Monthly Archives

February 2026

ପୂର୍ବତଟ ରେଳପଥ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ

ଭୁବନେଶ୍ୱର, (ପିଆଇବି) : ଯାତ୍ରୀ ସୁରକ୍ଷା, ଆରାମ ଏବଂ ସାମଗ୍ରିକ ଯାତ୍ରା ଅଭିଜ୍ଞତାକୁ ସୁଗମ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ପୂର୍ବ ତଟ ରେଳପଥ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଇଣ୍ଟରସିଟି ଏକ୍ସପ୍ରେସ୍ ଟ୍ରେନର କୋଚ୍‌ ଗୁଡ଼ିକୁ ଆଧୁନିକ ଏଲଏଚବି (ଲିଙ୍କେ ହଫମାନ ବୁଶ୍)
Read More...

କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

• ଶହୀଦ ବାଜି ରାଉତଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଦିଲ୍ଲୀରେ ଜାତୀୟ ସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ ପାଇଁ ଅନୁରୋଧ• ଶହୀଦ ବାଜି ରାଉତଙ୍କ ଅସୀମ ସାହସ ଓ ବଳିଦାନକୁ ମନେ ପକାଇବା ସହ ଯୁବପିଢ଼ିଙ୍କ ମଧ୍ୟରେ ଦେଶପ୍ରେମର ଭାବନା ଜାଗ୍ରତ କରିବା ପାଇଁ ବିଭିନ୍ନ ପ୍ରସ୍ତାବ ଦେଲେ କେନ୍ଦ୍ରମନ୍ତ୍ରୀ•
Read More...

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

ଭୁବନେଶ୍ୱର, (ପିଆଇବି) : ରେଡକ୍ରସ କଟକ ସହାୟତାରେ ତଥା ଦୂରସଞ୍ଚାର ମହିଳା କଲ୍ୟାଣ ସଂଗଠନ (ଟିଡବ୍ଲୁଡବ୍ଲୁଓ) ର ମିଳିତ ଆନୁକୂଲ୍ୟରେ ଭାରତ ସଂଚାର ନିଗମ ଲିମିଟେଡ୍ (ବିଏସଏନଏଲ) ଓଡ଼ିଶା ପରିମଣ୍ଡଳ ପକ୍ଷରୁ ଏକ ରକ୍ତଦାନ ଶିବିର ଆଜି ଭୁବନେଶ୍ୱର ଅଶୋକ ନଗରସ୍ଥିତ ବିଏସଏନଏଲ ଭବନଠାରେ ଆୟୋଜିତ
Read More...

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ : ଏଆଇ ଛାତ୍ରଛାତ୍ରୀଙ୍କ ଶିକ୍ଷାଦାନକୁ ସହଜ କରିବ…

• ଭାରତୀ ଏୟାରଟେଲ୍ ଫାଉଣ୍ଡେସନ୍ ଏବଂ ସିକେ-୧୨ ଫାଉଣ୍ଡେସନକୁ ଏହି ପ୍ରୟାସ ପାଇଁ ଧନ୍ୟବାଦ• ଏହି ଆପ୍ ଶିକ୍ଷକମାନଙ୍କ ପାଇଁ ଏକ ଡିଜିଟାଲ୍ ସହଯୋଗୀ ଭାବେ କାର୍ଯ୍ୟ କରିବ• ଶିକ୍ଷକମାନେ ଗୁଣାତ୍ମକ କଣ୍ଟେଣ୍ଟ୍, ଶିକ୍ଷାଦାନ ଉପକରଣ ଏବଂ ଛାତ୍ରଛାତ୍ରୀଙ୍କ ପ୍ରଗତି ଜାଣିବା ପାଇଁ ସ୍ୱତନ୍ତ୍ର
Read More...

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍ ମଞ୍ଜୁରି

● ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ବିହାର ଏବଂ ଝାଡ଼ଖଣ୍ଡର ୮ଟି ଜିଲ୍ଲା ଦେଇ ଯିବ ଏସବୁ ରେଳ ଟ୍ରାକ୍● ବର୍ତ୍ତମାନର ରେଳ ନେଟୱାର୍କରେ ପ୍ରାୟ ୩୦୭ କିଲୋମିଟର ବୃଦ୍ଧି ହେବ● ୯୦୭୨ କୋଟି ଟଙ୍କାର ଆନୁମାନିକ ବ୍ୟୟବରାଦରେ ନିର୍ମାଣ ହେବାକୁ ଥିବା ପ୍ରକଳ୍ପ ୨୦୩୦-୩୧ ସୁଦ୍ଧା ସମ୍ପୂର୍ଣ୍ଣ ହେବ
Read More...

