Monthly Archives

January 2026

ରାମପୁର ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଉଚ୍ଚ ବିଦ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସ୍ଥାୟୀ ଜୀବନ ଶୈଳୀ ଉପରେ ସେଣ୍ଟର୍ ଫର୍ ଏନଭାୟୋରନମେଣ୍ଟାଲ ଏଜୁକେଶନ ତରଫରୁ ଏକ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନ ସଭାରେ ବିଦ୍ୟାଳୟର ପ୍ରଧାନ
Read More...

ରାଉରକେଲା କଲେଜରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏକମା, ରାଉରକେଲା ମହାବିଦ୍ୟାଳୟ, ରାଉରକେଲା ଏବଂ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାଉରକେଲାର ମିଳିତ ଆନୁକୂଲ୍ୟରେ ପରିଚୟାତ୍ମକ ଶିକ୍ଷା ଭ୍ରମଣ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ଇଏସ୍‌ଆଇସି ମେଡିକାଲ ସ୍ଥାନାନ୍ତର ଚକ୍ରାନ୍ତ ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଇଏସ୍‌ଆଇସି ମେଡିକାଲ କଲେଜ ଓ ହସ୍ପିଟାଲକୁ ଭୁବନେଶ୍ୱର ଉଠାଇ ନେବାକୁ ଯୋଜନା ଚାଲିଥିବା ଅଭିଯୋଗ କରିଛି ସିଟୁ ସଂଗଠନ । ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସିଆଇଟିୟୁର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବିଷ୍ଣୁ ମହାନ୍ତି କହିଛନ୍ତି ଯେ, ଗୋଟିଏ ପଟେ
Read More...

କନ୍ଧମାଳ-କଳାହାଣ୍ଡି ସୀମାନ୍ତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ, କୁମ୍ବିଂ ଅପରେସନ ଜୋରଦାର

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି । ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ
Read More...

ଜାନୁଆରୀ ୨୮ରେ ୧୨ ଘଣ୍ଟିଆ ଓଡିଶା ବନ୍ଦ ପାଇଁ ପ୍ରସ୍ତୁତି ବୈଠକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ଜାନୁଆରୀ ୨୮ରେ ୧୨ ଘଣ୍ଟିଆ ଓଡିଶା ବନ୍ଦ ପାଳନ ନେଇ ପାଟଣାଗଡ଼ ସ୍ଥାନୀୟ ଭୁଲିଆ ସମାଜ ଧର୍ମଶାଳା ଠାରେ ବିଭିନ୍ନ ସାମାଜିକ ସଂଗଠନ, ବିଭିନ୍ନ କୃଷକ ସଂଗଠନ, ଶ୍ରମିକ ସଂଗଠନ, ବ୍ୟବସାୟୀ ପ୍ରତିଷ୍ଠାନ ମାନଙ୍କ ମିଳିତ ଉଦ୍ୟମରେ ପ୍ରସ୍ତୁତି ବୈଠକ
Read More...

ଶିକ୍ଷା ଅଧିକାର ଆଇନର ଉଲ୍ଲଂଘନ ସହିତ ଛାତ୍ରଛାତ୍ରୀଙ୍କୁ ଅସ୍ୱାସ୍ଥ୍ୟକର ପିଇବା ପାଣି ଦେବା ନେଇ ଅଭିଯୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ଲାଠିକଟା ବ୍ଲକର ଲୁଙ୍ଗେଇ ପଞ୍ଚାୟତରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କୋଠାଘର ଅବସ୍ଥା ଅତି ଖରାପ ସ୍ଥିତିରେ ରହିଥିବାରୁ ଆମ ଆଦମୀ ପାର୍ଟି ତରଫରୁ ପାର୍ଟର କାର୍ଯ୍ୟକର୍ତ୍ତା, ଲୁଙ୍ଗେଇ ସରପଞ୍ଚ ଓ ଗ୍ରାମବାସୀଙ୍କ ଉଦ୍ୟମ ଯୋଗୁଁ ଗତ ଜାନୁଆରୀ ୬
Read More...

ବିଶିଷ୍ଟ ସ୍ତମ୍ଭକାର ତଥା ସାମ୍ବାଦିକ ରବି କାନୁନଗୋଙ୍କ ପରଲୋକ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଶିଷ୍ଠ ସ୍ତମ୍ଭକାର ତଥା ରାଉରକେଲାର ଜଣେ ଜଣାଶୁଣା ବ୍ୟକ୍ତିତ୍ୱ, ରବି କାନୁନଗୋଙ୍କର ବୁଧବାର ରାତି ପ୍ରାୟ ୧ଟା ୧୫ ସମୟରେ ଦେହାନ୍ତ ହୋଇଯାଇଛି । ସେ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସାମ୍ବାଦିକତା କ୍ଷେତ୍ରରେ ଏକ ସମୃଦ୍ଧ ଐତିହ୍ୟ ଛାଡିଯାଇଛନ୍ତି । ଓଡ଼ିଆ
Read More...

ଟିଟିଲାଗଡ଼ ଉପଖଣ୍ଡ ସ୍ତରୀୟ ଶକ୍ତି ଉତ୍ତୋଳନ ଓ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ବି ଆର ସି ବିଲ୍ଡିଂ ପ୍ରାଙ୍ଗଣରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଶକ୍ତି ଉତ୍ତୋଳନ ଏବଂ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ସକାଳୁ ସ୍କ୍ୱାଟ, ବେଞ୍ଚ ଫ୍ରେସ ଓ ଡେଡ ଲିଫ୍ଟ
Read More...

୨୩ତମ ବଲାଙ୍ଗିର ଲୋକ ଉତ୍ସବର ତୃତୀୟ ଦିବସ

ବଲାଙ୍ଗିର, (କେପିଏନ୍‌ଏସ୍‌) : ତ୍ରୟୋବିଂଶତମ ବଲାଙ୍ଗିର ଲୋକ ଉତ୍ସବର ତୃତୀୟ ଦିନର ସକାଳେ ଜୟଦେବ କଳାସଂସଦ, ବଲାଙ୍ଗିର ଦ୍ଵାରା ନୂତନ ମଞ୍ଚଠାରେ ଭକ୍ତିସଂଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପୁରୁଣା ମଞ୍ଚରେ ଜିଲ୍ଲାସ୍ତରୀୟ ଲୋକ ବାଦ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏହି
Read More...

ବରଗଡ଼ ଜିଲ୍ଲାର ଚାଷୀଙ୍କ ଧାନ ବଜାରରୁ ଉଠାଯାଉ ନଥିବାରୁ ଏକ ରାଲିର ଆୟୋଜନ

ବରଗଡ, (ମୁନ୍ନା ସାହୁ) : ବରଗଡ଼ ଜିଲ୍ଲାର ଚାଷୀଙ୍କ ଧାନ ବଜାରରୁ ଉଠାଯାଉ ନଥିବାରୁ, କଂଗ୍ରେସ ପିସିସି ସଭାପତି ଭକ୍ତ ଚରଣ ଦାସ ତାଙ୍କର ହଜାର ହଜାର ସମର୍ଥକଙ୍କ ସହିତ ଲାମ୍ବା ବିଲଡିଂରୁ ଗାନ୍ଧୀ ଚୌକ ପର୍ଯ୍ୟନ୍ତ ଏକ ରାଲିର ଆୟୋଜନ କରିଥିଲେ । ସେଠାରେ ସେ ଚାଷୀଙ୍କ ସମସ୍ୟାର ସ୍ୱର ଉଠାଇ
Read More...