ଛତ୍ରପୁର ସହରକୁ ବୃହତ୍ତର ମ୍ୟୁନିସିପାଲଟୀ ରୂପେ ଗଠନ ପ୍ରକ୍ରିୟା ଆରମ୍ଭ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସହରକୁ ବୃହତ୍ତର ମ୍ୟୁନିସିପାଲଟୀ ରୂପେ ପରିଣତ କରାଯିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ବଳିଷ୍ଠ ପଦକ୍ଷେପ ଗ୍ରହଣ କରାଯିବା ଦିଗରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କୁ ଛତ୍ରପୁରବାସୀ ତଥା!-->…
Read More...
Read More...