Monthly Archives

February 2026

୪ ଜଣ ଛତିଶଗଡି ମାଓବାଦୀଙ୍କ ଆତ୍ମ ସମର୍ପଣ : ବନ୍ଧୁକ, ଜୀବନ୍ତ ଗୁଳି ଏବଂ ବହୁ ମାଓ ସାମଗ୍ରୀ ଜବତ

କନ୍ଧମାଳ, : (ସଞ୍ଜୟ କୁମାର ପାଣିଗ୍ରାହୀ) : ଅତି ଶୀଘ୍ର ହେବ କନ୍ଧମାଳ ମାଓ ମୁକ୍ତ ଜିଲ୍ଲା । ଏନେଇ ଜୋର ଯାର ପ୍ରସ୍ତୁତି ଚଳାଇଛନ୍ତି କନ୍ଧମାଳ ପୋଲିସ, ସିଆର୍‌ପିଏଫ୍‌ ଓ ବିଏସ୍‌ଏଫ୍‌ ଯବାନ ମାନେ । ଏହି କ୍ରମରେ ଶୁକ୍ରବାର ଦକ୍ଷିଣାଞ୍ଚଳ ଆଇଜି ପୋଲିସ ନୀତି ଶେଖର ଓ କନ୍ଧମାଳ ଏସପିଙ୍କ
Read More...

ଇ-ମେଲରେ ଫୁଲବାଣୀ କୋର୍ଟକୁ ବୋମା ଧମକ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଛି । ଏହି ଧମକ ଫୁଲବାଣୀ, ପୁରୀ ଓ କଟକ ଜିଲା ଦୌରା ଜଜ୍ କୋର୍ଟକୁ ଆସିଛି । ଏହି ଧମକ ଅଜଣା ଇ-ମେଲ୍ ଜରିଆରେ ଦିଆଯାଇଛି । ଫୁଲବାଣୀ କୋର୍ଟକୁ ଧମକ ମିଳିବା ପରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଭୟର ବାତାବରଣ
Read More...

ଫେବୃୟାରୀ ୧୨ ଦେଶବ୍ୟାପୀ ସାଧାରଣ ଧର୍ମଘଟ ଓ ହରତାଳକୁ ସଫଳ କରିବା ପାଇଁ ସିଆଇଟିୟୁର ବୈଠକ

ରାଉରକେଲା, (ସସ୍ମିତା ପ୍ରଧାନ) : ଆସନ୍ତା ଫେବୃୟାରୀ ୧୨ ତାରିଖ ସମସ୍ତ କେନ୍ଦ୍ରୀୟ ଟ୍ରେଡ ୟୁନିୟନ ଓ କର୍ମଚାରୀ ଫେଡେରେସନର ଆହ୍ୱାନରେ କେନ୍ଦ୍ର ମୋଦି ସରକାରଙ୍କ ଶ୍ରମିକ ବିରୋଧୀ ୪ ଟି ଶ୍ରମ କୋର୍ଡ ପ୍ରତ୍ୟାହାର ଦାବି ସହିତ ଦରଦାମ ନିୟନ୍ତ୍ରଣ, ରାଷ୍ଟ୍ରାୟତ ଉଦ୍ୟୋଗ ଘରୋଇକରଣ ବନ୍ଦ
Read More...

ସରକାରୀ ଉଚ୍ଚ ବିଦ୍ୟାଳୟରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ନିୟାବଜାର ସରକାରୀ ଉଚ୍ଚବିଦ୍ୟାଳୟ ଓ ଓଡିଆ ଭାଷା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ, କୂଳବୃଦ୍ଧ ମଧୁସୂଦନ ଦାସଙ୍କ ତିରୋଧାନ ଦିବସ, ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ମିନତି ବେହେରାଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭରେ ମଧୁସୂଦନ ଦାସଙ୍କ
Read More...

