Monthly Archives

January 2026

ଅନୁଗୋଳ-ତାଳଚେର ଅଞ୍ଚଳରେ ବଢୁଥିବା ବାୟୁ ପ୍ରଦୂଷଣ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଚିନ୍ତା

• ପ୍ରଦୂଷଣ ସମସ୍ୟାର ସମାଧାନ ପାଇଁ କେନ୍ଦ୍ର ପରିବେଶ ମନ୍ତ୍ରୀ, କୋଇଲା ମନ୍ତ୍ରୀଙ୍କ ସହଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ପୃଥକ ପତ୍ର ଲେଖି ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ• ଅନୁଗୋଳରେ ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ‘ଗମ୍ଭୀର’ ସ୍ଥିତିରେ ରହିବା
Read More...

୧୨୫ତମ ଜୟନ୍ତୀ ମହୋତ୍ସବ ଅବସରରେ ରକ୍ତଦାନ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ ଶିବିର ବିଦ୍ୟାଳୟ
Read More...

ଉଡାର ପଂଚାୟତର ଶିରାବାହାଲରେ ସମସ୍ୟା ଶୁଣିଲେ ନରସିଂହ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ଦେଓଗାଁ ବ୍ଲକ ଅନ୍ତର୍ଗତ ଶିରାବାହାଲ ଗସ୍ତ କରି ସେଠାରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ଲୋକଙ୍କ ସହିତ ଆଲୋଚନା କରିଥିଲେ । ବିଶେଷ କରି ଚାଷ ଅମଳ ପରେ ଧାନ ସବୁ ଆଜି ପର୍ଯ୍ୟନ୍ତ ମଣ୍ଡିମାନଙ୍କରେ ପଡି ରହିଥିବାରୁ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ଷଷ୍ଠ ଦିବସ : ଫାଇନାଲରେ ମନିଗାଁ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ଷଷ୍ଠ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ
Read More...

୫ ଦିନିଆ ଗୋପାଳପୁର ବେଳାଭୂମି ମହୋତ୍ସବ ପାଳନ ନିମନ୍ତେ ଦ୍ୱିତୀୟ ଥର ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଚଳିତ ବର୍ଷ ଜାନୁୟାରୀ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ୫ ଦିନ ବ୍ୟାପୀ ଗୋପାଳପୁର ବେଳାଭୂମି ମହୋତ୍ସବ ଅନୁଷ୍ଠିତ ହେବା ଉଦ୍ଦେଶ୍ୟରେ ଦ୍ୱିତୀୟ ଥର ପାଇଁ ପ୍ରସ୍ତୁତି ବୈଠକ ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ
Read More...

କ୍ରିୟା ଯୋଗ ଆଶ୍ରମ ଜୟପାଟଣା ଶାଖାର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : କ୍ରିୟା ଯୋଗ ଆଶ୍ରମ ଜୟପାଟଣା ଶାଖା ଆନୁକୂଲ୍ୟରେ ବାର୍ଷିକ ଉତ୍ସବ ଓ ଯୋଗ ଶିବିରର ଭବ୍ୟ ଆୟୋଜନ ହୋଇଯାଇଛି । ଆୟୋଜିତ ସମାରୋହରେ ପୂଜ୍ୟ ପରମହଂସ ଆତ୍ମାନନ୍ଦ ସ୍ୱାମୀ ଉପସ୍ଥିତ ରହି ସାଂପ୍ରତିକ ସ୍ଥିତିର କ୍ରିୟାଯୋଗର ଆବଶ୍ୟକତା ଉପରେ ଗୁରୁତ୍ୱ ଆରୋପ କରିଥିଲେ
Read More...

ରୋତ କଲେଜର ୪୨ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତର ୪୨ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ବ୍ଲକ ଉନ୍ନୟନ ଅଧିକାରୀ ମହାପାତ୍ର
Read More...

ପୋଲିସ ଦ୍ୱାରା ଆନ୍ତଃରାଜ୍ୟ ଅପରାଧିକ ଦଳର ୩ ଅଭିଯୁକ୍ତ ଗିରଫ : ୭ ବୋଲେରୋ ଓ ୪ ବାଇକ୍ ଜବତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଭିନ୍ନ ଅପରାଧିକ ମାମଲାରେ ସମ୍ପୃକ୍ତି ଥିବା ଏକ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗର ୩ ଅଭିଯୁକ୍ତଙ୍କୁ ରାଉରକେଲା ପୋଲିସ ଗିରଫ କରିବା ସହ ୭ ବୋଲେରୋ ଓ ୪ ବାଇକ୍ ଜବତ କରାଯାଇଛି ବୋଲି ଆଜି ରାଉରକେଲା ପୋଲିସ୍ ମୁଖ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ
Read More...

ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହା ବିଦ୍ୟାଳୟ ପରିସରରେ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅଧିକାରୀ ପ୍ରାଧ୍ୟାପିକା ଝୁନୁ ପରିଡ଼ାଙ୍କ ସଭାପତିତ୍ୱରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି । ଆଜିର ସମାଜରେ ନିଜର ସୁରକ୍ଷା ପାଇଁ ଆତ୍ମବିଶ୍ୱାସ ଓ କୌଶଳ
Read More...

ଲୋକକଳାର ରଙ୍ଗରେ ରଙ୍ଗିନ ହେଲା ଖପ୍ରାଖୋଲ : ବ୍ଲକ ସ୍ତରୀୟ ଲୋକ ଉତ୍ସବ ସଫଳ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ସ୍ଥାନୀୟ ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳପଡିଆରେ ବ୍ଲକ ସ୍ତରୀୟ ଲୋକ ଉତ୍ସବ ୨୦୨୬ ଉତ୍ସବମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିବେକାନନ୍ଦ ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି
Read More...