ସୋନପୁର ମହାବିଦ୍ୟାଳୟରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ
ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୋନପୁରର ସର୍ବ ପୁରାତନ କଲେଜରେ ପିଜି ପାଠ୍ୟକ୍ରମ ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି । ସୋନପୁର କଲେଜ କର୍ତ୍ତୃପକ୍ଷଙ୍କ ପକ୍ଷରୁ ୮ ଗୋଟି ବିଭାଗରେ ପିଜି ପାଠ୍ୟକ୍ରମ ଖୋଲିବା ପାଇଁ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟ, ସମ୍ବଲପୁର ଠାରେ ଆବେଦନ!-->…
Read More...
Read More...