ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ କର୍କଟ ଦିବସ ପାଳିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଠାରେ ବିଶ୍ଵ ତମାଖୁ କର୍କଟ ଦିବସ ପାଳନ କରାଯାଇଛି । ଏଥିରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ଶୋଭାଯାତ୍ରା ବାରିପଦା ସହର ପରିକ୍ରମା କରି ମୁଖ, ସ୍ତନ ଓ ଜରାୟୁ କର୍କଟ ରୋଗ ସମ୍ବନ୍ଧରେ ସଚେତନତା ଶୋଭାଯାତ୍ରା ସହର ପରିକ୍ରମା!-->…
Read More...
Read More...