Monthly Archives

January 2026

ମିଶନ ଫିଟ୍ ବଲାଙ୍ଗିରର ସ୍ୱପ୍ନକୁ ସାକାର କରି ଚାରିବର୍ଷ ପୂର୍ଣ୍ଣ କଲା ବିଙ୍ଗ ଷ୍ଟ୍ରଙ୍ଗ ଫିଟନେସ କ୍ଲବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପଶ୍ଚିମ ଓଡ଼ିଶାରେ ସ୍ୱାସ୍ଥ୍ୟ ଓ ଫିଟନେସ ପ୍ରତି ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ “ମିଶନ ଫିଟ୍ ବଲାଙ୍ଗିର” ନାରାକୁ ଆଗରେ ରଖି ଆରମ୍ଭ ହୋଇଥିବା ବିଙ୍ଗ ଷ୍ଟ୍ରଙ୍ଗ ଫିଟନେସ କ୍ଲବ ଆଜି ସଫଳତାର ସହିତ ତାହାର ଚାରିଟିଏ ବର୍ଷ ପୂରଣ କରିଛି । ବଲାଙ୍ଗିର ସହରର
Read More...

ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ବୀରମିତ୍ରପୁର ସ୍ଥିତ ଶ୍ରମଶକ୍ତି ମହାବିଦ୍ୟାଳୟରେ ନାରୀ ସୁରକ୍ଷା ସମ୍ପର୍କିତ ସଚେତନତା ଓ ଆତ୍ମରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅଧ୍ୟକ୍ଷ ସଞ୍ଜୟ କୁମାର ସିଂଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବୀରମିତ୍ରପୁର ବନ ବିଭାଗର
Read More...

ଆତ୍ମସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଉଚ୍ଚ ଶିକ୍ଷା ବିଭାଗ, ଓଡ଼ିଶା ସରକାର ନିର୍ଦ୍ଦେଶିତ ମହାବିଦ୍ୟାଳୟ ସ୍ତରର ପ୍ରଥମ ବର୍ଷ ଛାତ୍ରୀମାନଙ୍କ ଆତ୍ମ ସୁରକ୍ଷା କୌଶଳ ଅଭିବୃଦ୍ଧି ପାଇଁ ସ୍ଥାନୀୟ ସେକ୍ଟର ୪ ସ୍ଥିତ ରାଉରକେଲା କଲେଜ, ରାଉରକେଲା ଆନୁକୂଲ୍ୟରେ ଏକ ଅଷ୍ଟ-ଦିବସୀୟ ଶିବିର କଲେଜ ପରିସରରେ
Read More...

ଝିରପାଣି ଠାରେ ଟୁସୁ ମିଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଝିରପାଣି ମକର ମିଳନ କମିଟି ତରଫରୁ ୨୪ତମ ଟୁସୁ ମିଳନ ୱାଇଏସି ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । କମିଟିର ସଭାପତି ହାଲୁ ମୁଣ୍ଡାରୀଙ୍କ ସଭାପତିତ୍ୱ, ସମ୍ପାଦକ ନିଳାମ୍ବର ମୁଣ୍ଡାରୀଙ୍କ ଆବାହକତ୍ୱ ତଥା ଗଙ୍ଗାଧର ବୀରଙ୍କ ମଞ୍ଚ ସଂଯୋଜନାରେ
Read More...

ମାଆ ବିଜୟା ବାଶୁଳୀଙ୍କଠାରେ ପୂଜାର୍ଚ୍ଚନା କଲେ ଜିଜ୍ଞାସାର ଛାତ୍ରୀ

ଭୋଗରାଇ, (କେପିଏନ୍‌ଏସ୍‌) : ଭୋଗରାଇ ବ୍ଲକ ଖରିଦପିପଳ ଗ୍ରାମପଞ୍ଚାୟତ ଅଧିନସ୍ଥ ଦହମୁଣ୍ଡା ଗ୍ରାମରେ ଜିଜ୍ଞାସା ଯୁକ୍ତଦୁଇ କଳା ଶିକ୍ଷାକେନ୍ଦ୍ର ତରଫରୁ ମାଆ ବାଶୁଳୀ ଦେବୀଙ୍କୁ ପୂଜା ଅର୍ଚ୍ଚନା କରାଯାଇଛି । ଜିଜ୍ଞାସା ଶିକ୍ଷାକେନ୍ଦ୍ରର ଅଧ୍ୟକ୍ଷ ଡ଼ଃ ଶିବନାରାୟଣ ପାତ୍ରଙ୍କ ପ୍ରତ୍ୟକ୍ଷ
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଆତ୍ମସୁରକ୍ଷା ତାଲିମ ଶିବିରର ଉଦଯାପନୀ ସମାରୋହ ଅତ୍ୟନ୍ତ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶ ସଭାପତିତ୍ୱ କରି ଛାତ୍ରୀମାନଙ୍କ ମଧ୍ୟରେ
Read More...

