Daily Archives

୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ ସହ ୩ ଗୋଟି ଚାରି ଚକିଆ ଗାଡ଼ି ଜବତ : ୧ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ପୁଲିସକୁ ମିଳିଛି ବଡ଼ ସଫଳତା । ଜିଲ୍ଲାର ବିଭିନ୍ନ ସ୍ଥାନରୁ ଗତକାଲି ରାତିରେ ବିପୁଳ ପରିମାଣର ୮ କ୍ଵିଣ୍ଟାଲ ୯୧ କେଜି ଗଞ୍ଜେଇ, ୩ ଗୋଟି ଚାରି ଚକିଆ ଗାଡି ସହ ଜଣକୁ ଗିରଫ କରିଛି ସୋନପୁର ପୁଲିସ୍ । ବେପାରୀମାନଙ୍କ ଦ୍ୱାରା ଗଞ୍ଜେଇ…
Read More...

ଦୋଳପୂର୍ଣ୍ଣିମାରେ ମେଳଣ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : କୋଏଲ ନଗର ସ୍ଥିତ ଶ୍ରୀ ଶ୍ରୀ ଜଗନ୍ନାଥ ଓ ବାବା ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ ପୁଷ୍ପାଞ୍ଜଳି ସେବା ସମିତି ଦ୍ଵାରା ଆୟୋଜିତ ପବିତ୍ର ଦୋଳପୂର୍ଣ୍ଣିମାରେ ମେଲଣ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଟ୍ରଷ୍ଟି ବ୍ରଜେନ୍ଦ୍ର ଦାଶଙ୍କ…
Read More...

ଡ. ଶଶିକାନ୍ତ ଆଚାର୍ଯ୍ୟଙ୍କ ସ୍ମୃତି ଚାରଣ ସଭା ଓ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ

ରାଉରକେଲା, (ସସ୍ମିତା ପ୍ରଧାନ) : ଜଗଦା ସ୍ଥିତ ମାନବ ସେବା ପ୍ରତିଷ୍ଠାନର ପ୍ରତିଷ୍ଠାତା ପ୍ରଫେସର ଡ. ଶଶିକାନ୍ତ ଆଚାର୍ଯ୍ୟଙ୍କ ପ୍ରଥମ ବାର୍ଷିକ ସ୍ମୃତି ଚାରଣ ସଭା ଓ ପ୍ରତିମୂର୍ତ୍ତି ଅନାବରଣ ଉତ୍ସବ ପ୍ରତିଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠାନର ସଭାପତି ଅଞ୍ଜନ କୁମାର…
Read More...

ବିଶ୍ଵ ମହିଳା ଦିବସ ପାଳିତ

ନାରୀ ହେଉଛି ତ୍ୟାଗର ମୂର୍ତ୍ତି ରାଉରକେଲା, (ସସ୍ମିତା ପ୍ରଧାନ) : ଶ୍ରୀ ଶ୍ରୀ ରବିଶଙ୍କର ବିଦ୍ୟାମନ୍ଦିର (ଏସ୍‌ଏସ୍‌ଆର୍‌ଭିଏମ୍) ଦ୍ଵାରା ପରିଚାଳିତ ସେକ୍ଟର ୨୦ ଇସ୍ପାତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ଓ ସେକ୍ଟର ୧୯ ସ୍ଥିତ ଇସ୍ପାତ ବିଦ୍ୟାମନ୍ଦିରର ମିଳିତ ଆନୁକୂଲ୍ୟରେ ବିଶ୍ୱ ମହିଳା ଦିବସ…
Read More...

କେନ୍ଦ୍ର ପର୍ଯ୍ୟଟନ କମିଶନରଙ୍କ କନ୍ଧମାଳ ଗସ୍ତ : ବିଭିନ୍ନ ପ୍ରକଳ୍ପ ସହ ଅଙ୍ଗନବାଡ଼ି ଓ ଉପସ୍ୱାସ୍ଥ୍ୟକେନ୍ଦ୍ର ବୁଲିଲେ

କନ୍ଧମାଳ, (ସଞ୍ଜୟ କୁମାର ପାଣିଗ୍ରାହୀ) : କେନ୍ଦ୍ର ପର୍ଯ୍ୟଟନ ବିଭାଗ କମିଶନର ବଲଵନ୍ତ ସିଂ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନ ପ୍ରକଳ୍ପ ବୁଲି ଦେଖିଛନ୍ତି । ଏହାସହ ବ୍ଲକର ମାଶ୍ରିପଡ଼ାଠାରେ ଥିବା ସ୍ୱାସ୍ଥ୍ୟ ଆରୋଗ୍ୟ କେନ୍ଦ୍ର ଓ ଆଦର୍ଶ ଅଙ୍ଗନବାଡିର…
Read More...

ନୂଆଦିଲ୍ଲୀର ମାନେକଶା କେନ୍ଦ୍ରରେ ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ : ରାଷ୍ଟ୍ରପତି

ମହିଳାଙ୍କ ନେତୃତ୍ୱରେ ବିକାଶକୁ ନେଇ ଆୟୋଜିତ ହେବ ବିଶେଷ କାର୍ଯ୍ୟକ୍ରମଉଦଘାଟନୀ ସମାରୋହ ପରେ ଅନୁଷ୍ଠିତ ହେବ ଦୁଇଟି ଆଲୋଚନାଚକ୍ର ନୂଆଦିଲ୍ଲୀ, (ପିଆଇବି) : ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ଉତ୍ସବ ଆୟୋଜନ କରାଯାଉଛି ।…
Read More...

ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶତପଞ୍ଚବିଂଶତି ଜୟନ୍ତୀ ପାଳନ ଉପଲକ୍ଷେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କୁ…

ବରଗଡ, (ନିରୋଜ କୁମାର ପାଣୀ) : ବରଗଡ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ରେଶମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଶତପଞ୍ଚବିଂଶତି ଜୟନ୍ତୀ ମହୋତ୍ସବ ପାଳନ ପାଇଁ ବର୍ତ୍ତମାନ ଜୋରସୋରରେ ପ୍ରସ୍ତୁତି ଚାଲିଛି । ବିଶେଷ କରି ଏହି ବିଦ୍ୟାଳୟ ସନ ୧୯୦୦ରେ ତତ୍କାଳୀନ…
Read More...

ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟ ସ୍ନାତକୋତ୍ତର ଇଂରାଜୀ ବିଭାଗର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଅଞ୍ଚଳ ମହାବିଦ୍ୟାଳୟର ନୂତନ ସମ୍ମିଳନୀ କକ୍ଷରେ ସ୍ନାତକୋତ୍ତର ଇଂରାଜୀ ବିଭାଗର ବାର୍ଷିକ ଉତ୍ସବ ଅତ୍ୟନ୍ତ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ସଭାପତିତ୍ୱରେ ଆୟୋଜିତ ଏହି ସଭାରେ…
Read More...

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ପାଳିତ

ତୁରେକେଲା, (ପିତାମ୍ବର ଦୀପ) : ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ ବିଜୁ ଜନତା ଦଳର ନେତ୍ରୀ ନିରୁପମା ମାଝିଙ୍କ ନେତୃତ୍ୱରେ ପାଳିତ ହୋଇଯାଇଛି ।…
Read More...

ଅନ୍ତର୍ଜାତୀୟ ମହିଳା ଦିବସରେ ଯୋଗ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ନୂଆ ଟାଉନହଲ ଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଥମ ଦିନରେ ସକାଳ ୬.୩୦ ବେଳେ ଯୋଗ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ,…
Read More...