Daily Archives

ରାଇଜିଂ କ୍ଲବ ପକ୍ଷରୁ ‘୮ମ ସର୍ବଭାରତୀୟ ରାଇଜିଂ କପ୍ ଭଲିବଲ୍ ଟୁର୍ଣ୍ଣାମେଣ୍ଟ-୨୦୨୬’ ଆସନ୍ତା ୨୮ରୁ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଗତବର୍ଷ ମାନଙ୍କ ପରି ଚଳିତବର୍ଷ ମଧ୍ୟ ରାଇଜିଂ କ୍ଲବ, ରାଉରକେଲା ପକ୍ଷରୁ ସର୍ବଭାରତୀୟ ରାଇଜିଂ କପ୍ ଭଲିବଲ୍ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହେବ । ଏସମ୍ପର୍କରେ ଏହି ଟୁର୍ଣ୍ଣାମେଣ୍ଟର ସାଂଗଠନିକ ସମ୍ପାଦକ ଶିଶିର ସାହୁ ଓ ଅନ୍ୟ ସଦସ୍ୟମାନେ ସାମ୍ବାଦିକଙ୍କୁ
Read More...

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ବୈଠକରେ ଆର୍‌ଏସ୍‌ପି ସମ୍ବନ୍ଧୀୟ ବିଷୟ ଉଠାଇଲେ ବିଧାୟକ ଦୁର୍ଗା ତନ୍ତୀ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଥିବା ବିଭିନ୍ନ ଇସ୍ପାତ ଉଦ୍ୟୋଗ ଏବଂ ବିଭିନ୍ନ ଖଣି ତଥା ଖଣିଜ ପଦାର୍ଥକୁ ନେଇ ରାଜ୍ୟରେ କାର୍ଯ୍ୟ କରୁଥିବା ବିଭିନ୍ନ ଇସ୍ପାତ ଓ ଖଣି ପ୍ରତିଷ୍ଠାନ ସମୂହର କାର୍ଯ୍ୟର ସମୀକ୍ଷା କରିବା ସହିତ ସମୟ ସମୟରେ ଓଡ଼ିଶାର ସ୍ୱାର୍ଥ
Read More...

ବ୍ଲକ ସ୍ତରୀୟ ଜଙ୍ଗଲ ଅଧିକାର କମିଟି ସମୂହ ବୈଠକ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ଲୋଇସିଂହା ବ୍ଲକ ଲୋଅର ସୁକତେଲ ପ୍ରକଳ୍ପ ନିକଟସ୍ଥ ବେଲପାଲି ଆମ୍ବ ବଗିଚା ଠାରେ ବ୍ଲକସ୍ତରୀୟ ଜଙ୍ଗଲ ଅଧିକାର କମିଟିମାନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଜଙ୍ଗଲ ସୁରକ୍ଷା ଫୋରମର ଆବାହକ କୁଳମଣି ସାହୁଙ୍କ
Read More...

ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବ୍ରହ୍ମପୁର (ଡିଏଲଏସଏ), ଗଞ୍ଜାମ, ବ୍ରହ୍ମପୁର ଓ ଜିଲ୍ଲାର ସମସ୍ତ ତାଲୁକ୍ ଆଇନ ସେବା କମିଟି (ଟିଏଲଏସସି) ସ୍ତରରେ ଆସନ୍ତା ତା ୧୪.୦୩.୨୦୨୬ରିଖ (ଶନିବାର) ଦିନ ଜାତୀୟ ଲୋକ ଆଦାଲତ ଆୟୋଜିତ ହେବ । ଏହି ଜାତୀୟ
Read More...

ଚିକିଟି ମିନି-ଷ୍ଟାଡିୟମ୍‌ରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ଯୁବପୀଢିଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଓ ଦକ୍ଷତା ବିକାଶ କରିବା ଉଦ୍ଦେଶ୍ୟ ନେଇ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଗୁରୁବାର ଚିକିଟି ମିନି-ଷ୍ଟାଡିୟମ୍‌ରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଓଡ଼ିଶା ସରକାର, ଜିଲ୍ଲା
Read More...