ବେଆଇନ ଜଙ୍ଗଲ ଜମି ଦଖଲ କରୁଥିବା ଏପିଶୀଳନ କମ୍ପାନୀ ବିରୁଦ୍ଧରେ ଗ୍ରାମବାସୀଙ୍କ ସାମୁହିକ ବୃକ୍ଷରୋପଣ ଓ ସଭା

ରାଉରକେଲା, (ସସ୍ମିତା ପ୍ରଧାନ) : ବେଆଇନ ଜଙ୍ଗଲ ଜମି ଦଖଲ କରୁଥିବା ଏପିଶୀଳନ କମ୍ପାନୀ ବିରୁଦ୍ଧରେ ଶୁକ୍ରବାର ସକାଳେ ଶ୍ରିପୁରା ଗ୍ରାମବାସୀ ଏକଜୁଟ ହୋଇ ଏପିଶୀଳନ କମ୍ପାନୀ ବେଆଇନ ଭାବେ ବ୍ୟବହାର କରୁଥିବା ଜଙ୍ଗଲ ଜମିକୁ ସୁରକ୍ଷା କରିବା ସହିତ କେନ୍ଦ୍ର ସରକାରଙ୍କ ଯୋଜନା ଏକ୍‌ ପେଡ୍‌ ମା"
Read More...

ରାଜ୍ୟପାଳଙ୍କୁ ଭେଟିଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଭୁବନେଶ୍ୱର, (ପିଆଇବି) : ତେଲଙ୍ଗାନାରୁ ଆସିଥିବା ଗଣମାଧ୍ୟମ ପ୍ରତିନିଧି ଦଳ ଆଜି ଭୁବନେଶ୍ୱର ଲୋକଭବନଠାରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କୁ ସାକ୍ଷାତ
Read More...

ସପ୍ତମ ରାଜ୍ୟସ୍ତରୀୟ ଖଲିଆପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ୍ ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ମ୍ୟୁନିସିପାଲଟି ଅନ୍ତର୍ଗତ ୱାର୍ଡ ନମ୍ବର ୧୭ ସ୍ଥିତ ଖଲିଆପାଲି ଡ. ବିଆର୍ ଆମ୍ବେଦକର ମିନି ଷ୍ଟାଡିୟମ୍ ଠାରେ ସପ୍ତମ ରାଜ୍ୟସ୍ତରୀୟ ଖଲିଆପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି । ଚତୁର୍ଥ ଦିନରେ ବରଗଡ଼ ଏଫସି ବନାମ
Read More...

ଅସାମାଜିକ ଯୁବକଙ୍କ ଉନ୍ମୁକ୍ତ କାଣ୍ଡ

ସୁବର୍ଣ୍ଣପୁର, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଅଧିନସ୍ଥ କମସରା ସ୍ଥିତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ମୁତାବକ ବୁଧବାର ଅପରାହ୍ନରେ ଆଶିଷ ବିଭାର, ଅମିୟ ଭୂଷଣ ନାଗ ବିଦ୍ୟାଳୟରେ ପ୍ରବେଶ କରି ଛାତ୍ରଛାତ୍ରୀମାନଙ୍କ
Read More...

ଫେବୃୟାରୀ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ବିପିୟୁଟିରେ କୃତ୍ରିମ ବୁଦ୍ଧିମତ୍ତା ଓ ମେସିନ ପ୍ରଶିକ୍ଷଣ ଶିବିର

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଫେବୃୟାରୀ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହାର କ୍ୟାମ୍ପସରେ କୃତ୍ରିମ ବୁଦ୍ଧିମତ୍ତା ଏବଂ ମେସିନ୍ ପ୍ରଶିକ୍ଷଣ ଉପରେ ଏକ ଫ୍ୟାକଲ୍ଟି ଡେଭଲପମେଣ୍ଟ୍ ପ୍ରୋଗ୍ରାମ୍ ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମର
Read More...

ବରଗଡ ହାଟପଦା ସାଇ ମନ୍ଦିର ପାଖରେ ଗୋଷ୍ଠୀ ସଂଘର୍ଷ

ବରଗଡ, (ମୁନ୍ନା ସାହୁ) : ବରଗଡ ହାଟପଦା ସାଇ ମନ୍ଦିର ପାଖରେ ଗୋଷ୍ଠୀ ସଂଘର୍ଷ । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ ମଧ୍ୟରେ ପ୍ରଥମେ ବଚସା ଓ ପରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଭୁଜାଲି ଆକ୍ରମଣରେ ଜଣେ ଗୁରୁତର ଦୁଇ ଆହତ ହୋଇଛନ୍ତି । କଲେଜ ରୋଡ଼ରେ ରହୁଥିବା ପ୍ରଦୀପ ଲୁହା (ବୟସ ୨୪)ଙ୍କୁ
Read More...