Monthly Archives

February 2026

ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୁଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ପ୍ରାଥମିକ ଶିକ୍ଷକ ସଂଘର ଏକ ଜରୁରୀ କାଳୀନ ବୈଠକ ସହ ନୂତନ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ପ୍ରଥମେ ସଂଘର ବାର୍ଷିକ ବିବରଣୀ
Read More...

ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉପ ନିବନ୍ଧକ ସମବାୟ ସମିତି ସମୂହ, ବଲାଙ୍ଗିର ମଣ୍ଡଳ ସଭା ଗୃହରେ ଆଜି ପ୍ରାଥମିକ କୃଷି ଋଣ ସମବାୟ ସମିତି ମାନଙ୍କ କମ୍ପ୍ୟୁଟରୀକରଣ ଉପରେ ବରଗଡ଼ କୃତାର୍ଥ ଆଚାର୍ୟ୍ୟ ସମବାୟ ପରିଚାଳନା କେନ୍ଦ୍ର ଦ୍ଵାରା ଏକ ଦିବସୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି ।
Read More...

ଜିଲ୍ଲାପାଳ ନେଲେ କଡ଼ା କାର୍ଯ୍ୟାନୁଷ୍ଠାନ

ତରଭା ବିଡିଓଙ୍କ ଆର୍ଥିକ କ୍ଷମତା ପ୍ରତ୍ୟାହାର ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ବିଡିଓ ଗଙ୍ଗାରାମ ବୁଡେକଙ୍କ ଆର୍ଥିକ କ୍ଷମତାକୁ ପ୍ରତ୍ୟାହାର କରିଛନ୍ତି ଜିଲ୍ଲାପାଳ ତଥା ଜିଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଡ. ନୃପରାଜ ସାହୁ । ଗତକାଲି
Read More...

ରାଜେନ୍ଦ୍ର ନଗର ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କଣ୍ଟାବାଞ୍ଜି ଏନଏସି ଅନ୍ତର୍ଗତ ରାଜେନ୍ଦ୍ର ନଗର ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ମହା ଧୂମଧାମରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ସବିତା ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟ
Read More...

ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହେଲେ ବିଶିଷ୍ଟ ଅଭିନେତା ଚିନ୍ମୟ ଦାସ ପଟ୍ଟନାୟକ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପରେ ଓଡିଶାର ପ୍ରତିଷ୍ଠିତ ନାଟ୍ୟସଂସ୍ଥା "ଶତାବ୍ଦୀର କଳାକାର" ର ସୁବର୍ଣ୍ଣ ଜୟନ୍ତୀ ପାଳନ ଅବସରରେ ଆୟୋଜିତ ୨୮ ତମ ଜାତୀୟ କଳିଙ୍ଗ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଉଦଯାପନୀ ସନ୍ଧ୍ୟାରେ ବିଶିଷ୍ଟ ଅଭିନେତା,
Read More...

କୁଶମେଲଠାରେ ନବମ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ

ଲୋଇସିଂହା, (ବିମଳେନ୍ଦୁ ସାହୁ) : ବ୍ଳକ୍ କୁଶମେଲ ଠାରେ ମାଁ କୁଶଙ୍ଗେଇ କଳା ପରିଷଦ ଆନୁକୂଲ୍ୟରେ ନବମ ବର୍ଷ ଆଞ୍ଚଳିକ ଲୋକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ସଞ୍ଜୟ ସିଂଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ପାରମ୍ପରିକ ଲୋକବାଦ୍ୟ, ଲୋକନୃତ୍ୟ ଦଳ ଓ ୧୨ଟି
Read More...

ଗୃହସ୍ଥୀ ଉଦ୍ୟୋଗ ପ୍ରା. ଲି.କୁ ତୋଷାଳୀ ସ୍ୱଦେଶୀ ମେଳାରେ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଗୃହସ୍ଥୀ ଉଦ୍ୟୋଗ ପ୍ରାଇଭେଟ୍ ଲିମିଟେଡ୍‌ର ଅଧ୍ୟକ୍ଷ ତଥା ପ୍ରବନ୍ଧ ନିର୍ଦ୍ଦେଶକ ଗଣେଶ ପ୍ରସାଦ ବାଗଡ଼ିଆଙ୍କୁ ଓଡିଶା ସରକାରଙ୍କ ବସ୍ତ୍ର ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତଙ୍କ ଦ୍ୱାରା ଭୁବନେଶ୍ୱରରେ ଆୟୋଜିତ ତୋଷାଳୀ ସ୍ୱଦେଶୀ ମେଳା ରେ ସମ୍ମାନିତ କରାଯାଇଥିଲା
Read More...

ଆସନ୍ତା ୨୭ ଏବଂ ୨୮ ରେ ଟିଟିଲାଗଡରେ ଅନୁଷ୍ଠିତ ହେବ ସୂର୍ଯ୍ୟମଣି ପାଢୀ ମେମୋରିଆଲ ଉତ୍କଳ ଶ୍ରୀ ୨୦୨୬ ସୁନ୍ଦର…

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଟିଟିଲାଗଡ଼ ସହିଦ ଜିମନାସିଅମ୍ ତରଫରୁ ଫେବୃଆରୀ ୨୭ ଓ ୨୮ ଦୁଇ ଦିନିଆ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ସ୍ଥାନୀୟ ହାଇସ୍କୁଲ ଖେଳପଡିଆ ଠାରେ ଅନୁଷ୍ଠିତ ହେବାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି । ଏହି ସାମ୍ବାଦିକ
Read More...

ସୂଚନା ଅଧିକାର ଆଇନ ଉପରେ ତାଲିମ ଓ ସଚେତନତା କର୍ମଶାଳା

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ସୂଚନା ଅଧିକାର ଆଇନ ୨୦୦୫ ଉପରେ ଜିଲ୍ଲାର ସମସ୍ତ ଜନ ସୂଚନା ଅଧିକାରୀ ଓ ଅତିରିକ୍ତ ଜନ ସୂଚନା ଅଧିକାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ତାଲିମ ଓ ସଚେତନତା
Read More...

ଆସନ୍ତା ୨୭ରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଆସନ୍ତା ୨୭ ତାରିଖରେ ସୋନପୁର ମଡେଲ ଡିଗ୍ରି ମହାବିଦ୍ୟାଳୟରେ ବିକଶିତ ଭାରତ ଜାତୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଆୟୋଜିତ ହେବା ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି । ଏହି
Read More...