Monthly Archives

January 2026

ହେପି ପାଇକମାଲ ଅନୁଷ୍ଠାନର କାର୍ଯ୍ୟାଳୟ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ଠାରେ ହେପି ପାଇକମାଲ ଅନୁଷ୍ଠାନର ନୂତନ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି । ପାଇକମାଲର ଉନ୍ନତି ପାଇଁ ପାଇକମାଲ ଅଞ୍ଚଳର ଅସୁବିଧାକୁ ସୁବିଧା କରିବା ପାଇଁ ବିଭିନ୍ନ ଦିଗରେ ପାଇକମାଲକୁ ଶୀର୍ଷରେ ପହଞ୍ଚାଇବା ପାଇଁ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ୧୬ତମ ଜାତୀୟ ଭୋଟର ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ପୌରହିତ୍ୟରେ ୧୬ତମ ଜାତୀୟ ଭୋଟର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଗଣତନ୍ତ୍ରର ମୂଳଦୁଆକୁ ସୁଦୃଢ଼ କରିବା ପାଇଁ ଭୋଟର ସଚେତନତାର ଆବଶ୍ୟକତା ସମ୍ପର୍କରେ ଅଧ୍ୟକ୍ଷ ନିଜ
Read More...

ବଲାଙ୍ଗିର ଲୋକ ଉତ୍ସବ ୨୦୨୬ : ‘ଲୋକନୃତ୍ୟ ନଚନିଆ’ ଶୀର୍ଷକ ଆଲୋଚନା ଚକ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକ ଉତ୍ସବ ଅବସରରେ ସଂପାନ କମିଟି ଦ୍ୱାରା ବଲାଙ୍ଗିର ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ସାଂସ୍କୃତିକ ବିଭବ ‘ଲୋକ ନୃତ୍ୟ ନଚନିଆ’ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଚକ୍ର ସଂପାନ କମିଟି ଅଧ୍ୟକ୍ଷ ପରାଶର ବାଗଙ୍କ
Read More...

ବଲାଙ୍ଗିର ଲୋକ ଉତ୍ସବ ୨୦୨୬ରେ ଆଇନ ସେବା ପ୍ରାଧିକରଣ ଷ୍ଟଲ ଉଦ୍‌ଘାଟିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଲୋକ ଉତ୍ସବ ଅବସରରେ କୋଶଳ କଳା ମଣ୍ଡପ ପରିସରରେ ଆଇନସେବା ପ୍ରାଧିକରଣ ବଲାଙ୍ଗିର ତରଫରୁ ୨ନଂ. ଷ୍ଟଲ ଉଦ୍‌ଘାଟିତ ହୋଇଯାଇଛି । ଉକ୍ତ ଷ୍ଟଲର ଉଦ୍‌ଘାଟନ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ତଥା ଜିଲ୍ଲା ଜଜ୍‌ ଭାରପ୍ରାପ୍ତ ମଳୟ କୁମାର ଦାଶଙ୍କ କର
Read More...

ବଙ୍ଗୋମୁଣ୍ଡା ବ୍ଲକରେ ନୂତନ ବିଡ଼ିଓଙ୍କ ଯୋଗଦାନ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକରେ ଏକ ବର୍ଷରୁ ଅଧିକ ଦିନ ପରେ ଜଣେ ସ୍ଥାୟୀ ଭାବରେ ନୂତନ ବିଡ଼ିଓ ଯୋଗଦାନ କରିଛନ୍ତି । ଗତ ନଭେମ୍ବର ମାସରେ ନୂତନ ବିଡ଼ିଓ ଭାବରେ ଯୋଗଦେବା ପାଇଁ ଚିଠି ହୋଇଥିଲା । ଆଜି ଗୁରୁବାର ଦିନ ବଙ୍ଗୋମୁଣ୍ଡା ବ୍ଲକରେ
Read More...

ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଜୀବନ ବଞ୍ଚାଇଲା ପ୍ରାଇଭେଟ ଆମ୍ବୁଲାନ୍ସ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା- ଖଡ଼ିଆଳ ୫୯ ନମ୍ବର ଜାତୀୟ ରାଜପଥ ମୋହରା ଛକ ଠାରେ ବାଇକ ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ଭାବେ ପଡି ରହିଥିବା ବେଳେ ପ୍ରାଇଭେଟ ଆମ୍ବୁଲାନ୍ସ ଡାକ୍ତର ଖାନାରେ ଭର୍ତ୍ତି କରି ଜୀବନ ବଞ୍ଚାଇ ଥିବାନେଇ ସୂଚନା ମିଳିଛି
Read More...

ବାଲିଗୁଡାରୁ ମଧ୍ୟପ୍ରଦେଶ ଗଞ୍ଜେଇ ଚାଲାଣ : ଗଞ୍ଜେଇ ସହ ତିନୋଟି ଗାଡି ଜବତ, ୭ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ନିଶା କାରବାର ରୋକିବାକୁ କନ୍ଧମାଳ ପୋଲିସ ପକ୍ଷରୁ ଆରମ୍ଭ ହୋଇଛି ସ୍ପେସାଲ୍ ଡ୍ରାଇଭ୍ । ବାଲିଗୁଡ଼ା ଉପଖଣ୍ଡର ବିଭିନ୍ନ ଥାନା ଅଞ୍ଚଳରେ ନାକା ଲଗାଇ ଗାଡ଼ି ମଟର ଯାଞ୍ଚ୍ କଡ଼ାକଡ଼ି କରାଯାଇଛି । ଫଳରେ ପୋଲିସକୁ ମିଳିଛି ବଡ଼ ସଫଳତା । ପୃଥକ ପୃଥକ
Read More...

ନିଲମ୍ବିତ ରେଞ୍ଜରଙ୍କ ଘର ନିକଟରୁ ମିଳିଲା ମୃତହାତୀର ଶରୀର : ମୋବାଇଲ ଲାଇଟରେ ହେଲା ଶବ ବ୍ୟବଚ୍ଛେଦ

ରେଞ୍ଜରଙ୍କ ପତ୍ତା ମିଳୁନି ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ବେଲଘର ରେଞ୍ଜ ମୁଣ୍ଡୁଟି ଜଙ୍ଗଲରୁ ହାତୀର ମୃତଦେହ ଗାଏବ ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଛି । ତେବେ ଏହି ମୃତହାତୀର ଖଣ୍ଡବିଖଣ୍ଡିତ ଅଂଶ ବୁଧବାର ନିଲମ୍ବିତ ରେଞ୍ଜର
Read More...

ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଖୁଜେନପାଲି ଖେଳ ପଡିଆ ଠାରେ ଜନ କଲ୍ୟାଣ ଯୁବକ ସଂଘ ପକ୍ଷରୁ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି । ସବୁ ବର୍ଷ ଭଳି ଏ ବର୍ଷ ମଧ୍ୟ କୋଚ୍ ମଣି ବରିହାଙ୍କ ନାମରେ ଚତୁର୍ଥ ମଣି ବରିହା ସ୍ମାରକୀ ଫୁଟବଲ
Read More...

ଆଗଲପୁର ବ୍ଲକରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ ପରିସରରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶିବିରରେ ବ୍ଲକ ସାମାଜିକ ସମୀକ୍ଷା ଅଧିକାରୀଙ୍କ ଆୟୋଜନରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ , ବ୍ଲକ
Read More...