Monthly Archives

February 2026

ହୀରାପୁର ପିଏମ୍‌ଶ୍ରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ହୀରାପୁର ପିଏମ୍‌ଶ୍ରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହେଇଯାଇଛି । ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ ଗୁଣବତ୍ତାର ବିକାଶ ସାଙ୍ଗକୁ ଖେଳକୁଦ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ପ୍ରତିଭାର ପରିପ୍ରକାଶ ପାଇଁ ଏହି
Read More...

ସି. ଡବ୍ଲୁ. ସି ଡାଇରେକ୍ଟରଙ୍କୁ ସାକ୍ଷାତ କଳେ ଡ଼. ଭବାନୀ ଶଙ୍କର ନିଆଲ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ଲୋୟର ଉଦନ୍ତି ଏବଂ ନୂଆପଡା ଜିଲ୍ଲାର ଅପର ଉଦନ୍ତି ବ୍ୟାରେଜ ପ୍ରୋଜେକ୍ଟ ଉପରେ ଦିଲ୍ଲୀରେ କେନ୍ଦ୍ରୀୟ ଜଳ ଆୟୋଗ ଡାଇରେକ୍ଟର ନିରଜ କୁମାର ଶର୍ମାଙ୍କୁ ବିକଶିତ କଳାହାଣ୍ଡି ନୂଆପଡାର ଅଧ୍ୟକ୍ଷ ଡ଼. ଭବାନୀ ଶଙ୍କର ନିଆଲ ଦିଲ୍ଳୀ
Read More...

ଧର୍ମପରାୟଣ ମହିଳାଙ୍କ ପରଲୋକ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଦେଓଗାଁ ବ୍ଲକ ଅନ୍ତର୍ଗତ ସାଲେପାଲି ଗାଁର ଧର୍ମପ୍ରାଣ ମହିଳା ଭୂମିସୂତା ପାଢୀଙ୍କ ପରଲୋକ ଘଟିଛି । ଅବସରପ୍ରାପ୍ତ ଶିକ୍ଷକ ସଚ୍ଚିଦାନନ୍ଦ ପାଢୀଙ୍କ ଧର୍ମପତ୍ନୀ ଭୂମିସୂତା ପାଢୀ । ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହେଉଥିଲା । ଗୁରୁବାର
Read More...

ଅଧ୍ୟକ୍ଷ ଲକ୍ଷ୍ମଣ ପାଳଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପକ୍ଷରୁ ମହାବିଦ୍ୟାଳୟର ଅଧ୍ୟକ୍ଷ ଲକ୍ଷ୍ମଣ ପାଳ ଓ ଚତୁର୍ଥ ଶ୍ରଣୀ କର୍ମଚାରୀ ଦିବାକର ମଲ୍ଲିକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଓଡ଼ିଆ
Read More...

ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ତମ ବାର୍ଷିକ ଉତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲର ୨୮ ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଉକ୍ତ ଉତ୍ସବରେ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା,
Read More...