Monthly Archives

January 2026

ଡୁଡୁକାପଡ଼ା ମା’ ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ

ହଳଦୀକୁ ଟ୍ରାଇବ୍ରେକରେ ହରାଇ ଚିଙ୍ଗେରମୁଣ୍ଡା ଦଳ ବିଜୟୀ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗଁରେଇ ପଞ୍ଚାୟତ ଡୁଡୁକାପଡ଼ା ଗାଁ ଖେଲପଡ଼ିଆଠାରେ ମଙ୍ଗଳବାର ମା' ବସ୍ତ୍ରେନ୍ ମାଉଲି ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଏଥିରେ ଗଁରେଇ
Read More...

ମୁରିବାହାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଘାଟିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମାରେ ଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୫ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ଡ଼କ୍ଟର ରମେଶ ଚନ୍ଦ୍ର ମହାନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ
Read More...

ମୁରିବାହାଲ ବ୍ଲକସ୍ତରୀୟ ‘ବନ୍ଦେ ମାତରଂ’ ଗୀତର ୧୫୦ତମ ବାର୍ଷିକୀରେ ସାମୁହିକ ଗାନ ଓ ପୁରସ୍କାର ବିତରଣ…

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟ ପରିସରରେ ବ୍ଲକସ୍ତରୀୟ' ବନ୍ଦେ ମାତରଂ' ରାଷ୍ଟ୍ର ଗୀତର ୧୫୦ତମ ବର୍ଷ ପୂର୍ତ୍ତି ଉପଲକ୍ଷେ ସାମୁହିକ ଗାନ ଓ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ଆୟୋଜକ ଓଡ଼ିଶା
Read More...

ଉତ୍କଳ ଗୌରବର ଉନବିଂଶ ସଂସ୍କରଣ ଉନ୍ମୋଚିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଆ କଲ୍‌ଚରାଲ ଆଣ୍ଡ ୱଲଫେୟାର ଆସୋସିଏସନର ବାର୍ଷିକ ପତ୍ରିକା, ‘ଉତ୍କଳ ଗୌରବ’ର ଊନବିଂଶ ସଂସ୍କରଣ, ନୂଆଦିଲ୍ଲୀ ସ୍ଥିତ, ତ୍ୟାଗରାଜ ନଗର ମନ୍ଦିର ପରିସରରେ ଉନ୍ମୋଚିତ ହୋଇଯାଇଛି । ପ୍ରବାସୀ ଓଡ଼ିଆମାନେ ବହୁ ସଂଖ୍ୟାରେ ଯୋଗଦେଇ ଉତ୍ସବଟିକୁ ଉପଭୋଗ
Read More...

ମହର୍ଷି ଦୟାନନ୍ଦ ଗୁରୁକୁଳ ଯୋଗାଶ୍ରାମରେ ଉପନୟନ ବେଦାରମ୍ଭ ସଂସ୍କାର ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜର୍ଜଗଡ଼ ସ୍ଥିତ ମହର୍ଷି ଦୟାନନ୍ଦ ଗୁରୁକୁଳ ଯୋଗାଶ୍ରମ ପରିସରରେ ମଙ୍ଗଳବାର ହୋମଯଜ୍ଞ ସହ ଉପନୟନ ଓ ବେଦ।ରମ୍ଭ ସଂସ୍କାର ହୋଇଯାଇଛି । ସକାଳ ଆଠଟାରୁ ଏଠାରେ ରହୁଥିବା ୧୧୦ ବ୍ରହ୍ମଚାରୀମାନେ ଭୋରରୁ
Read More...

ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢୀଙ୍କ ଗଞ୍ଜାମ ଗସ୍ତ

ଦକ୍ଷିଣାଞ୍ଚଳ ରାଜସ୍ୱ ଡିଭିଜନର ନିର୍ବାଚନ ସମ୍ବନ୍ଧୀୟ ଜରୁରୀ ବୈଠକ ଅନୁଷ୍ଠିତ ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଆଗାମୀ ୨୦୨୭ ପଞ୍ଚାୟତ ତଥା ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ୱଚ୍ଛ, ନିରପକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ରାଜ୍ୟ ନିର୍ବାଚନ କମିଶନର
Read More...

ଯୁବ ରେଡକ୍ରସ୍ ପକ୍ଷରୁ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ବିସ୍କୁଟ ବଣ୍ଟନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଯୁବ ରେଡକ୍ରସ୍ ପକ୍ଷରୁ ବିଶ୍ୱନାଥ ପଲ୍ଲୀ ଠାରେ ଅବସ୍ଥିତ ରେଡକ୍ରସ୍ ଦୃଷ୍ଟିହୀନ ଊଚ୍ଚ ବିଦ୍ୟାଳୟରରେ ଅଧ୍ୟୟନରତ ମାନସିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ବିସ୍କୁଟ ବଣ୍ଟନ କରାଯାଇଛି ।
Read More...

ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ସ୍ଥିତ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଓ ପ୍ରତିଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ପାଠଚକ୍ର ଆଧାରିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବହୁଭାଷୀ ଶିକ୍ଷଣ ଏବଂ ଦୃଢ
Read More...

ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସାମୁହିକ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କ୍ଷୀରୋଦ ଭୂଷଣ ରାୟଙ୍କ ତତ୍ୱାବଧାନରେ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ସାମୁହିକ ବନ୍ଦେ ମାତରଂ ଗାନ କାର୍ଯ୍ୟକ୍ରମ ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥିତ ସଂଗ୍ରାମୀ ମଣ୍ଡପ ଠାରେ ଗୋଷ୍ଠୀ
Read More...

ସ୍ଥାନୀୟ ପ୍ରତିନିଧି ଓ ଗ୍ରାମବାସୀଙ୍କ ବିନା ଅନୁପସ୍ଥିତିରେ ତଦନ୍ତ କରୁଥିଲେ ରେଞ୍ଜର ଏବଂ ଆର୍‌ଆଇ : ଘେରିଲେ…

କମ୍ପାନୀ ବେଆଇନ ଭାବେ ଜଙ୍ଗଲ ଜମିକୁ ବ୍ୟବହାର କରୁଛି : ରେଞ୍ଜର, ଆର.ଆଇ ରାଉରକେଲା/ ଝାରସୁଗୁଡା, (ସସ୍ମିତା ପ୍ରଧାନ) : ଝାରସୁଗୁଡ଼ା ସଦର ବ୍ଲକ ଶ୍ରୀପୁରା ଗ୍ରାମ ଫଚାୟତ ଠାରେ ଥିବା ଏପସିଲନ କାର୍ବନ କମ୍ପାନୀ ବେଆଇନ ଭାବେ ଜଙ୍ଗଲ ଜମିକୁ ଦଖଲ ରଖି ବ୍ୟବହାର କରୁଥିବା ଘଟଣାରେ ଶ୍ରୀପୁରା
Read More...