Monthly Archives

January 2026

ଗୁଡିଘାଟ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ସଦର ମହକୁମାରେ ଥିବା ମା' ବସ୍ତ୍ରେନ ଦୁଗ୍ଧ ଉତ୍ପାଦକ ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି । କ୍ଷେତ୍ର ପରିଦର୍ଶକ ଯୁଗଳ କିଶୋର ନାଏକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ
Read More...

ବ୍ରାହ୍ମଣୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଲଖନା ପଞ୍ଚାୟତ ବ୍ରାହ୍ମଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଗତ ଦୁଇ ଦିନ ଧରି ଚାଲିଥିବା ବିଦ୍ୟାଳୟସ୍ତରୀୟ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ ହୋଇଯାଇଛି । ପ୍ରଥମ ଦିବସରେ ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ
Read More...

ମାତୃ ନିକେତନରେ ପାର୍ବତୀ ଗିରିଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳିତ

ଅନୁଷ୍ଠାନର ୫୦ ବର୍ଷ ପୂର୍ତ୍ତି ସମାରୋହ ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ କସ୍ତୁରବା ଗାନ୍ଧୀ ମାତୃନିକେତନ ପରିସରରେ ରବିବାର ପ୍ରଥମ ଦିବସରେ ସ୍ୱାଧୀନତା ସଂଗ୍ରାମୀ, ସମାଜସେବୀ ତଥା ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ୧୦୦ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି
Read More...

ପଞ୍ଚତତ୍ୱର ତ୍ରିଦିବସୀୟ ଜାତୀୟ କାର୍ଯ୍ୟକ୍ରମ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରତି ପ୍ରତିବଦ୍ଧତା ରଖିଥିବା ଅନୁଷ୍ଠାନ ପଞ୍ଚତତ୍ୱର ତ୍ରିଦିବସୀୟ ଜାତୀୟ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଜନ୍ମେଜୟ ମହାନ୍ତିଙ୍କ ଆବାହକତ୍ୱ ତଥା ଝିଲିମା ମହାନ୍ତିଙ୍କ ସଂଯୋଜନାରେ
Read More...

ଦୃଷ୍ଟିର ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ଚିତ୍ରକଳା ପ୍ରତିଷ୍ଠାନ ଦୃଷ୍ଟି ତରଫରୁ ବାର୍ଷିକ ଚିତ୍ରକଳା ପ୍ରଦର୍ଶନୀ ସେକ୍ଟର ୧୮ ସ୍ଥିତ ଗୁରୁ ତେଗ ବାହାଦୁର ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ୧୭ ଓ ୧୮ ତାରିଖ ଦୁଇଦିନ ଧରି ଆୟୋଜିତ ଏହି ପ୍ରଦର୍ଶନୀରେ ପ୍ରାୟ ୮୦ ଜଣ
Read More...

ସମାଜସେବୀଙ୍କ ବିୟୋଗରେ ଶୋକର ଛାୟା

ରାଉରକେଲା, (ସସ୍ମିତା ପ୍ରଧାନ) : ଛେଣ୍ଡ କଳିଙ୍ଗବିହାର ନିବାସୀ ସମାଜସେବୀ ହୃଦାନନ୍ଦ ପରିଡ଼ାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସ୍ୱର୍ଗତ ପରିଡ଼ା ଆର୍‌ଏସ୍‌ପିରେ ଯୋଗଦେଇ ସେଠାରେ କୋଅପରେଟିଭ ସଂସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିଥିଲେ । ଏହାସହ
Read More...

ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ୍ ରାଉରକେଲା ୨୦୨୪-୨୫ ପାଇଁ ବାର୍ଷିକ ବିବରଣୀ ପ୍ରଦାନ

ରାଉରକେଲା, (ସସ୍ମିତା ପ୍ରଧାନ) : ୧୯୯୦ ମସିହାରୁ ସ୍ଥାପିତ ହୋଇ ଦୀର୍ଘ ୩୫ ବର୍ଷ ଧରି ରାଉରକେଲା ସହରର ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ଦି ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ୍, ରାଉରକେଲା ପକ୍ଷରୁ ଆଜି ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ବାର୍ଷିକ ବିବରଣୀ ପ୍ରଦାନ କରାଯାଇଛି । ବିଗତ
Read More...

ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା

ଭୋଗରାଇ, (କେପିଏନଏସ) : ଭୋଗରାଇ ବ୍ଲକ ଅନ୍ତର୍ଗତ ଦହମୁଣ୍ଡା ସ୍ଥିତ ଯୁକ୍ତ ଦୁଇ କଳା ଜିଜ୍ଞାସା ଶିକ୍ଷାକେନ୍ଦ୍ରରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଡ଼ଃ. ଶିବନାରାୟଣ ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ନାଟ୍ୟକାର ତଥା
Read More...

ହରିଶଙ୍କର ପାହାଡ଼ରେ ଗଳିତ ଶବ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ହରିଶଙ୍କର ମନ୍ଦିର ନିକଟରୁ ପ୍ରାୟ ୮୦୦ ମିଟର ଦୂର ପାହାଡ଼ ଉପରେ ଜଣେ ଅପରିଚିତ ପୁରୁଷଙ୍କ ଗଳିତ ଶବ ମିଳିଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପ୍ରାପ୍ତ
Read More...

ପଦ୍ମପୁରରେ ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ସପ୍ତଶକ୍ତି ସଂଗମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ମାନନୀୟା ଶ୍ରୀମତୀ ମମତା ନାୟକ ଉପଖଣ୍ଡ ଥାନା ଭାରପ୍ରାପ୍ତ ଅଧିକାରୀ, ମୁଖ୍ୟବକ୍ତା ଭାବରେ ଶ୍ରୀମତୀ ତାପିନୀ ପଣ୍ଡା ଜୀବବିଜ୍ଞାନ
Read More...