Monthly Archives

January 2026

୨୩ତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ କୋଶଳ କଳା ମଣ୍ଡପରେ ଆୟୋଜିତ ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ଚତୁର୍ଥ ସନ୍ଧ୍ୟା ଖୁବ୍ ସୁନ୍ଦର ଭାବେ ଆୟୋଜିତ ହୋଇଥିଲା । ଗୁରୁବାର ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୁରୁଣା
Read More...

ଜାତୀୟ ମତଦାତା ଦିବସ ଉପଲକ୍ଷେ ଅଧିକାରୀ ଓ କର୍ମଚାରୀଙ୍କ ଶପଥ ପାଠ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ମତଦାତା ଶପଥ ପାଠ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ଦ୍ଵାରା ଆଗାମୀ ଜାନୁୟାରୀ ୨୫ ଦିନ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ମତଦାତା ଦିବସ ପାଳନ ଅବସରରେ ଜିଲ୍ଲାପାଳଙ୍କ
Read More...

ଜିଲ୍ଲା କଂଗ୍ରେସ ପକ୍ଷରୁ ରାଜେଶ ମିଶ୍ରଙ୍କ ସ୍ମୃତିସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ଯୁବ କଂଗ୍ରେସ କୋଷାଧ୍ୟକ୍ଷ ରାଜେଶ ମିଶ୍ରଙ୍କ ବିୟୋଗରେ ସୋନପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସ୍ଥାନୀୟ କସ୍ତୁରୀ ହୋଟେଲ ଠାରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅୟୋଜନ କରାଯାଇଥିଲା । ପୂର୍ବତନ ବିଧାୟକ ତଥା ଜିଲ୍ଲା କଂଗ୍ରେସ ସଭାପତି ବିନୋଦ
Read More...

ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ୍ : ବଲାଙ୍ଗିରକୁ ହରାଇ ଫାଇନାଲରେ ଭୁବନେଶ୍ୱର ବାପୁଜୀ କ୍ଲବ୍

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା କ୍ରିକେଟ ଆସୋସିଏସନ ପକ୍ଷରୁ ଆୟୋଜିତ ସର୍ବଭାରତୀୟ ଲାଲ୍‌ମନି କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସେମି ଫାଇନାଲ ମ୍ୟାଚ ହୋଇଯାଇଛି । ପ୍ରଥମେ ଟସ୍‌ଜିଣି ବାପୁଜୀ କ୍ଲବ୍ ଫିଲ୍ଡିଂ ନିଷ୍ପତି ନେଇଥିଲେ । ବଲାଙ୍ଗିର ଓ୍ୱାଇଏସସିସି
Read More...

ଆଲୁମିନୀ ସଂଘ ପକ୍ଷରୁ ରାଜେଶ ମିଶ୍ରଙ୍କ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ଯୁବ କଂଗ୍ରେସ ନେତା ରାଜେଶ ମିଶ୍ର(ରାଜା)ଙ୍କ ବିୟୋଗରେ ସୋନପୁର କଲେଜ ଆଲୁମିନୀ ସଂଘ ପକ୍ଷରୁ ସ୍ଥାନୀୟ ପଞ୍ଚରଥ ମନ୍ଦିର ପ୍ରାଙ୍ଗଣରେ ଏକ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଡ଼. ପ୍ରଫୁଲ୍ଲ ରଥଙ୍କ ଅଧ୍ୟକ୍ଷତାରେ
Read More...

ଗାୟତ୍ରୀ ପରିବାର ଦ୍ୱାରା ଆୟୋଜିତ “ଶତବାର୍ଷିକୀ ସମାରୋହ-୨୦୨୬” କୁ ସମ୍ବୋଧିତ କରିଛନ୍ତି ଅମିତ ଶାହ

ମାତା ଭଗବତୀ ଦେବୀ ଶର୍ମାଙ୍କ ଜନ୍ମ ଶତବାର୍ଷିକୀ ଓ ଅଖଣ୍ଡ ଦୀପ ଶତବାର୍ଷିକୀ ଅବସରରେ ହରିଦ୍ୱାରରେ ସମାରୋହବିଶ୍ୱ ସମସ୍ୟାର ସମାଧାନ ଭାରତୀୟ ପରମ୍ପରାରେ ନିହିତ; ଭାରତର ପୁନଃନିର୍ମାଣ ବିଶ୍ୱକୁ ଲାଭାନ୍ବିତ କରିବଏହି 'ଅଖଣ୍ଡ ଜ୍ୟୋତି ସମ୍ମିଳନୀ'କୁ ଆସିବା ପରେ, ଅନନ୍ତ ଶକ୍ତି ଏବଂ ଚେତନା
Read More...

୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ନୂଆଦିଲ୍ଲୀ, (ପିଆଇବି) : ଭାରତର ଉପରାଷ୍ଟ୍ରପତି ଶ୍ରୀ ସି. ପି. ରାଧାକୃଷ୍ଣନ୍ ୨୩ ଜାନୁଆରୀ ୨୦୨୬ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ । ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ପରାକ୍ରମ
Read More...

ମଡେଲ ଯୁବ ଗ୍ରାମ ସଭା କାର୍ଯ୍ୟକ୍ରମରେ ଜାତୀୟ ପୁରସ୍କାର ପାଇବାକୁ ଓଡ଼ିଶାର ହିର୍ଲି ଏକଲବ୍ୟ ଆଦର୍ଶ ବିଦ୍ୟାଳୟ ମନୋନିତ

ଭୁବନେଶ୍ୱର, (ପିଆଇବି) : ସାରା ଦେଶର 800ରୁ ଅଧିକ ବିଦ୍ୟାଳୟରେ ଅନୁଷ୍ଠିତ ମଡେଲ ଯୁବ ଗ୍ରାମ ସଭା କାର୍ଯ୍ୟକ୍ରମରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲା ହିର୍ଲିସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ଦ୍ୱିତୀୟ ପୁରସ୍କାର ହାସଲ କରିଛି । ତୃଣମୂଳ ସ୍ତରରେ ଛାୟା ଗ୍ରାମସଭା ଆୟୋଜନ କରି ଏଥିରେ
Read More...

ମୁରିବାହାଲ ଥାନାର ନୂତନ ଆଇଆଇସି ଭାବେ ବୁଲୁ ମୁଣ୍ଡାଙ୍କ ଯୋଗଦାନ

ବ୍ଲକ ଜର୍ଣ୍ଣାଲିଷ୍ଟ ଆସୋସିଏସନ୍ ପକ୍ଷରୁ ସୌଜନ୍ୟମୂଳକ ସାକ୍ଷାତ ଓ ଆଲୋଚନା ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନାର ନୂତନ ଆଇଆଇସି ରୂପେ ବୁଲୁ ମୁଣ୍ଡା ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଅବସ୍ଥାପିତ
Read More...

ଘୁଷୁରାମୁଣ୍ଡା ଫୁଟବଲ ଟୁର୍ଣ୍ଣାମେଣ୍ଟରେ ସିଆଲଝୁଡୁଙ୍ଗିକୁ ହରାଇ ଖଲିଆଖମାର ଦଳ ଚାମ୍ପିୟାନ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ପଞ୍ଚାୟତ ଘୁଷୁରାମୁଣ୍ଡା ନେହେରୁ ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୧୭ତମ ଫୁଟବଲ ଟୁର୍ଣ୍ଣାମେଣ୍ଟର ଗୁରୁବାର ଫାଇନାଲ ଖେଳ ସିଆଲଝୁଡୁଙ୍ଗି ଓ ଖଲିଆଖମାର ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିଲା ।
Read More...