Monthly Archives

January 2026

ବାଲିଗୁଡା ଉପଖଣ୍ଡରେ ୨ ଘଣ୍ଟିଆ ବନ୍ଦ ଡାକରା ଦେଲା ଓଡିଶା ମେଡିକାଲ ସେବା ସଂଘ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଓଡ଼ିଶା ମେଡିକାଲ୍ ସର୍ଭିସେସ୍ ଆସୋସିଏସନ୍ (ଓଏମସା)ର ଡାକରାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର, ଉପ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତର ମାନଙ୍କର ଦାବି ପୂରଣ ନହେବାରୁ ସରକାରୀ
Read More...

ବଲାଙ୍ଗିର ଫ୍ରେଣ୍ଡ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଘାଟିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୃଥ୍ୱୀରାଜ ହାଇସ୍କୁଲ ଖେଳ ପଡିଆ ଠାରେ ବଲାଙ୍ଗିର ଫ୍ରେଣ୍ଡସ୍‌ କ୍ଲବ ପକ୍ଷରୁ ତୃତୀୟ ରାଜ୍ୟ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଉଦଘାଟକ ଭାବରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ ଯୋଗଦେଇ ଉଦଘାଟନ କରିଥିବା ବେଳେ
Read More...

ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

"ଆତ୍ମ ବିଶ୍ୱାସ ହେଉଛି ସବୁଠୁ ବଡ ଶକ୍ତି" ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଗାନ୍ଧୀନଗର ପଡା ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ରାଣୀ ଲକ୍ଷ୍ମୀବାଈ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ନୂତନ
Read More...

ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଜିଲ୍ଲା ପଞ୍ଚାୟତ ସାଧନ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କୁ ସମୁଦାୟ ୨୮ଟି ଅଭିଯୋଗ ପତ୍ର ଦାଖଲ
Read More...

ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ଛତ୍ର ଲିହାନଙ୍କୁ ସମ୍ବର୍ଦ୍ଧିତ କଲେ ସିଆର୍‌ସିସି

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଝାରବନ୍ଧ ବ୍ଲକ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ସାନଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ଲିହାନ ହଂସ ଚଳିତ ବର୍ଷ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ବିଦ୍ୟାଳୟକୁ ଗର୍ବିତ କରିଛନ୍ତି । ଏହି
Read More...

ବ୍ରହ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ ଗୃହରେ ଗଞ୍ଜାମ ଜିଲ୍ଲାପାଳଙ୍କ ମିଳିତ ଜନ-ଶୁଣାଣି ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍, ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡ଼. ଶର୍ବଣ ବିବେକ ଏମ୍, ବ୍ରହ୍ମପୁର ମହାନଗର ନିଗମ କମିଶନର ପ୍ରଥମେଶ ଅରବିନ୍ଦ ରାଜଶିକ୍ରେ ଓ
Read More...

ମୁରିବାହାଲ ବ୍ଲକସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଭାଗୃହଠାରେ ସୋମବାର ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଓ ବାସନ୍ତୀ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବ୍ଲକସ୍ତରୀୟ ସାଧାରଣତନ୍ତ୍ର ଦିବସକୁ
Read More...

ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ : ଝଲପ ଦଳକୁ ହରାଇ ବଙ୍ଗୋମୁଣ୍ଡା ଦଳ ବିଜୟୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ କପିଲାଭଟା ଓ ତାଳଭଟା ଗ୍ରାମର ମିଳିତ ଆନୁକୂଲ୍ୟରେ ଚାଲିଥିବା ତୃତୀୟ ତମ ରତ୍ନାକର ବାଗ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଆଜି ତୃତୀୟ ଦିବସରେ ପହଞ୍ଚିଛି । ଆୟୋଜକ କମିଟିର ସଭାପତି ହୁଲେଶ୍ୱର ହଂସଙ୍କ
Read More...

ନୃତ୍ୟ ମହ୍ଲାର, ରାଉରକେଲା ଆୟୋଜିତ ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’ ସଫଳତାର ସହ ସମ୍ପନ୍ନ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ନୃତ୍ୟ ମହ୍ଲାର, ରାଉରକେଲା ଆୟୋଜନରେ ୨ୟ ରାଜ୍ୟସ୍ତରୀୟ ‘ଶୃଙ୍ଗାର ମହୋତ୍ସବ’ ସଫଳତାର ସହିତ ଆୟୋଜିତ ହୋଇଯାଇଛି । ସୁଶ୍ରୀ ବର୍ଷାରାଣୀ ପଣ୍ଡାଙ୍କ ଆବାହକତ୍ଵରେ ଗବେଷକ ତଥା ସ୍ୱର୍ଣ୍ଣପଦକ ପ୍ରାପ୍ତ ଉସ୍ତାଦ
Read More...

ବସୁଧୈବ କୁଟୁମ୍ବକମର ସାମାଜିକ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାମାଜିକ ଅନୁଷ୍ଠାନ ବସୁଧୈବ କୁଟୁମ୍ବକମ ତରଫରୁ ଏକ ସାମାଜିକ କାର୍ଯ୍ୟକ୍ରମରେ ଗରିବ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ସହ ଖାଦ୍ୟ ବଣ୍ଟନ ଛେଣ୍ଡ ସ୍ଥିତ ଗୋପବନ୍ଧୁ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବିଜୟଲକ୍ଷ୍ମୀ
Read More...