ଜଙ୍ଗଲରେ ଭୟାବହ ଅଗ୍ନିକାଣ୍ଡ : ଅଗ୍ନିଶମ ବାହିନୀଙ୍କ ତତ୍ପରତାରେ ନିଆଁ ନିୟନ୍ତ୍ରଣ
ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ ଅନ୍ତର୍ଗତ ଲର୍କି ଗ୍ରାମର ଏକ ଜଙ୍ଗଲ ଅଞ୍ଚଳରେ ହଠାତ୍ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି । ପେଟ୍ରୋଲ ପମ୍ପ ସାମ୍ନାରେ ଥିବା ଜଙ୍ଗଲରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ହୁହୁ ହୋଇ ନିଆଁ ଜଳୁଥିବାରୁ ସ୍ଥାନୀୟ!-->…
Read More...
Read More...