Monthly Archives

February 2026

ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାପାଳ ଡା. ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଯୋଗ ଦେଇ ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର
Read More...

ଶୁଖା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ

ଡୁଙ୍ଗୁରିପାଲି, (କେପିଏନଏସ) : ଡୁଙ୍ଗୁରିପାଲି ବ୍ଲକ୍ ସ୍ଥିତ ଶୁଖା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବ୍ଲକ୍‌ସ୍ତରୀୟ ସୁରେନ୍ଦ୍ର ସାଏ ଦିବ୍ୟଦୃଷ୍ଟି ଯୋଜନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବପ୍ରଥମେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ
Read More...

ପରିବେଶ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ୱକାଥନ୍ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ନୀଳଶୈଳ ମହାବିଦ୍ୟାଳୟ ଓ ଇଣ୍ଡିଆନ ଅଏଲ୍‌ର ମିଳିତ ଆନୁକୂଲ୍ୟରେ ପରିବେଶ ସୁରକ୍ଷା ପାଇଁ ତୈଳ ଇନ୍ଧନର ସଂରକ୍ଷଣ ଓ ପରିବେଶ ସଚେତନତା ସଚେତନତା କାର୍ଯ୍ୟକ୍ରମ ୱକାଥନ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଇଣ୍ଡିଆନ୍ ଅଏଲ୍‌ର ବରିଷ୍ଠ କର୍ମକର୍ତ୍ତା
Read More...

ଖୁସି ରହିବାର ଉପାୟ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୨୦ ସ୍ଥିତ ଶ୍ରୀ ଶ୍ରୀ ରବିଶଙ୍କର ବିଦ୍ୟାମନ୍ଦିର ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ତରଫରୁ ଖୁସି ରହିବାର ଉପାୟ ଉପରେ ଏକ ଚାରିଦିନିଆ କର୍ମଶାଳା ଏସ୍‌ଏସ୍‌ଆର୍‌ଭିଏମ୍ ପରିଚାଳିତ ସେକ୍ଟର ୨୦ ଓ ସେକ୍ଟର ୧୯ ସ୍ଥିତ ଇସ୍ପାତ ବିଦ୍ୟାମନ୍ଦିରର ଶିକ୍ଷକ
Read More...

୧୭ ଫେବୃଆରୀରେ ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଦୁଇ ନେତା ଭାରତ-ଫ୍ରାନ୍ସ ରଣନୈତିକ ସହଭାଗୀତାରେ ହୋଇଥିବା ଅଗ୍ରଗତିର ସମୀକ୍ଷା ଏବଂ ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ମତ ବିନିମୟ କରିବେପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରନ ଭାରତ-ଫ୍ରାନ୍ସ ନବାଚାର ବର୍ଷ ୨୦୨୬ ଉଦ୍ଘାଟନ କରିବେ ନୂଆଦିଲ୍ଲୀ,
Read More...

ମହାଶିବରାତ୍ରିରେ ରାମେଶ୍ୱର ଶୈବ ପୀଠରେ ସାମୂହିକ ବ୍ରତୋପନୟନ ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ପବିତ୍ର ମହାଶିବରାତ୍ରି ଅବସରରେ ସୁବର୍ଣ୍ଣପୁର ରାମେଶ୍ୱର ଶୈବପୀଠ ପରିସରରେ ସାମୂହିକ ବ୍ରତୋପନୟନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ବିଶିଷ୍ଟ ସମାଜସେବୀ ଶ୍ରୀବତ୍ସ ମଲ୍ଲିକ ଓ ମୈଥିଲି ମଲ୍ଲିକଙ୍କ ପକ୍ଷରୁ ଏହି ମହତ କାର୍ଯ୍ୟକ୍ରମ ଦୀର୍ଘ ୩୭ ବର୍ଷ ଧରି
Read More...

ଭୁତିବାହାଲ ମହାଶିବରାତ୍ରି ମହୋତ୍ସବ ଉଦଯାପିତ

ଗାଇସିଲାଟ, (କେପିଏନ୍‌ଏସ୍‌) : ଗାଇସିଲାଟ ବ୍ଲକ ଅନ୍ତର୍ଗତ ଭୁତିବାହାଲ ବାବା ଧବଳେଶ୍ୱର ପୀଠରେ ମହାଶିବରାତ୍ରି ମହୋତ୍ସବ ଉଦଘାଟିତ ହୋଇଯାଇଛି । ଉଦଯାପନୀ ଉତ୍ସବରେ ପଶ୍ଚିମ ଓଡିଶା ବିଶ୍ୱ ହିନ୍ଦୁ ପରିଷଦ ପ୍ରାନ୍ତ ସମ୍ପାଦକ ଯୋଗେନ୍ଦ୍ର ଦାସ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଯୋଗ
Read More...

ଟିଟିଲାଗଡ଼ ମହାଶିବରାତ୍ରି ପାଇଁ ଧବଳେଶ୍ଵର ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ପବିତ୍ର ମହାଶିବରାତ୍ରିରେ ଭକ୍ତମାନେ ନିଜର ମାନସିକ ପୂରଣ କରିବା ପାଇଁ ବ୍ରତ ବା ଉପବାସ ରଖିଥିଲେ । ସକାଳୁ ସକାଳୁ ଟିଟିଲାଗଡ ସହର, ଆଖପାଖ ଅଞ୍ଚଳ, ପଡୋଶୀ ଜିଲ୍ଲା ବଲାଙ୍ଗିର, କଳାହାଣ୍ଡି, ନୂଆପଡ଼ା ତଥା ରାଜ୍ୟ ବାହାରୁ ମଧ୍ୟ ଭକ୍ତଙ୍କ ଭିଡ ଜମିଥିଲା
Read More...

ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ

ବୈପାରିଗୁଡା, (କେପିଏନ୍‌ଏସ୍‌) : ଜୟପୁର ସହରରେ ଭୟାବହ ଅଗ୍ନିକାଣ୍ଡ । ହୁତୁହୁତୁ ହୋଇ ନିଆଁ ବ୍ୟାପିଲା । ଏପରି ଅଭାବନୀୟ ଘଟଣା ଘଟିଛି ଜୟପୁର ସହରର ବିକ୍ରମଦେବ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ଥିବା ଏକ କବାଡି ଖାନାରେ । ଗତକାଲି ମଧ୍ୟରାତ୍ର ୨ଟାରେ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡର
Read More...

ବେହେରାପାଲିରେ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର

ବେହେରାପାଲି, (କେପିଏନ୍‌ଏସ୍‌) : ସୋହେଲା ବ୍ଲକ ଅନ୍ତର୍ଗତ କନଗାଁ ପଞ୍ଚାୟତ ବେହେରାପାଲି ଠାରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ମହାଶିବରାତ୍ରି ଅବସରରେ ମାନବ ସେବା ହିଁ ମାଧବ ସେବା ଆଧାରରେ ଗ୍ରାମବାସୀଙ୍କ ତରଫରୁ ଏହି ମାଗଣା ସ୍ୱାସ୍ଥ୍ୟ ଶିବିରକୁ ବରିଷ୍ଠ
Read More...