ଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତା
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ସରକାରୀ ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖଲିଆଭଟା ପରିସରରେ କଳାହାଣ୍ଡି ଜିଲ୍ଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ଜିଲ୍ଲାର ୩୮ଟି ବିଦ୍ୟାଳୟର ୪୭୧ଜଣ ଛାତ୍ରଛାତ୍ରୀ ଭାଗ ନେଇଥିଲେ!-->…
Read More...
Read More...