Monthly Archives

February 2026

ଓଡ଼ିଶାରେ ଖୋଲାଯାଇଛି ୮୦୩ଟି ଜନ ଔଷଧୀ କେନ୍ଦ୍ର

ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଔଷଧ ବିତରଣକୁ ସୁଗମ କରିବାକୁ ଜନ ଔଷଧୀ ଯାନ ଚଳାଇବା ପାଇଁ ଓଡ଼ିଶା ସରକାରଙ୍କ ପକ୍ଷରୁ କୌଣସି ପ୍ରସ୍ତାବ ମିଳିନାହିଁ । ତେବେ ୩୧ ଡିସେମ୍ବର ୨୦୨୫ ସୁଦ୍ଧା ଓଡ଼ିଶାରେ ୮୦୩ଟି ଜନ ଔଷଧୀ କେନ୍ଦ୍ର ଖୋଲାଯାଇଛି, ଯାହା ମଧ୍ୟରୁ
Read More...

ଭାରତୀୟ ଚାଷୀଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବ ଭାରତ-ଆମେରିକା ବାଣିଜ୍ୟ ରାଜିନାମା

ନୂଆଦିଲ୍ଲୀ, (ପିଆଇବି) : ଭାରତ-ଆମେରିକା ବାଣିଜ୍ୟ ରାଜିନାମା ଭାରତୀୟ ଚାଷୀ ଏବଂ କୃଷି କ୍ଷେତ୍ର ପାଇଁ ବ୍ୟାପକ ସୁଯୋଗ ଓ ସମ୍ଭାବନା ସୃଷ୍ଟି କରିବାକୁ ଯାଉଛି । ବର୍ତ୍ତମାନ ଆମେରିକା ସହିତ କୃଷି ବାଣିଜ୍ୟରେ ଭାରତ 1.3 ବିଲିୟନ ଡଲାର ବଳକା ହାର ବଜାୟ ରଖିଛି । 2024ରେ ଆମେରିକାକୁ ଭାରତର
Read More...

ଏକାଦଶାହ ଗଙ୍ଗାଭୋଜି ଅବସରରେ ଲକ୍ଷ୍ମୀପ୍ରିୟାଙ୍କ ଶ୍ରଦ୍ଧାଞ୍ଜଳୀ ସଭା

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଜର୍ଜଗଡ଼ ଗ୍ରାମରେ ଜଣାଶୁଣା ଅବସରପ୍ରାପ୍ତ ଶିକ୍ଷକ ନେତ୍ରାନନ୍ଦ ସାମଲଙ୍କ ଧର୍ମପତ୍ନୀ ଲକ୍ଷ୍ମୀପ୍ରିୟା ସାମଲ (୮୦)ଙ୍କ ବିୟୋଗର ଏକାଦଶାହ ଦିନ ଗଙ୍ଗାଭୋଜି ସହ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି । ଏହି
Read More...

ତେନ୍ତୁଳିଖୁଣ୍ଟି ନୋଡ଼ାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ‘ପ୍ରୟାସ’ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସିରୋଲ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ତେନ୍ତୁଲିଖୁଣ୍ଟି ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ 'ପ୍ରୟାସ' ମଙ୍ଗଳବାର ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ନୋଡାଲ ଉଚ୍ଚ ବିଦ୍ୟାଳୟର
Read More...

ହଳଦୀ ଜୟ ଡଙ୍ଗରବୁଢ଼ା କପ୍ ଫୁଟବଲ୍ ଉଦଘାଟିତ ପ୍ରଥମ ମ୍ୟାଚରେ ଭାଟିପଡ଼ା ଓ ତୁର୍ଲା ଦଳ ବିଜୟୀ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ହାଇସ୍କୁଲ ଖେଳ ପଡ଼ିଆରେ ମଙ୍ଗଳବାର ଜୟ ଡଙ୍ଗରବୁଢ଼ା କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ଉଦଘାଟନୀ ପ୍ରଥମ ମ୍ୟାଚ୍ ଘୁଷୁରାମୁଣ୍ଡା ଓ ଭାଟିପଡ଼ା ଦଳ ମଧ୍ୟରେ ଅନୁଷ୍ଠିତ ହୋଇଥିବା ବେଳେ
Read More...

ମୁଖ୍ୟମନ୍ତ୍ରୀଙ୍କ ଗାନ୍ଧୀ ଷ୍ଟାଡିୟମ୍ ପାଇଁ ୨୫ କୋଟି ଓ ଓପନ ଥିଏଟର ପାଇଁ ୧୧.୨୩ କୋଟି; କଳାକାର ଓ ଖେଳାଳୀ ମହଲରେ…

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତ ୧ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ସମୟରେ ସହରର ରାମେଶ୍ୱର ଷ୍ଟାଡିୟମରେ ଆୟୋଜିତ ସୁଭଦ୍ରା ଶକ୍ତି ମେଳାରେ ସୋନପୁର ସହରର ସଂସ୍କୃତି ଭବନଠାରେ ୧୧ କୋଟି ୨୩ ଲକ୍ଷ ଟଙ୍କାରେ ଏକ ଓପନ ଏୟାର ଥିଏଟର ନିର୍ମାଣ ପାଇଁ ଏବଂ
Read More...

ଆତ୍ମରକ୍ଷା କାର୍ଯ୍ୟକ୍ରମ ଆୟୋଜିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଉଚ୍ଚ ଶିକ୍ଷା ବିଭାଗଙ୍କ ନିର୍ଦ୍ଦେଶାନୁସାରେ ଆଜି ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରରେ ୨୦୨୫–୨୬ ଶିକ୍ଷାବର୍ଷ ପାଇଁ ଆତ୍ମରକ୍ଷା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ +୩ ପ୍ରଥମ ବର୍ଷର ଛାତ୍ରୀମାନେ ସକ୍ରିୟ
Read More...

ଗୁମାକିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ରୁତୁଙ୍ଗିଆ ପଞ୍ଚାୟତ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ତୃତୀୟ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସ୍ୱାଗତ
Read More...

ଓଡ଼ିଶାରେ ବ୍ୟାଙ୍କ ଶାଖା ଓ ଏଟିଏମ୍ ସଂଖ୍ୟା ବୃଦ୍ଧି ପାଇଁ ସାଂସଦ ନିରଞ୍ଜନ ବିଶିଙ୍କ ଦାବି

ନୂଆଦିଲ୍ଲୀ : ସଂସଦର ଚଳିତ ବଜେଟ ଅଧିବେଶନରେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ତାରାଙ୍କିତ ପ୍ରଶ୍ନ ମାଧ୍ୟମରେ ଓଡ଼ିଶାରେ ବ୍ୟାଙ୍କିଂ ଭିତ୍ତିଭୂମି ବିସ୍ତାର ପ୍ରସଙ୍ଗ ଉଠାଇଛନ୍ତି । ସାଂସଦ ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟକୁ ଶ୍ରୀ ବିଶି ପଚାରିଥିଲେ ଯେ, ବ୍ୟାଙ୍କିଂ ସୁବିଧା କମ୍ ଥିବା
Read More...

ଅର୍ଜୁନପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଥମ ବାର୍ଷିକୋତ୍ସବ ଅନୁଷ୍ଠିତ

ଦେଓଗାଁ, (କେପିଏନ୍‌ଏସ୍‌) : ଦେଓଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରର ପ୍ରଥମ ବାର୍ଷିକୋତ୍ସବ ସଭାପତି ବୃନ୍ଦାବନ ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ଅଜିତ କୁମାର ମିଶ୍ର ଯୋଗ ଦେଇଥିଲେ ।
Read More...