“କେରଳ”ର ନାମ ପରିବର୍ତ୍ତନ କରି “କେରଳମ” କରିବା ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରି

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ‘କେରଳ’ ରାଜ୍ୟର ନାମ ‘କେରଳମ’ କରିବା ପ୍ରସ୍ତାବକୁ ମଞ୍ଜୁର କରିଛି । କେନ୍ଦ୍ର କ୍ୟାବିନେଟର ଅନୁମୋଦନ ପରେ, ରାଷ୍ଟ୍ରପତି ଭାରତୀୟ ସମ୍ବିଧାନର ଧାରା ୩ର ସର୍ତ୍ତାବଳୀ ଅନୁଯାୟୀ ନିଜର
Read More...

କଣ୍ଟାବାଞ୍ଜିରେ ପ୍ରେମିକ ସହିତ ନବବିବାହିତା ଫେରାର

ବିବାହ ପରେ କିଛି ଦିନରେ ଘଟିଲା ଘଟଣା, ଥାନାରେ ଲିଖିତ ଅଭିଯୋଗ କଣ୍ଟାବାଞ୍ଜି, (ଯୁଗଳ କିଶୋର ଶବର) : କଣ୍ଟାବାଞ୍ଜି ସହରରେ ଜଣେ ନବ ବିବାହିତା ପ୍ରେମିକ ସହିତ ଫେରାର ହୋଇଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ବୌଦ୍ଧ ଜିଲ୍ଲାର କଣ୍ଟାମଳ ଅଞ୍ଚଳରେ ଏପରି ଘଟଣା ଘଟିବା ପରେ, ବର୍ତ୍ତମାନ
Read More...

ନୂଆପଡ଼ାରେ ବିଜେଡିକୁ ଶକ୍ତ ଧକ୍କା : ବିଜେପିରେ ସାମିଲ ହେଲେ ଏନଏସି ଅଧ୍ୟକ୍ଷ ଓ ୮ କାଉନସିଲର

ନୂଆପଡ଼ା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲା ରାଜନୀତିରେ ଏକ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି । ବିଜେଡିକୁ ଏକ ଶକ୍ତ ଧକ୍କା ଦେଇ ନୂଆପଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଅଧ୍ୟକ୍ଷ ମହମ୍ମଦ ଆଦମଙ୍କ ନେତୃତ୍ୱରେ ୮ ଜଣ କାଉନସିଲର ଓ ସମର୍ଥକ ଆଜି ବିଧିବଦ୍ଧ ଭାବେ ଶାସକ
Read More...

ହାତୀବନ୍ଧା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଗ୍ନିକାଣ୍ଡ : ଜଳିଗଲା କମ୍ପ୍ୟୁଟର ଓ ଛାତ୍ରଛାତ୍ରୀଙ୍କ କାଗଜପତ୍ର

ନୂଆପଡ଼ା, (କେପିଏନ୍‌ଏସ୍‌) : ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ହାତୀବନ୍ଧା ଅଞ୍ଚଳର ଗୋକୁଳାନନ୍ଦ ମେହେର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର କାର୍ଯ୍ୟାଳୟ କକ୍ଷରେ ରବିବାର ବିଳମ୍ବିତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ସ୍ଥାନୀୟ ଅଞ୍ଚଳରେ ଚିନ୍ତାର କାରଣ ପାଲଟିଛି । ରାତି ପ୍ରାୟ
Read More...

ବାନ୍ଧନପାଲି ଆଶ୍ରମରେ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ବ୍ଲକ ଅନ୍ତର୍ଗତ ବାନ୍ଧନପାଲି ଆଶ୍ରମ ବିଦ୍ୟାଳୟରେ ଷଷ୍ଠ ବାର୍ଷିକ ଉତ୍ସବ ମହା ଧୂମଧାମରେ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଶିଶୁ ସାହିତ୍ୟିକ ବିରଞ୍ଚି ନାରାୟଣ ଦାଶ ମୁଖ୍ୟବକ୍ତା,
Read More...