Monthly Archives

January 2026

ବାଦିକଟାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଭିତ୍ତି ପ୍ରସ୍ତର ସ୍ଥାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ରାଜକୁମାର ସିଂ ବରିହା ଉଚ୍ଚ ବିଦ୍ୟାଳୟ ବାଦିକଟାରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଶୁଭ ଭିତ୍ତି ପ୍ରସ୍ତର ସ୍ଥାପିତ ହୋଇଯାଇଛି । ଆଭାସୀ ମାଧ୍ୟମରେ ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ
Read More...

ବିପୁଳ ପରିମାଣର ଏସକଫ୍ ସିରଫ୍ ଜବତ, ୩ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : କଟକରୁ ବଲାଙ୍ଗିରକୁ ଏକ କାରରେ ବେଆଇନ ଭାବେ ବିପୁଳ ପରିମାଣର ଏସକଫ୍ ସିରଫ୍ ଚୋରାଚାଲାଣ ହେଉଥିବା ବେଳେ ମାଡି ବସିଲା ଅବକାରୀ ବିଭାଗ । ଅବକାରୀ ବିଭାଗ ସୂଚନା ଅନୁଯାୟୀ ଆଜି ଅପରାହ୍ନ ପ୍ରାୟ ୨ଟା ବେଳେ ସ୍ଥାନୀୟ ପଟାଭାଡି ଛକ ଠାରେ ଅବକାରୀ ବିଭାଗ
Read More...

କଣ୍ଟାବାଞ୍ଜି ମାଟିର ମହୋତ୍ସବ ପାଇଁ ରଙ୍ଗୋଲି ପ୍ରତିଯୋଗିତା

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମାଟିର ମହୋତ୍ସବ ଅବସରରେ ମାରୱାଡ଼ି ଯୁବା ମଞ୍ଚ ପ୍ରଗତି ଶାଖା କଣ୍ଟାବାଞ୍ଜି ଓ ରାଧାରାଣୀ ସ୍ୱୟଂ ସହାୟକ ଗୋଷ୍ଠୀ କଣ୍ଟାବାଞ୍ଜିର ମିଳିତ ଆନୁକୂଲ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଆମ୍ବେଦକର ଛକ ଠାରୁ ରେଲୱେ ଖେଳ ପଡ଼ିଆ
Read More...

କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬ ଅବସରରେ ଗଣଦୌଡ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମାଟିର ମହୋତ୍ସବ ୨୦୨୬ ଅବସରରେ କଣ୍ଟାବାଞ୍ଜି ଆର୍.ଏସ୍.ଆର୍.ଏସ୍. କ୍ଲବ୍ ପକ୍ଷରୁ ବୁଧବାର ଭୋର ସକାଳ ୬ଟା ସମୟରେ ଗଣଦୌଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ କ୍ରୀଡ଼ାବୀତଙ୍କ ସହ ଗୃହିଣୀ ଓ ବିଭିନ୍ନ
Read More...

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ନରସିଂହଙ୍କ ଭେଟ : ଜାନକୀ ବଲ୍ଲଭଙ୍କ ସ୍ମୃତିରକ୍ଷା ପାଇଁ କଲେ ଆଲୋଚନା

ଲୋୟର ସୁକତେଲ ଡେମ ନିକଟରେ ଏକ ଷ୍ଟାଡିୟମ ଓ ପାର୍କ ପାଇଁ ଦେଲେ ପ୍ରସ୍ତାବ ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ରାଜ୍ୟ ତଥା ଜିଲ୍ଲାର କିଛି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଓଡିଶାର ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ
Read More...

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ୧୧୮ଟି ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ଆଭାଷୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କରିଛନ୍ତି । ଏହି କ୍ରମେ ଆଜି ଲୋଇସିଂହା ବ୍ଲକର ଝାରମୁଣ୍ଡା ଅଞ୍ଚଳ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରଠାରେ ଗୋଦାବରୀଶ
Read More...

ବିଦ୍ୟାଳୟ ପରିସରରେ ରକ୍ତଦାନ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଭୁତିଆରବାହାଲ ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟର ୧୨୫ତମ ଜନ୍ମ ଜୟନ୍ତୀ ମହୋତ୍ସବ ଆସନ୍ତା ଜାନୁଆରୀ ମାସରେ ଆୟୋଜିତ ହେଉଛି । ଏହି ଅବସରରେ ପ୍ରସ୍ତାବିତ ୨୫ଟି କାର୍ଯ୍ୟକ୍ରମ ମଧ୍ୟରୁ ୧୬ତମ କାର୍ଯ୍ୟକ୍ରମ ଭାବେ ରକ୍ତଦାନ
Read More...

ଇନ୍ଦ୍ରାବତୀରୁ ରବି ଜଳ ସେଚନର ଶୁଭାରମ୍ଭ

ଜୟପାଟଣା, (ଶେଷଦେବ ବେହେରା) : ଇନ୍ଦ୍ରାବତୀ ପ୍ରକଳ୍ପର ମଙ୍ଗଳପୁର ବେରେଜରୁ ବୁଧବାର ପୂର୍ବାହ୍ନରୁ ଇନ୍ଦ୍ରାବତୀ ବାମ, ଦକ୍ଷିଣ, ଓ ମେଗା ଲିଫ୍ଟ କେନାଲରୁ ରବି ଜଳ ସେଚନ ୨୦୨୬ର ଶୁଭାରମ୍ଭ ହୋଇଯାଇଛି । ଏହି ଜଳ ସେଚନର ଅବଧି ମେ ମାସ ଛଅ ତାରିଖ ପର୍ଯ୍ୟନ୍ତ ରହିବ ବୋଲି ସୂଚନା ମିଳିଛି । ହାତୀ
Read More...

ବ୍ରହ୍ମପୁର ଜଳସେଚନ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ଉତ୍ସବ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଜଳ ସମ୍ପଦ ବିଭାଗ ଓଡ଼ିଶା ସୌଜନ୍ୟରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ରଘୁନାଥପୁର ଗ୍ରାମ ପଞ୍ଚାୟତର ଜଗନ୍ନାଥପୁର ସ୍ଥିତ କରୁଣା (ଆଇ.ବି.) ବଙ୍ଗଳା ଠାରେ ବ୍ରହ୍ମପୁର ଜଳସେଚନ ବିଭାଜନ ଆନୁକୂଲ୍ୟରେ ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ
Read More...

ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗତ ଜିଲ୍ଲା ପତଞ୍ଜଳି ଯୋଗ ପରିବାର ଆନୁକୂଲ୍ୟରେ ଆଜି ସେକ୍ଟର-୧୯, ଶାରଳା ମନ୍ଦିର ପ୍ରାଙ୍ଗଣରେ ଭାରତ ସ୍ୱାଭିମାନ ନ୍ୟାସର ସ୍ଥାପନା ଦିବସ ପାଳନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସହ ଜିଲ୍ଲା ବିଏସ୍‌ଟି ପ୍ରଭାରୀ ନରେନ୍ଦ୍ର କୁମାର ବେହେରା ମୁଖ୍ୟ
Read More...