ନୂଆପଡାରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କବିତା ପାଠୋତ୍ସବ ଆୟୋଜିତ
ନୂଆପଡା, (ସନ୍ତୋଷ ପଟ୍ଟନାୟକ) : ନୂଆପଡ଼ା ଜିଲ୍ଲାରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ ଆନୁକୂଲ୍ୟରେ ଏକ କବିତା ପାଠୋତ୍ସବ ସ୍ଥାନୀୟ ସଦଭାବନା ସଭାଗୃହରେ ଆୟୋଜିତ ହୋଇଯାଇଛି । ସମାରୋହରେ ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା!-->…
Read More...
Read More...