Monthly Archives

January 2026

ଗୋଇମୁଣ୍ଡ ମା’ ବସ୍ତ୍ରେନ କ୍ରିକେଟ ପ୍ରତିଯୋଗିତା ଫାଇନାଲରେ କୁମୁଡ଼ାକୁ ହରାଇ ଝରିଆଲ ଚମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୋଇମୁଣ୍ଡ ପଞ୍ଚାୟତ ସଦର ଗ୍ରାମ ଖେଳପଡ଼ିଆଠାରେ ୟଙ୍ଗଷ୍ଟାର କ୍ରିକେଟ କ୍ଲବ ଆନୁକୂଲ୍ୟରେ ଚାଲିଥିବା ମା' ବସ୍ତ୍ରେନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଉଦଯାପିତ ହୋଇଯାଇଛି । ଝରିଆଲ ଏବଂ କୁମୁଡା ଦଳ ମଧ୍ୟରେ
Read More...

ବାଙ୍କେଲ ଗ୍ରାମରେ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ପାଳିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଳକ ବାଙ୍କେଲ ପଞ୍ଚାୟତ ସଦର ମହକୁମାଠାରେ ଗ୍ରାମର ବୀର ସୁରେନ୍ଦ୍ର ସାଏ କ୍ଲବ୍ ପକ୍ଷରୁ ଶୁକ୍ରବାର ସନ୍ଧ୍ୟାରେ ଦୁଇ ସ୍ଵାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ
Read More...

ପ୍ରଶାସନ ପକ୍ଷରୁ ଏକତା ପଦଯାତ୍ରା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଜିଲ୍ଲା ପ୍ରଶାସନ ପକ୍ଷରୁ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ୧୫୦ ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ଏକତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ସୁରେଶ୍ଵରୀ ମନ୍ଦିର ପ୍ରାଙ୍ଗଣରୁ ଏହା ଆରମ୍ଭ ହୋଇ ନଳିନୀ ଛକ, ବସଷ୍ଟାଣ୍ଡ, ବିଜୁ ପଟ୍ଟନାୟକ ଛକ,
Read More...

ବଲାଙ୍ଗିର ଲୋକ ଉତ୍ସବ ଲୋକ ନାଟକ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କଲେ ଦେଉଳ ଗାଁ ଶ୍ରୀରାମଜୀ କଳାପରିଷଦ

ବଲାଙ୍ଗିର ସଦର, (ରାଜେଶ ଦଣ୍ଡସେନା) : ୨୩ ତମ ବଲାଙ୍ଗିର ଲୋକ ଉତ୍ସବ ୨୦୨୬ ଗତ ୧୯ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିଥିବାବେଳେ ଆଜି ୨୩ ତାରିଖ ଜିଲ୍ଲା ସ୍ତରୀୟ ଲୋକ ନାଟକ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଉପଖଣ୍ଡ ସ୍ତରରୁ ଉତିନ୍ନ ହୋଇ ଆସିଥିବା ବିଭିନ୍ନ ଦଳ ଏଥିରେ ଅଂଶଗ୍ରହଣ
Read More...

ରାଉରକେଲାରେ ପିଏମ୍ ସ୍ଵନିଧି ଯୋଜନାର ସିଧାପ୍ରସାରଣ

ଉଠା ଦୋକାନୀ ଓ ବୁଲା ବିକାଳୀଙ୍କୁ ଋଣ ଓ କ୍ରେଡିଟ୍ କାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ରାଉରକେଲା, (ସସ୍ମିିତା ପ୍ରଧାନ) : ଉଠା ଦୋକାନୀ ତଥା ବୁଲା ବିକାଳୀଙ୍କ ଆର୍ଥିକ ଅଭିବୃଦ୍ଧିକୁ ଗତିଶୀଳ କରିବା ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମ ଠାରେ ୧
Read More...

ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ଵତୀ ପୂଜା, ବିଦ୍ୟାରମ୍ଭ ସଂସ୍କାର ଓ ନେତାଜୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ସରସ୍ଵତୀ ପୂଜା, ବିଦ୍ୟାରମ୍ଭ ସଂସ୍କାର, ସାମୂହିକ ଖଡ଼ି ଛୁଆଁ ଉତ୍ସବ ଓ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଅବସରରେ ମାଆମାନେ ଭାଇ ଭଉଣୀମାନଙ୍କ ସହ କଳସ ଓ ଗ୍ରନ୍ଥ ଶୋଭାଯାତ୍ରାରେ ଗୋପାଳଜୀ ମନ୍ଦିରକୁ
Read More...

ଖୁର୍ସାପାଲି ଜୟ ହିନ୍ଦ କ୍ରିକେଟ କପ ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଟେମରୀ ପଞ୍ଚାୟତ ଅଧୀନସ୍ଥ ଖୁର୍ସାପାଲି ଠାରେ ଗତ ତିନି ଦିନ ଧରି ଚାଲିଥିବା ଜୟ ହିନ୍ଦ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଯାଇଛି । ଏହି ଟୁର୍ଣ୍ଣାମେଣ୍ଟରେ ମୋଟ ୧୬ଟି ଟିମ୍‌ ଅଂଶଗ୍ରହଣ
Read More...

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଓ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ପାଳିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଭାରତର ସ୍ୱାଧୀନତା ସଂଗ୍ରାମ ଇତିହାସରେ ଅମର ନାମ ଲେଖାଇ ଯାଇଥିବା ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଏବଂ ଓଡ଼ିଶାର ବୀରତ୍ୱପୂର୍ଣ୍ଣ ସଂଗ୍ରାମର ପ୍ରତୀକ ମହାନ ବିପ୍ଳବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଉତ୍ସବ ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ
Read More...

ବିଭିନ୍ନ ଶିକ୍ଷାନୁଷ୍ଠାନରେ ମା’ ବାଗଦେବୀଙ୍କ ପୂଜା

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ) : ଆଜି ବସନ୍ତ ପଞ୍ଚମୀ ମା' ବାଗ୍‌ଦେବୀଙ୍କ ପୂଜା । ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ପାଳନ ହୁଏ ମାଆଙ୍କ ପୂଜା । ବିଦ୍ୟାପ୍ରାପ୍ତି ନିମନ୍ତେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ୱତୀଙ୍କର
Read More...

ଗୁଡଭେଲା ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ଅନୁଷ୍ଠିତ

ତୁଷୁରା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଏକ୍ସପ୍ଲୋଜର୍ ଭିଜିଟ କାର୍ଯ୍ୟକ୍ରମ ବିଇଓ ନମିତା ରାଣୀ ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲାର ସୁପ୍ରସିଦ୍ଧ ଐତିହାସିକ ସ୍ଥଳୀ ଚୌଷଠୀ ଯୋଗିନୀ
Read More...