Monthly Archives

January 2026

ନାରାୟଣ ସାହୁଙ୍କ ପରଲୋକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଧୂମାଭଟା ଗ୍ରାମର ନାରାୟଣ ସାହୁଙ୍କ ଗତ ୬ ତାରିଖ ମଙ୍ଗଳବାର ଦିନ ରାତି ୯ଟା ୪୫ମି. ସମୟରେ ଦେହାନ୍ତ ହୋଇଯାଇଛି । ସେ ଭୁବନେଶ୍ୱର ଓପୋଲୋ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ହେଉଥିଲା । ତାଙ୍କ ମୃତ୍ୟୁ
Read More...

ଦହିତା ମହାବିଦ୍ୟାଳୟ ରୌପ୍ୟ ଜୟନ୍ତୀ ସମାରୋହରେ ସାଂସ୍କୃତିକ ଶୋଭାଯାତ୍ରା

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ପଦ୍ମପୁର ନିକଟସ୍ଥ ବୁଦ୍ଧଦେବ ମେହେର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦହିତାର ତ୍ରିଦିବସୀୟ ରୌପ୍ୟ ଜୟନ୍ତୀ ସମାରୋହରର ପ୍ରଥମ ଦିବସରେ ଶୁକ୍ରବାର ଦିନ ସାଂସ୍କୃତିକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦୁଲଦୁଲି, କଳଙ୍ଗି, ଘଣ୍ଟ ବାଦ୍ୟ ସମେତ
Read More...

ଅଲ୍ ଓଡ଼ିଶା ଇପିଏଫ୍ ପେନସନର୍ସ୍ ସଂଘର ଧାରଣା ସହ ଦାବିପତ୍ର ପ୍ରଦାନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଅଲ୍ ଓଡ଼ିଶା ଇପିଏଫ୍ ପେନସନର୍ସ୍ ଆସୋସିଏସନ୍ ସୁବର୍ଣ୍ଣପୁର ଜିଲ୍ଲା ଶାଖା ତରଫରୁ ବିଭିନ୍ନ ଦାବୀ ନେଇ ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯିବା ସହ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ସୁବର୍ଣ୍ଣପୁର ଡେପୁଟି
Read More...

ମହିମା ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ର ତୃତୀୟ ସନ୍ଧ୍ୟାରେ ହରିୟଣାର ଝୁମରରେ ଝୁମିଲେ ଦର୍ଶକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାର କଳା, ସଂସ୍କୃତି, ଐତିହ୍ୟ ଓ ବିକାଶ ଧାରାର ବାର୍ତ୍ତାଵହ ୩୨ ତମ "ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ୨୦୨୬ ଓ ରାଜ୍ୟ ସ୍ତରୀୟ ପଲ୍ଲୀଶ୍ରୀ ମେଳାର ତୃତୀୟ ସନ୍ଧ୍ୟାରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା । ସନ୍ଧ୍ୟା
Read More...

ବିପିୟୁଟିରେ ପିଏମ୍‌ଶ୍ରୀ ବିଦ୍ୟାଳୟ ଅଧ୍ୟକ୍ଷ ଓ ଶିକ୍ଷକଙ୍କ ବୁଟ୍‌କ୍ୟାମ୍ପ୍ – ତୃତୀୟ ପର୍ଯ୍ୟାୟ ସଫଳତାର ସହ…

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟରେ ୨୦୨୬ ଜାନୁଆରୀ ୭ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ତିନିଦିନିଆ ଇନୋଭେସନ, ଡିଜାଇନ ଏବଂ ଏଣ୍ଟରପ୍ରିନରସିପ୍ (ଆଇଡ଼ିଇ) ବୁଟ୍‌କ୍ୟାମ୍ପ୍ ତୃତୀୟ ପର୍ଯ୍ୟାୟ ସଫଳତାର ସହ ସମ୍ପନ୍ନ ହୋଇଯାଇଛି । ଜାନୁଆରୀ ୯
Read More...

ଜଙ୍ଗଲରୁ ଦରପୋଡ଼ା ଶବ ମିଳିବା ଘଟଣାର ପର୍ଦାଫାଶ : ଗୁଣିଗାରେଡିରୁ ହତ୍ୟା ଘଟଣାରେ ୩ ଗିରଫ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଟିକାବାଲି ଥାନା ଅନ୍ତର୍ଗତ ଚୂନପଡା ଘାଟି ଜଙ୍ଗଲରୁ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ମିଳିବା ଘଟଣା ଉପରୁ ପର୍ଦ୍ଦାଫାଶ କରିଛି ଟିକାବାଲି ପୋଲିସ । ଏହା ଏକ ଯୋଜନାବଦ୍ଧ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ ହୋଇଥିବା
Read More...

ଟିଟିଲାଗଡ଼ ଲାୟନ୍ସ ଓ ଲିଓ କ୍ଲବ ତରଫରୁ ଅଲ ଓଡ଼ିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା ଆୟୋଜନ ନେଇ ସାମ୍ବାଦିକ ସମ୍ମିଳନୀ

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆସନ୍ତା ଜାନୁଆରୀ ୧୩ରୁ ୧୫ ତାରିଖ ଯାଏଁ ଟିଟିଲାଗଡ ବ୍ୟାଡମିଣ୍ଟନ କୋର୍ଟ ଠାରେ ପ୍ରତ୍ୟେକ ଦିନ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏଁ ଅଲ୍ ଓଡିଶା ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି । ଟିଟିଲାଗଡ ଲାୟନ୍ସ ଓ ଲିଓ କ୍ଲବ ତରଫରୁ ଏହି
Read More...

କଳାହାଣ୍ଡି ଉତ୍ସବ ଘୁମୁରା ଅବସରରେ ଜିଲ୍ଲା ସ୍ତରୀୟ ନୌକା ଓ ତୀର ଚାଳନା ପ୍ରତିଯୋଗିତା

ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲାର ପ୍ରାକୃତିକ ବୈଭବର ନିଦର୍ଶନ ସାଜିଥିବା ଥିଆମୂଳ ରାମପୁର ବ୍ଲକର ସାନଛତ୍ରଙ୍ଗ ଗ୍ରାମ ନିକଟ ଇନ୍ଦ୍ରାବତୀ ଜଳ ଭଣ୍ଡାର ପରିଧି ମଧ୍ୟରେ କଳାହାଣ୍ଡି ଉତ୍ସବ ଘୁମୁରା ଅବସରରେ ନୌକା ଓ ତୀର ଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଯାଇଅଛି । ବ୍ଲକର
Read More...

ପଞ୍ଚମ ଦିନରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିଆର୍‌ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ରାଜ୍ୟସ୍ତରୀୟ ଫୁଟବଲ ପ୍ରତିଯୋଗିତା ପଞ୍ଚମ ଦିନରେ ପହଁଚିଛି । ଆଜିର ଏହି ପ୍ରତିଯୋଗିତାରେ କ୍ଲବର ସଭାପତି ଲୋଟସ ଷଢଙ୍ଗୀଙ୍କ ସଭାପତିତ୍ୱରେ ମୁଖ୍ୟ-ଅତିଥି ଭାବରେ ରାଜ୍ୟ ସଭା ସାଂସଦ
Read More...

ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ୍‌ଏସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଉତ୍ସବରେ
Read More...