ଆସନ୍ତା ୨୭ରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୨୭ ତାରିଖରେ ସୋନପୁର ମଡେଲ ଡିଗ୍ରି ମହାବିଦ୍ୟାଳୟରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହେବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି!-->…
Read More...
Read More...