ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ : ସୋନପୁର ରାମଧୂନ କ୍ଲବ ବିଜୟୀ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗାନ୍ଧୀ ଷ୍ଟାଡିୟମ ଠାରେ ସର୍ବଭାରତୀୟ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନ ଖେଳରେ ସୋନପୁର ରାମଧୂନ କ୍ଲବ ୩-୧ ଗୋଲରେ ରୋଭର୍ସ ଏଫ୍ସି ଭିଲେଇକୁ ହରାଇ ସେମିଫାଇନାଲକୁ ପ୍ରବେଶ କରିଛି ।!-->…
Read More...
Read More...