ଟିଟିଲାଗଡ ବ୍ଲକ ଅନ୍ତର୍ଗତ କୁସକେଲା ଗ୍ରାମ ପଞ୍ଚାୟତର ଲୁଧିପଡ଼ା ସ୍କୁଲରୁ ଗତ ରାତିରେ ନଳକୂପ ଚୋରି

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଦିନକୁ ଦିନ ସରକାର ଲୋକଙ୍କ ପାଇଁ ଯେତେ ଯୋଜନା କରୁଛନ୍ତି ତାହାବି ଚୋର ଛାଡ଼ୁ ନାହାନ୍ତି । ଏପରି ଏକ ଘଟଣା ଘଟିଛି ଟିଟିଲାଗଡ ବ୍ଲକ ଅନ୍ତର୍ଗତ ଲୁଧିପଡ଼ା ସ୍କୁଲରେ । ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଥିବା ନଳକୂପକୁ ଗତ କାଲି ରାତିରେ କେହି
Read More...

ଛତ୍ରପୁର ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲରେ ଶିକ୍ଷକ ଦିଗଦର୍ଶନ କାର୍ଯ୍ୟକ୍ରମ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁରର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲରେ ଗୁରୁବାର ଶିକ୍ଷକ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସେଣ୍ଟ ଜାଭିୟର୍ସ ପବ୍ଲିକ ସ୍କୁଲ ଛତ୍ରପୁର ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାତା
Read More...

ଯୁକ୍ତରାଷ୍ଟ୍ର ଆମେରିକାର ବିଶେଷଜ୍ଞ ପ୍ରତିନିଧି ମଣ୍ଡଳୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଯୁକ୍ତରାଷ୍ଟ୍ର ଆମେରିକାର ପ୍ରତିନିଧିମଣ୍ଡଳୀଙ୍କ ଗଞ୍ଜାମ ଜିଲ୍ଲା ଗସ୍ତ କରି ଜିଲ୍ଲାର ଚିଙ୍ଗୁଡ଼ି ଯାଆଁଳ ଉତ୍ପାଦନ କେନ୍ଦ୍ର ଓ ଖାରିଜଳ ଚାଷରେ ଅନୁସରିତ ମାନଦଣ୍ଡର ୟୁଏସଏଫଡିଏ ଟିମ ଉଚ୍ଚ ପ୍ରଶଂସା କରିଛନ୍ତି । ପ୍ରତିନିଧି ମଣ୍ଡଳୀ ପ୍ରଥମେ
Read More...

ଜିଲ୍ଲା ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ : ଯୋଗ ଦେଲେ ମନ୍ତ୍ରୀ ରବି ନାଏକ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ସ୍ଥିତ ଚନ୍ଦ୍ରମା ହୋଟେଲ ସ୍ଥିତ ସଭାଗୃହ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଜିଲ୍ଲା ସ୍ତରୀୟ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ପଞ୍ଚାୟତିରାଜ, ପାନୀୟ ଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ
Read More...

ଭାରତ – ଇସ୍ରାଏଲ ମିଳିତ ବିବୃତି

ଶାନ୍ତି, ନବସୃଜନ ଏବଂ ସମୃଦ୍ଧି ପାଇଁ ଏକ ସ୍ୱତନ୍ତ୍ର ରଣନୀତିକ ଭାଗିଦାରୀଭାରତ ଏବଂ ଇସ୍ରାଏଲ ମଧ୍ୟରେ ସ୍ନେହ, ସଦ୍ଭାବନା ଏବଂ ଗଭୀର ରଣନୀତିକ ଭାଗିଦାରୀକୁ ସ୍ୱୀକୃତି ଦେଇ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ଶ୍ରୀ ବେଞ୍ଜାମିନ ନେତନ୍ୟାହୁଙ୍କ ନିମନ୍ତ୍ରଣ କ୍ରମେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର
Read More...