ପାଇକମାଲ ହାଇସ୍କୁଲରେ ଅଭିଭାବକ ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ସରକାରୀ ଉଚ୍ଚ ବିଦ୍ୟାଳୟରେ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷକ ଡ. ଦ୍ଵାଦଶ କୁମାର ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ନିରୁପମା ସାହୁ, ପଟେଲ ସାର୍ ଦୀପ ପ୍ରଜ୍ୱଳନ କରି ଉଦଘାଟନ କରିଥିଲେ । ବୈଠକରେ ୮୮ ଜଣ
Read More...

ବଲାଙ୍ଗିରରେ ସମ୍ପତ୍ତି ଲୋଭରେ ଭାଇକୁ ମାରିଲା ଭାଇ : ଘଟଣାର ପର୍ଦ୍ଦାଫାସ କରି ବଲାଙ୍ଗିର ପୋଲିସ କରିଛି ବଡ଼ ପ୍ରେସମିଟ

ବଲାଙ୍ଗିରରେ ସମ୍ପତ୍ତି ଲୋଭରେ ଭାଇକୁ ମାରିଲା ଭାଇ । ଆଉ ଘଟଣାର ପର୍ଦ୍ଦାଫାସ କରି ବଲାଙ୍ଗିର ପୋଲିସ କରିଛି ବଡ଼ ପ୍ରେସମିଟ। ପ୍ରେସମିଟରେ ଖୋଦ୍ ବଲାଙ୍ଗିର ଏସପି ଯୋଗ ଦେଇ ବଡ଼ ସୂଚନା ଦେଇଛନ୍ତି ଆଉ ତୁଷୁରା ତେଲ ନଦୀ ବ୍ରିଜ ତଳୁ ଗତ ଜାନୁଆରୀ ୨ ତାରିଖରେ ମୃତଦେହ ଉଦ୍ଧାର କରାଯାଇଥିବା
Read More...

ବଲାଙ୍ଗିରରେ ଆନ୍ତଃରାଜ୍ୟ ଲନ୍ ବଲ୍ ପ୍ରତିଯୋଗିତାର ଶୁଭ ଉଦ୍‌ଘାଟନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରରେ ନୂତନ ଭାବେ ନିର୍ମିତ ଲନ୍ ବଲ୍ କୋର୍ଟ ଓ ଆନ୍ତଃରାଜ୍ୟ ଲନ୍ ବଲ୍ ପ୍ରତିଯୋଗିତାର ଶୁଭ ଉଦ୍‌ଘାଟନ ହୋଇଯାଇଛି । କ୍ରୀଡ଼ା ଓ ଯୁବସେବା ବିଭାଗ ଦ୍ଵାରା ଆୟୋଜିତ ଏହି ଉଦ୍‌ଘାଟନୀ ଉତ୍ସବରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ରାଜ୍ୟସଭା
Read More...

ଆଦାନୀ ଫାଉଣ୍ଡେସନ ଦ୍ୱାରା ଆୟୋଜିତ ଆନ୍ତଃ ଗ୍ରାମୀଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପ୍ରଥମ ସଂସ୍କରଣରେ କାଳୀପଲ୍ଲୀ ବିଜୟୀ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗୋପାଳପୁର ବନ୍ଦରର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅନ୍ତର୍ଗତ, ଆଦାନୀ ଫାଉଣ୍ଡେସନ ପକ୍ଷରୁ ଆୟୋଜିତ ଆନ୍ତଃଗ୍ରାମ କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରଥମ ସଂସ୍କରଣରେ କାଳୀପଲ୍ଲୀ ପଞ୍ଚାୟତ ବିଜୟ ଲାଭ କରିଛି । କାଳୀପଲ୍ଲୀ ପଞ୍ଚାୟତସ୍ଥିତ
Read More...