Daily Archives

ରାଜ୍ୟସ୍ତରୀୟ କୋଶଲି ନାଟବାଦୀ-ନାଟଯାତ୍ରା ମାର୍ଚ୍ଚ ୧୮ରୁ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ସଦାଇପାଲି ସାଇଟ୍‌ କଲେଜ ରାଧାକୃଷ୍ଣ ରଙ୍ଗମଣ୍ଡପରେ ଆସନ୍ତା ମାର୍ଚ୍ଚ ୧୮ ରୁ ୨୧ ପର୍ଯ୍ୟନ୍ତ ରାଜ୍ୟସ୍ତରୀୟ ମହାକୋଶଲ କୋଶଲୀ ନାଟ୍‌ବାଦୀ-ନାଟଯାତ୍ରା ଅନୁଷ୍ଠିତ ହେବ । ଏଥିପାଇଁ ଆଜି ସାଇଟ୍‌ କଲେଜ ସଂପାଦକ ନାରାୟଣ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ
Read More...

ରାଉରକେଲା ଓକିଲ ସଂଘ ନିର୍ବାଚନ ମାର୍ଚ୍ଚ ୨୮ ରେ

ସରୋଜ ନାରାୟଣ ମହାପାତ୍ର ନିର୍ବାଚନ ଅଧିକାରୀ ନିଯୁକ୍ତ ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା ରାଜ୍ୟ ଆଇନଜୀବୀ ପରିଷଦ (ଓ ଏସ ବି ସି) ନିର୍ଦ୍ଦେଶ କ୍ରମେ ଓଡ଼ିଶାର ସମସ୍ତ ଓକିଲ ସଂଘର ଆଗାମୀ ୨୦୨୬-୨୭ ବର୍ଷ ପାଇଁ କର୍ମକର୍ତ୍ତା ଓ କାର୍ଯ୍ୟକାରୀ କମିଟି ନିର୍ବାଚନ ଆସନ୍ତା ମାର୍ଚ୍ଚ
Read More...

ହଜି ଯାଇଥିବା ମୋବାଇଲ ଫୋନ ଉଦ୍ଧାର କଲା ପୋଲିସ : ସାମ୍ବାଦିକ ସମ୍ମିଳନୀରେ ଏସଡ଼ିପିଓଙ୍କ ସୂଚନା

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ପୋଲିସକୁ ଆଜି ଏକ ବଡ଼ ସଫଳତା ମିଳିଛି । ଗତବର୍ଷ ଠାରୁ ଆଜି ପର୍ଯ୍ୟନ୍ତ ଅନେକ ଲୋକଙ୍କ ମୋବାଇଲ ଫୋନ ହଜିଯାଇଥିବା ନେଇ ସଇଁତଲା ଥାନାରେ ଅଭିଯୋଗ ହୋଇଥିଲା । ଏନେଇ ସଇଁତଲା ଥାନାଧିକାରୀ ଖଗପତି ବିଶ୍ୱାଳଙ୍କ ନେତୃତ୍ୱରେ ସମସ୍ତ
Read More...

ଟିଟିଲାଗଡ ରେଳଷ୍ଟେସନରେ ଅଜଣା ବ୍ୟକ୍ତିଙ୍କ ଟ୍ରେନକୁ ଡେଇଁ ଆତ୍ମହତ୍ୟା

ଟିଟିଲାଗଡ, (ସଞ୍ଜୟ କୁମାର ନାୟକ) : ଆଜି ସକାଳ ପ୍ରାୟ ୭.୪୦ ମିନିଟ୍ ସମୟରେ ଟିଟିଲାଗଡ ରେଳଷ୍ଟେସନର ପ୍ଲାଟଫର୍ମ ନମ୍ବର ୧ ରେ ଗୋଟିଏ ଅଜଣା ବ୍ୟକ୍ତି ବୟସ ପ୍ରାୟ ପାଖାପାଖି ୩୦ ରୁ ୩୫ ବର୍ଷ ହେବ ଗୋଟିଏ ମାଲବାହୀ ଟ୍ରେନ ଆସୁଥିବା ସମୟରେ ଟ୍ରେନ ଲାଇନ୍ ମଝିକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ।
Read More...

ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ପାଇକମାଳରେ ପ୍ରଥମ ଥର ପାଇଁ ଏକ ୟୁକେ କରିକୁଲୁମ୍ ପ୍ଲେ ସ୍କୁଲ ଉଦଘାଟିତ ହୋଇଯାଇଛି । ଯାହାର ନାମ ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ରଖାଯାଇଛି । ଆଜିର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋପପୁର ମହିମା
Read More...

ଟ୍ରେନ ସମ୍ମୁଖରେ ଯୁବକଙ୍କ ମୃତ୍ୟୁ : ଲାଠୋର ଫାଟକ ଘଟଣାରେ ଚାଞ୍ଚଲ୍ୟ, ଜିଆରପି ନଆସିବାରୁ ପ୍ରଶ୍ନ

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ବ୍ଲକ ଲାଠୋର ମୁଖ୍ୟ ରାସ୍ତାରେ ଥିବା ରେଲୱେ ଫାଟକ ନିକଟରେ ଜଣେ ଯୁବକ ଟ୍ରେନ ସମ୍ମୁଖରେ ପଡ଼ି ମୃତ୍ୟୁବରଣ କରିଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସୂଚନା ଅନୁସାରେ ବୁଧବାର ରାତି ପ୍ରାୟ ୮.୩୦ଟା ସମୟରେ ଫାଟକ ନିକଟରେ କିଛି
Read More...