ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉଦଘାଟିତ
ନୂଆପଡା, (କେପିଏନ୍ଏସ୍) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ନେତୃତ୍ୱରେ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବରେ ବାବେବୀର ସିଆରସିସି ମଧୁସୂଦନ ମାଝୀ ପତାକା ଉତ୍ତୋଳନ!-->…
Read More...
Read More...