍ୟରେ କାଳାତିପାତ କରୁଥିବା ଜନସାଧାରଣଙ୍କ ଦାବିକୁ ଗୁରୁତ୍ୱ ଦେଇ…
Read More...

ଓଡ଼ିଶା ଜଳ ସମ୍ପଦ ବିଭାଗ ଆନୁକୂଲ୍ୟରେ ଜିଲ୍ଲାର ଶ୍ରେଷ୍ଠ ଚାଷୀ ସମ୍ମାନ

ଜୟପାଟଣା, (ଶେଷଦେବ ବେହେରା) : ଜଳ ସମ୍ପଦ ବିଭାଗ, ଓଡ଼ିଶା ସରକାରଙ୍କ ରାଜ୍ୟ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଅବସରରେ କଳାହାଣ୍ଡି ଜିଲ୍ଲା ଅନ୍ତର୍ଗତ ଜୟପାଟଣା ସହରର ବରିଷ୍ଠ ଚାଷୀ ବିକ୍ରମ କୁମାର ଯୋଶୀଙ୍କୁ ଜିଲ୍ଲାର ଶ୍ରେଷ୍ଠ ଚାଷୀ ଭାବରେ ସମ୍ବର୍ଦ୍ଧିତ ହୋଇଥିବା ସୂଚନା ମିଳିଛି ।…
Read More...

ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟ ବଲାଙ୍ଗିର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ତରଫରୁ ଜାତୀୟ କନ୍ୟା ସନ୍ତାନ ଦିବସ ୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ଏକ ରାଲି କରାଯାଇଥିଲା । ବେଟି ବଚାଓ ବେଟି ବଢାଓ, ପଢ଼େଙ୍ଗେ ହମ୍ ବଢେଙ୍ଗେ…
Read More...

ନାରାୟନ୍‌ ପ୍ଲେ ସ୍କୁଲରେ ମହା ଆଡ଼ମ୍ବରରେ ମା’ ବାଗଦେବୀଙ୍କ ପୂଜା ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ ମା' ସରସ୍ୱତୀଙ୍କ ଆରାଧନାର ଦିନ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମା' ସରସ୍ୱତୀ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ପାଳନ କରାଯାଇଥାଏ । ଏହି ଅବସରରେ ବଲାଙ୍ଗିର…
Read More...

ମା’ ସୁନାମୁଖୀ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ

ମ. ରାମପୁର, (କେପିଏନ୍‌ଏସ୍‌) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ଅଲାତରା ପଞ୍ଚସଖା ଖେଳ ପଡିଆଠାରେ ଚାଲିଥିବା ମା' ସୁନାମୁଖୀ ଏକାଦଶ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମିଫାଇନାଲରେ ମ୍ୟାଚ ସିଙ୍ଗପୁର ଓ ଯୁଗୀପଳା, ଦ୍ୱିତୀୟ ମ୍ୟାଚ…
Read More...

ମହଖଣ୍ଡରେ ନିମ୍ନମାନର ରାସ୍ତା କାମ ଅଭିଯୋଗ

କଣ୍ଟାବାଞ୍ଜି, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ମହଖଣ୍ଡ ଅଞ୍ଚଳରେ ନିମ୍ନମାନର ରାସ୍ତା ନିର୍ମାଣର ଅଭିଯୋଗ ଆସିଛି । ଗ୍ରାମୀଣ ବିଭାଗ (ଆରଡି) ଏବଂ କାର୍ଯ୍ୟନିର୍ବାହୀ ଠିକାଦାର ମହଖଣ୍ଡରୁ ନାନ୍ଦୋଳ ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହେଉଥିବା ପିଚୁ ରାସ୍ତାରେ ନିମ୍ନମାନର…
Read More...