ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ : ବଡ଼ଗମଡାକୁ ହରାଇ କ୍ୱାର୍ଟର ଫାଇନାଲରେ କଣ୍ଟାବାଞ୍ଜି
ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଙ୍ଗୋମୁଣ୍ଡା ବ୍ଲକ ସଦର ସ୍ଥିତ ଖେଳପଡିଆ ଠାରେ ସ୍ୱାମୀ ବିବେକାନନ୍ଦ ପାଠାଗାର, ବଙ୍ଗୋମୁଣ୍ଡା ଓ ୟୁନିକ ଷ୍ଟାର ସ୍ପୋର୍ଟସ କ୍ଲବ ପକ୍ଷରୁ ଦ୍ୱିତୀୟ ଗୋପରାମ ହଂସ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ହୋଇଯାଇଛି । ଉଦଘାଟନୀ ଦିବସରେ ମୁଖ୍ୟ!-->…
Read More...
Read More...