Monthly Archives

February 2026

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ସମାଧାନ ନିମନ୍ତେ ବରଗଡ ନାଗରିକ ମଞ୍ଚ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ

ବରଗଡ଼, (ମୁନ୍ନା ସାହୁ) : କିଛି ଦିନ ମଧ୍ୟରେ ବରଗଡ ସହର ଅଶାନ୍ତ ହୋଇ ପଡିଛି, ବରଗଡରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି, ଏହାକୁ ନେଇ ଜିଲ୍ଲାପାଳଙ୍କୁ ବରଗଡ଼ ନାଗରିକ ମଞ୍ଚ ପକ୍ଷରୁ ଦାବୀପତ୍ର ପ୍ରଦାନ କରାଯାଇଛି । ଗୁରୁବାର ସନ୍ଧ୍ୟାରେ ବରଗଡ ସହରରେ ଗୋଷ୍ଠୀ ସଂଘର୍ଷ ଓ ଦୁଇଜଣ ଯୁବକଙ୍କ…
Read More...

୯ ହଜାର ବୋତଲ କଫ ସିରଫ ସହ ୨ ଗାଡି ଜବତ, ୧ ଯୁବକ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ରାମପୁର ପୋଲିସକୁ ଏକ ବଡ଼ ସଫଳତା ମିଳିଛି । ଏନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ସୁବର୍ଣ୍ଣପୁର ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ । ବରଗଡ଼ ଜିଲ୍ଲାରୁ ସୁବର୍ଣ୍ଣପୁର ଜିଲ୍ଲାକୁ ବେଆଇନ ଚାଲାଣ ହେଉଥିବା ବିପୁଳ…
Read More...

ଉପଖଣ୍ଡ କ୍ରୀଡା ସଂଘ କପ : ରାଜ୍ୟ ସ୍ତରୀୟ ଫୁଟବଲ ଚାମ୍ପିୟନସିପ

ତୃତୀୟ କ୍ଵାଟର ଫାଇନାଲରେ ବରଗଡ଼ ବିଜୟୀ ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ - ୨୦୨୬ ର ଚତୁର୍ଥ ଦିନ ତଥା ତୃତୀୟ…
Read More...

ବୋଲେରୋ ପିକଅପ ସହ ବାଇକ ମୁହାମୁହିଁ ଧକ୍କା : ୨ ମୃତ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବୁଡ଼ାବାଲି ଠାରେ ବୋଲେରୋ ପିକଅପ ଓଡି ୦୭ ଏ ୫୩୧୬ ସହ ବାଜାଜ ବାଇକ୍ ଓଡି ୦୭ ପି ୦୪୯୯ ମୁହାମୁହିଁ ଧକ୍କା ଫଳରେ ବାଇକ୍ ଆରୋହୀ ଦୁଇ ଜଣ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିଲେ ।…
Read More...

ବାଲିଗୁଡ଼ାରେ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳାର ପ୍ରସ୍ତୁତି ବୈଠକ

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ମିଶନ ଶକ୍ତି ବିଭାଗ, ଓଡ଼ିଶା ସରକାରଙ୍କ ଆନୁକୁଲ୍ୟରେ ସ୍ଥାନୀୟ ଟାଉନର ଦଣ୍ଡପଦର ସ୍ଥିତ ଯାତ୍ରା ପଡିଆ ଠାରେ ଚଳିତ ମାସ ୮ ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଆୟୋଜନ ନିମନ୍ତେ ଏକ ପୂର୍ବ ପ୍ରସ୍ତୁତି ବୈଠକ…
Read More...

ମେଘାସନୀ ମହୋତ୍ସବ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଜିଲ୍ଲାସ୍ତରୀୟ ସୁଭଦ୍ରା ଶକ୍ତିମେଳା ଓ ସ୍ୱଦେଶୀ ମେଳା ସାତଦିନ ଧରି ଆୟୋଜନ ହେବ । ସ୍ଥାନୀୟ ଉତ୍ପାଦ ଏବଂ ଶିଳ୍ପର ପ୍ରସାର ପାଇଁ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଏହା ଆୟୋଜନ ହେଉଛି । ଏହାର ମୁଖ୍ୟ ବାର୍ତ୍ତା ହେଉଛି ଆମ…
Read More...

ମେଘାସନୀ ମହୋତ୍ସବ -୨୦୨୬ ଉଦଘାଟିତ

ପ୍ରଥମ ସନ୍ଧ୍ୟାରେ ସାନ୍ତାଳୀ ସଙ୍ଗୀତରେ ଦର୍ଶକ ମତୁଆଲା ବାରିପଦା, (ଦେବସ୍ମିତ ଚୌଧୁରୀ) : “ମେଘାସନୀ ମହୋତ୍ସବ -୨୦୨୬” ତଥା ସ୍ୱଦେଶୀ ଓ ସୁଭଦ୍ରା ଶକ୍ତି ମେଳା ଉଦଘାଟିତ ହୋଇଛି । ଉଦଘାଟନୀ ଉତ୍ସବର ପ୍ରଥମ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହାନ୍ତ…
Read More...

ଅନସ୍ଲୋ ହାଇସ୍କୁଲରେ ପଢିବା ଗଢିବା ଓଡିଶା ପ୍ରୋତ୍ସାହନ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପି.ଏମଶ୍ରୀ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟରେ ପଢିବା ଗଢିବା ଓଡିଶା ଓ ପଠନ ପ୍ରୋତ୍ସାହନ ଦିବସ ପାଳନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ କବି ରଞ୍ଜନ କୁମାର…
Read More...

ଖୋର୍ଦ୍ଧାର ପାଇକ ଆଖଡ଼ା ନୃତ୍ୟ ଏବଂ ଲୋକକଳା ପରିବେଷଣରେ ମୁଗ୍ଧ ହେଲେ ବିଧାୟକ ରମେଶ ଜେନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରୁ ମାତ୍ର ୭ କିମି ଦୂରରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ମା' ରାମଚଣ୍ଡୀ ମନ୍ଦିରର ତୃତୀୟ ବାର୍ଷିକୀ ଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ସହ ବିଭିନ୍ନ ବର୍ଗର…
Read More...

ନୂତନ ଡିଜିଟାଲ୍ ପରିବର୍ତ୍ତନ ଦ୍ୱାରଦେଶରେ ଦଣ୍ଡାୟମାନ ଓଡ଼ିଶା : ଏଆଇ ପାର୍କ ବିକାଶ ପାଇଁ ୨୦ ହଜାର କୋଟି ଟଙ୍କାର ନିବେଶ…

ଭୁବନେଶ୍ୱର, (ପିଆଇବି) : ଓଡ଼ିଶା ଏକ ନୂତନ ଡିଜିଟାଲ୍ ପରିବର୍ତ୍ତନ ଯୁଗର ଦ୍ୱାରଦେଶରେ ଠିଆ ହୋଇଛି। ଐତିହାସିକ ଭାବରେ, ରାଜ୍ୟରେ ପ୍ରଚୁର ଭୌତିକ ସାମର୍ଥ୍ୟ ରହିଆସିଛି । ଏହା ଖଣିଜ ପଦାର୍ଥରେ ସମୃଦ୍ଧ, ଶକ୍ତି ବଳକା ଏବଂ ଶିଳ୍ପ ବିକାଶରେ ଦୃଢ଼ ରହିଛି । ଏହି ରଣନୀତିକ ସୁବିଧାକୁ ଡିଜିଟାଲ୍…
Read More...