Daily Archives

ବିଦ୍ୟୁତ୍ କଲୋନୀ ଉଚ୍ଚ ବିଦ୍ୟାଳୟର ୩୪ତମ ବାର୍ଷିକୋତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ତରକେରା ସ୍ଥିତ ବିଦ୍ୟୁତ୍ କଲୋନୀ ଉଚ୍ଚ ବିଦ୍ୟାଳୟର ୩୪ତମ ବାର୍ଷିକୋତ୍ସବ ଓ ଅବସର କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ସିଂହଙ୍କ ଆବାହକତ୍ୱ, ସ୍କୁଲ ପରିଚାଳନା କମିଟିର ସଭାପତି
Read More...

ବଣାଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ପିଏମ୍‌ଶ୍ରୀରେ ବାର୍ଷିକ ଉତ୍ସବ “ମହକ” ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପିଏମ୍‌ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ (ଏସ୍‌ଏସ୍‌ଡ଼ି) ବଣାଇମୁଣ୍ଡା ଠାରେ ବାର୍ଷିକ ଉତ୍ସବ 'ମହକ' ମହାଆଡ଼ମ୍ବର ସହକାରେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜ୍ଞାନମଞ୍ଜରୀ ଶିକାଙ୍କ ଆହ୍ୱାନ କ୍ରମେ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ମଙ୍ଗଳ ଅଧିକାରୀ ବଂଶୀଧର
Read More...

ରୋତ କଲେଜରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ବଲାଙ୍ଗିର ଜିଲ୍ଲା ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତରେ ଯୁକ୍ତ ତିନି ଶ୍ରେଣୀ ପ୍ରଥମ ବର୍ଷର ଛାତ୍ରୀମାନଙ୍କୁ ନେଇ ଏକ ଆତ୍ମସୁରକ୍ଷା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ଆଠଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି
Read More...

ଫ୍ରେଣ୍ଡସ କ୍ଲବ ତରଫରୁ ଅଲ ଇଣ୍ଡିଆ ସଚେତନତା ଯାତ୍ରା

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିରର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ଫ୍ରେଣ୍ଡସ କ୍ଲବ ତରଫରୁ ଅଲ ଇଣ୍ଡିଆ ସଚେତନତା ଶୋଭାଯାତ୍ରା କରାଯାଇଥିଲା । ଏହି ଅବସରରେ ଅନୁଷ୍ଠାନ ତରଫରୁ କୋଡିଏ ଜଣିଆ ଟିମ ପ୍ରଥମେ ପ୍ରୟାଗରାଜ ଯାଇ ମାଘ ମେଳାରେ ସଫେଇ ସଚେତନତା କାର୍ଯ୍ୟକ୍ରମ ହାତକୁ
Read More...

ଆମରଣ ଅନଶନ ପ୍ରତ୍ୟାହାର ପରେ ବିଭାଗୀୟ ତଦନ୍ତ ଆରମ୍ଭ

ଜୟପାଟଣା, (ଶେଷଦେବ ବେହେରା) : ଇନ୍ଦ୍ରାବତୀ ଜଳ ସମ୍ପଦ ବିଭାଗର ଉନ୍ନୟନ କାର୍ଯ୍ୟରେ ବ୍ୟାପକ ଦୁର୍ନୀତିକୁ ନେଇ ସମାଜସେବୀ ଚିନ୍ତାମଣି କୁମାର ଇନ୍ଦ୍ରାବତୀ ଜଳ ସମ୍ପଦ ବିଭାଗର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପରିସରରେ ଆମରଣ ଅନଶନ ଆରମ୍ଭ କରିଥଲେ । ଅନଶନର ଛଅ ଘଣ୍ଟା ପରେ ମୁଖ୍ୟ
Read More...

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ଉଦଘାଟିତ, ଏଫ. ସି. ସମ୍ବଲପୁର ବିଜୟୀ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି । ଏହି ପରିପ୍ରେକ୍ଷୀରେ ସଂଘର ସଭାପତି ତଥା
Read More...

ଅଷ୍ଟମ ବାଟାଲିୟାନ୍ ସିପାହୀ ସଂଘର ଦ୍ୱାଦଶତମ ବାର୍ଷିକ ଉତ୍ସବରେ ପ୍ରଜ୍ଞା ହୋତାଙ୍କ ଗୀତରେ ଝୁମିଲେ ଦର୍ଶକ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ପୋଲିସ ଜିଲ୍ଲା ମହକୁମା ଛତ୍ରପୁର ସ୍ଥିତ ଅଷ୍ଟମ ବାଟାଲିୟାନ୍ ହାବିଲଦାର, ସିପାହୀ ସଂଘର ଦ୍ୱାଦଶତମ ବାର୍ଷିକ ଉତ୍ସବ ବର୍ଣ୍ଣାଢ଼୍ୟ ସମାରୋହରେ ସମାହିତ ହୋଇଯାଇଛି । ସଂଘର ସମ୍ପାଦକ ଜଗନ୍ନାଥ ସେଠୀ ସଂପାଦକୀୟ ବିବରଣୀ ପାଠ କରିଥିଲେ
Read More...

ସାମାଜିକ ସଂଗଠନ ଓ ସାମ୍ବାଦିକ ବନ୍ଧୁମିଳନ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଦେଓଗାଁ ଚିନିକଳ ସାମ୍ନାରେ ସାମଜିକ ସଂଗଠନ ଓ ସାମ୍ବାଦିକ ବନ୍ଧୁମାନଙ୍କ ମଧ୍ୟରେ ବନ୍ଧୁମିଳନ କାର୍ଯ୍ୟକ୍ରମ ରଖାଯାଇଥିଲା । ଏହି ସମାବେଶରେ ବିଭିନ୍ନ ସାମାଜିକ ସମସ୍ୟା ଗୁଡିକ ଆଲୋଚନା କରାଯାଇଥିଲା । ଧାନ, କପା, ଆଖୁ ଚାଷୀମାନଙ୍କ ଉପରେ ପ୍ରଶାସନର ଚରମ
Read More...

ବିଲେଇସର୍ଡା ହାଇସ୍କୁଲର ବାର୍ଷିକ ଉତ୍ସବ ଉଦଯାପିତ

ନାଟକ "ଅବୁଝା ରାମ କେ ପୁଆଳ ଚୁଟା ରାବଣ" ମଞ୍ଚସ୍ଥ ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତସ୍ଲା ବ୍ଲକ ଅନ୍ତର୍ଗତ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସ୍ୱାଧୀନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...

୬ ତାରିଖରୁ ଆୟୋଜିତ ହେବ ତିନିଦିନିଆ ରାମଚଣ୍ଡୀ ମହୋତ୍ସବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ କରପଡ଼ା ଗ୍ରାମପଞ୍ଚାୟତର ନିଳାଦ୍ରୀପୁର ଗ୍ରାମରେ ଅବସ୍ଥିତ । ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀ ମନ୍ଦିରର ତୃତୀୟ ବାର୍ଷିକ ଉତ୍ସବ ପାଇଁ ଉଦ୍ୟକ୍ତାଗଣ ବ୍ୟାପକ ପ୍ରସ୍ତୁତି ଚଲାଇଛନ୍ତି । ମନ୍ଦିର
Read More...