ମୁରିବାହାଲ ପଞ୍ଚାୟତ ସମିତି ଡ଼ିଗ୍ରୀ କଲେଜରେ ଆଠଦିନିଆ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ
ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ସରୋଜ କୁମାର ନାୟକଙ୍କ ସଭାପତିତ୍ୱରେ ଆଠଦିବସୀୟ ଆତ୍ମସୁରକ୍ଷା ତାଲିମ ଶିବିର ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ମୁରିବାହାଲ!-->…
Read More...
Read More...