ଗୁଡିଘାଟ ଜୟ ଜଗନ୍ନାଥ କ୍ରିକେଟ ପ୍ରତିଯୋଗିତା ଉଦଯାପିତ : ବାବେଜୁରୀ ଚମ୍ପିୟାନ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଗୁଡିଘାଟ ଖେଳପଡିଆରେ ଚାଲିଥିବା ଜୟ ଜଗନ୍ନାଥ କ୍ରିକେଟ ପ୍ରତିଯୋଗିତା ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଉଦଯାପନୀ ଫାଇନାଲ ଖେଳରେ ମୁରିବାହାଲ ଦଳକୁ ପରାସ୍ତ କରି ବାବେଜୁରୀ ଦଳ ଚମ୍ପିୟାନ ଆଖ୍ୟା ଅର୍ଜନ କରିଛି ।!-->…
Read More...
Read More...